No lexicon data found for Strong's number: 4863

ମାଥିଉଲିଖିତ ସୁସମାଚାର 2:4
େ ହରୋଦ ୟିହୂଦା ସମାଜର ସମସ୍ତ ପ୍ରମୁଖ ଯାଜକ ଏବଂ ଧର୍ମ ଶାସ୍ତ୍ରୀମାନଙ୍କର ଗୋଟିଏ ବୈଠକ ଡାକିଲେ। ସେ ସମାନଙ୍କେୁ ପଚାରିଲେ, ଖ୍ରୀଷ୍ଟ କେଉଁଠା ରେ ଜନ୍ମ ହବେେ?

ମାଥିଉଲିଖିତ ସୁସମାଚାର 3:12
ତାହାଙ୍କ ହାତ ରେ କୁଲା ଅଛି। ସେଥି ରେ ସେ ଶସ୍ଯ ସବୁରୁ ଅଗାଡି ତକ ଅଲଗା କରି ଦବେେ। ସେ ତାହାଙ୍କ ଖଳାରୁ ପରିଷ୍କାର ହାଇେଥିବା ଶସ୍ଯତକ ଏକାଠି କରିନଇେ ଅମାର ଭତ ରେ ରଖି ଦବେେ ଓ ଅଗାଡି, କାଠ-କୁଟାତକ ନିଆଁ ରେ ପକଇେ ଦବେେ। ସେ ନିଆଁ କବେେ ହେଲେ ଲିଭିବ ନାହିଁ।

ମାଥିଉଲିଖିତ ସୁସମାଚାର 6:26
ଆକାଶର ପକ୍ଷୀମାନଙ୍କୁ ଦେଖ ସମାନେେ ବିହନ ବୁଣନ୍ତି ନାହିଁ, କି ଅମଳ କରନ୍ତି ନାହିଁ। ଅମାର ରେ ଖାଦ୍ୟ ଶସ୍ଯ ବି ଜମଇେ ରଖନ୍ତି ନାହିଁ। ତଥାପି ସ୍ବର୍ଗ ରେ ରହୁଥିବା ତୁମ୍ଭର ପରମପିତା ସମାନଙ୍କେୁ ଖାଇବାକୁ ଦିଅନ୍ତି। ତୁମ୍ଭେ ଜାଣଛ ଯେ ତୁମ୍ଭମାନେେ ସମାନଙ୍କେ ଅପେକ୍ଷା ଅଧିକ ଶ୍ ରେଷ୍ଠ ଅଟ?

ମାଥିଉଲିଖିତ ସୁସମାଚାର 12:30
ଯଦି କହେି ମାେ ସହିତ କାମ କରୁନାହିଁ, ତବେେ ସେ ମାେ ବିରୁଦ୍ଧ ରେ କାମ କରୁଛି।

ମାଥିଉଲିଖିତ ସୁସମାଚାର 13:2
ତାହାଙ୍କ ଚାରିପଟେ ବହୁତ ଲୋକ ଜମା ହାଇଗେଲେ। ତେଣୁ ଯୀଶୁ ଗୋଟିଏ ଡଙ୍ଗା ଭିତରକୁ ଉଠିଗଲେ ଓ ସଠାେରେ ଯାଇ ବସିଲେ। ସବୁ ଲୋକ କୂଳ ରେ ରହିଲେ।

ମାଥିଉଲିଖିତ ସୁସମାଚାର 13:30
ଫସଲ ପାଚିବା ପର୍ୟ୍ଯନ୍ତ ଉଭୟ ଗହମ ଓ ବାଳୁଙ୍ଗା ଏକାଠି ବଢନ୍ତୁ। କାଟିବା ବେଳେ ମୁଁ କଟାଳିମାନଙ୍କୁ କହିବି ପ୍ରଥମେ ବାଳୁଙ୍ଗଗୁଡିକୁ ଏକାଠି କରି ବିଡାବାନ୍ଧି ଜାଳି ଦିଅ, ତା'ପରେ ଗହମ ସଂଗ୍ରହ କରି ଅମାର ରେ ରଖିଦିଅ।'

ମାଥିଉଲିଖିତ ସୁସମାଚାର 13:47
ସ୍ବର୍ଗରାଜ୍ଯ ମଧ୍ଯ ହ୍ରଦ ରେ ଫିଙ୍ଗା ଯାଇଥିବା ଗୋଟିଏ ଜାଲ ଭଳି। ସେଥି ରେ ବିଭିନ୍ନ ପ୍ରକାରର ମାଛ ଧରା ପଡିଲେ।

ମାଥିଉଲିଖିତ ସୁସମାଚାର 18:20
ଏକଥା ସତ୍ଯ। କାରଣ ଯେଉଁଠା ରେ, ମାେ ନାମ ରେ ବିଶ୍ବାସ କରୁଥିବା ଦୁଇତିନି ଜଣ ଲୋକ ଏକାଠି ହୁଅନ୍ତି, ମୁଁ ମଠାେ ରେ ସମାନଙ୍କେ ସହିତ ଅଛି।

ମାଥିଉଲିଖିତ ସୁସମାଚାର 22:10
ଚ଼ାକରମାନେ ନଗର ରାସ୍ତାଗୁଡ଼ିକୁ ଗଲେ। ଭଲ ଲୋକ ହେଉ ବା ମନ୍ଦ ଲୋକ ହେଉ, ସମାନେେ ଯାହାକୁ ପାଇଲେ ତାକୁ ବିବାହ ଭୋଜିକୁ ଡ଼ାକିଆଣିଲେ। ବିବାହ ଭବନ ଅତିଥିମାନଙ୍କ ଦ୍ବାରା ପୁରିଗଲା।

ମାଥିଉଲିଖିତ ସୁସମାଚାର 22:34
ଫାରୂଶୀମାନେ ଶୁଣିଲେ ଯେ ଯୀଶୁଙ୍କ ଉତ୍ତର ରେ ସାଦ୍ଦୁକୀମାନେ ଚୁପ୍ ହାଇଗେଲେ। ତା'ପରେ ସମାନେେ ସମସ୍ତେ ଏକାଠି ହେଲେ।

Occurences : 62

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்