Base Word
τότε
Short Definitionthe when, i.e., at the time that (of the past or future, also in consecution)
Long Definitionthen
Derivationfrom (the neuter of) G3588 and G3753
Same asG3588
International Phonetic Alphabetˈto.tɛ
IPA modˈtow.te̞
Syllabletote
DictionTOH-teh
Diction ModTOH-tay
Usagethat time, then

ମାଥିଉଲିଖିତ ସୁସମାଚାର 2:7
ତା'ପରେ େ ହରୋଦ ପୂର୍ବଦେଶରୁ ଆସିଥିବା ପଣ୍ଡିତମାନଙ୍କ ସହିତ ଗୁପ୍ତ ବୈଠକ କଲେ। ସମାନେେ କେତବେେଳେ ପ୍ରଥମେ ସହେି ତାରା ଦେଖିଥିଲେ, ତାହାର ସଠିକ୍ ସମୟ େ ହରୋଦ ପଣ୍ଡିତମାନଙ୍କଠାରୁ ବୁଝି ନେଲେ।

ମାଥିଉଲିଖିତ ସୁସମାଚାର 2:16
ଦେଖିଲେ ଯେ, ପଣ୍ଡିତମାନେ ତାହାଙ୍କୁ ବୋକା ବନଇେ ଦଇଛନ୍ତି। ସେ ଖୁବ୍ ରାଗିଗଲେ। ସେ ପଣ୍ଡିତମାନଙ୍କ ଠାରୁ ଶିଶୁପୁତ୍ରଟିର ଜନ୍ମ ସମୟ ଜାଣିଥିଲେ। ତାହା ଦୁଇବର୍ଷ ତଳର କଥା ହାଇେଥିବାରୁ ସେ ବେଥ୍ଲହେିମ ଓ ତା' ଆଖପାଖ ଅଞ୍ଚଳର ଦୁଇବର୍ଷ ବା ତାଠାରୁ କମ୍ ବୟସର ସବୁ ଶିଶୁପୁତ୍ରଙ୍କୁ ହତ୍ଯା କରିବାକୁ ଆଦେଶ ଦେଲେ।

ମାଥିଉଲିଖିତ ସୁସମାଚାର 2:17
ଏହିଭଳି ଭାବରେ ଭବିଷ୍ଯଦ୍ବକ୍ତା ୟିରିମୟଙ୍କ ମାଧ୍ଯମ ରେ କୁହାୟାଇଥିବା ପ୍ରଭୁଙ୍କ ବାକ୍ଯ ସଫଳ ହାଲା:

ମାଥିଉଲିଖିତ ସୁସମାଚାର 3:5
ସେ ସମୟରେ ୟିରୂଶାଲମ,ସମଗ୍ର ୟିହୂଦା ରାଜ୍ଯ ଓ ୟର୍ଦ୍ଦନ ନଦୀର ଦୁଇପାଖ ଅଞ୍ଚଳ ରେ ଥିବା ଲୋକେ ଯୋହନଙ୍କ ପାଖକୁ ଉପଦେଶ ଶୁଣିବାକୁ ଆସିଲେ।

ମାଥିଉଲିଖିତ ସୁସମାଚାର 3:13
ସହେି ସମୟରେ ଯୋହନଙ୍କଠାରୁ ବାପ୍ତିସ୍ମ ନବୋପାଇଁ ଯୀଶୁ ଗାଲିଲୀରୁ ୟର୍ଦ୍ଦନ ନଦୀ କୂଳକୁ ଆସିଲେ।

ମାଥିଉଲିଖିତ ସୁସମାଚାର 3:15
ଉତ୍ତର ରେ ଯୀଶୁ ତାହାଙ୍କୁ କହିଲେ, ବହିଭଳି ହେଉ। ଆମ୍ଭେ ସମସ୍ତ ବିଷୟ କରିବା ଉଚିତ, ଯାହା ଉତ୍ତମ ଅଟେ। ତେଣୁ ଯୋହନ ଯୀଶୁଙ୍କୁ ବାପ୍ତିସ୍ମ ଦବୋପାଇଁ ରାଜି ହେଲେ।

ମାଥିଉଲିଖିତ ସୁସମାଚାର 4:1
ତା'ପରେ ସହେି ପବିତ୍ର ଆତ୍ମା ଯୀଶୁଙ୍କୁ ମରୂଭୁମିକୁ କଢାଇ ନାଇଗଲେ। ଶୟତାନ ଦ୍ବାରା ପରୀକ୍ଷୀତ ହବୋପାଇଁ ତାହଙ୍କୁ ସଠାେକୁ ନିଆଯାଥିଲା।

ମାଥିଉଲିଖିତ ସୁସମାଚାର 4:5
ତା'ପରେ ଶୟତାନ ତାହାଙ୍କୁ ପବିତ୍ର ନଗରୀ ୟିରୂଶାଲମକୁ ନଇଗେଲା। ସେ ଯୀଶୁଙ୍କକୁ ମନ୍ଦିରର ସବୁଠାରୁ ଉଚ୍ଚ ସ୍ଥାନ ରେ ରଖିଲା।

ମାଥିଉଲିଖିତ ସୁସମାଚାର 4:10
ଯୀଶୁ ତାକୁ କହିଲେ, ଶୟତାନ, ମାେ ପାଖରୁ ଦୂରହୁଅ। କାରଣ ଶାସ୍ତ୍ର ରେ ଲଖାେଅଛି:

ମାଥିଉଲିଖିତ ସୁସମାଚାର 4:11
ତେଣୁ ଶୟତାନ ତାହାଙ୍କୁ ଛାଡି ଗ୍ଭଲିଗଲା, ଏବଂ ତା'ପରେ ସ୍ବର୍ଗଦୂତମାନେ ଆସି ତାହାଙ୍କର ଯତ୍ନ ନେଲେ।

Occurences : 159

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்