Base Word
συμπορεύομαι
Short Definitionto journey together; by implication, to assemble
Long Definitionto go or journey together
Derivationfrom G4862 and G4198
Same asG4198
International Phonetic Alphabetsym.poˈrɛβ.o.mɛ
IPA modsjum.powˈrev.ow.me
Syllablesymporeuomai
Dictionsoom-poh-REV-oh-meh
Diction Modsyoom-poh-RAVE-oh-may
Usagego with, resort

ମାର୍କଲିଖିତ ସୁସମାଚାର 10:1
ତା'ପରେ ଯୀଶୁ ସେ ସ୍ଥାନ ଛାଡି ଦେଲେ। ସେ ୟିହୂଦା ଅଞ୍ଚଳ ଓ ୟର୍ଦ୍ଦନ ନଦୀର ଅପର ପାରିକୁ ଗଲେ। ପୁଣି ବହୁତ ଲୋକ ତାହାଙ୍କ ପାଖ ରେ ଜମା ହାଇଗେଲେ। ସବୁ ସମୟ ଭଳି ଯୀଶୁ ଲୋକମାନଙ୍କୁ ଶିକ୍ଷା ଦେଲେ।

ଲୂକଲିଖିତ ସୁସମାଚାର 7:11
ତା'ପର ଦିନ ଯୀଶୁ ନାଇନ ନଗରକୁ ଗଲେ। ତାହାଙ୍କୁ ସହିତ ତାଙ୍କ ଶିଷ୍ଯମାନେ ଓ ବହୁ ସଂଖ୍ଯା ରେ ଅନ୍ୟ ଲୋକମାନେ ଯାଉଥିଲେ।

ଲୂକଲିଖିତ ସୁସମାଚାର 14:25
ବହୁତ ଲୋକ ଯୀଶୁଙ୍କ ସହିତ ଯାତ୍ରା କରୁଥିଲେ। ଯୀଶୁ ଲୋକମାନଙ୍କୁ କହିଲେ,

ଲୂକଲିଖିତ ସୁସମାଚାର 24:15
ସେ ସବୁ ବିଷୟ ସମାନେେ ଆଲୋଚନା କଲା ବେଳେ ନିଜେ ଯୀଶୁ ତାହାଙ୍କ ପାଖକୁ ଆସିଲେ ଓ ତାହାଙ୍କ ସହିତ ଚାଲିବାକୁ ଲାଗିଲେ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்