Base Word | |
ὑπαντάω | |
Short Definition | to go opposite (meet) under (quietly), i.e., to encounter, fall in with |
Long Definition | to go to meet, to meet |
Derivation | from G5259 and a derivative of G0473 |
Same as | G0473 |
International Phonetic Alphabet | hy.pɑnˈtɑ.o |
IPA mod | ju.pɑnˈtɑ.ow |
Syllable | hypantaō |
Diction | hoo-pahn-TA-oh |
Diction Mod | yoo-pahn-TA-oh |
Usage | (go to) meet |
ମାଥିଉଲିଖିତ ସୁସମାଚାର 8:28
ଯୀଶୁ ହ୍ରଦର ଆରପଟ ରେ ଥିବା ଗାଦରୀୟ ଲୋକଙ୍କ ରାଜ୍ଯ ରେ ପହନ୍ଚିଲେ। ଭୁତ ଗ୍ରସ୍ତ ଦୁଇଜଣ ଲୋକ କବର ସ୍ଥନରୁ ବାହାରି ତାହାଙ୍କୁ ଭଟେିଲେ। ସମାନେେ ବହୁତ ଭୟଙ୍କର ଥିଲେ।
ଲୂକଲିଖିତ ସୁସମାଚାର 8:27
ଯୀଶୁ ଡଙ୍ଗାରୁ ବାହାରକୁ ବାହାରିବା ସମୟରେ ଜଣେ ଲୋକ ନଗରରୁ ଯୀଶୁଙ୍କ ପାଖକୁ ଆସିଲା। ଏହି ଲୋକଟି ଦହେ ରେ ଭୂତଟିଏ ପ୍ରବେଶ କରିଥିଲା। ଅନକେ ଦିନ ଧରି ସେ ଲୁଗା ପିନ୍ଧୁ ନଥିଲା କି ଘ ରେ ମଧ୍ଯ ରହୁନଥିଲା। ସେ କବର ସ୍ଥାନ ରେ ରହୁଥିଲା।
ଯୋହନଲିଖିତ ସୁସମାଚାର 11:20
ଯୀଶୁ ଆସୁଛନ୍ତି ବୋଲି ମାର୍ଥା ଶୁଣିଲେ। ସେ ଯୀଶୁଙ୍କୁ ସ୍ବାଗତ କରିବା ପାଇଁ ଗଲେ। କିନ୍ତୁ ମରିୟମ ଘ ରେ ରହିଲେ।
ଯୋହନଲିଖିତ ସୁସମାଚାର 11:30
ଯୀଶୁ ସହେି ସମୟ ପର୍ୟ୍ଯନ୍ତ ଗ୍ରାମକୁ ଆସି ନଥିଲେ। ମାର୍ଥା ତାହାଙ୍କୁ ଯେଉଁ ସ୍ଥାନ ରେ ଦେଖିଥିଲେ, ସେ ପର୍ୟ୍ଯନ୍ତ ସେ ସହେିଠା ରେ ଥିଲେ।
ଯୋହନଲିଖିତ ସୁସମାଚାର 12:18
ଯେତବେେଳେ ସମାନେେ ଶୁଣିଲେ ଯେ ଏହି ଆଶ୍ଚର୍ୟ୍ଯ କାର୍ୟ୍ଯ ଯୀଶୁଙ୍କ ଦ୍ବାରା ହାଇେଛି, ଅନକେ ଲୋକ ତାହାଙ୍କୁ ଭଟେିବା ପାଇଁ ଗଲେ।
Occurences : 5
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்