Base Word
χαρίζομαι
Short Definitionto grant as a favor, i.e., gratuitously, in kindness, pardon or rescue
Long Definitionto do something pleasant or agreeable (to one), to do a favor to, gratify
Derivationmiddle voice from G5485
Same asG5485
International Phonetic Alphabetxɑˈri.zo.mɛ
IPA modxɑˈri.zow.me
Syllablecharizomai
Dictionha-REE-zoh-meh
Diction Modha-REE-zoh-may
Usagedeliver, (frankly) forgive, (freely) give, grant

ଲୂକଲିଖିତ ସୁସମାଚାର 7:21
ସହେି ସମୟରେ ଯୀଶୁ ଅନକେ ଲୋକଙ୍କୁ ସମାନଙ୍କେ ରୋଗରୁ ସୁସ୍ଥ, ବଦନୋ ଦୂର ଓ ଦୁଷ୍ଟାତ୍ମା କବଳରୁ ମୁକ୍ତ କରି ଦେଉଥିଲେ। ସେ ଅନକେ ଅନ୍ଧକୁ ଦୃଷ୍ଟିଶକ୍ତି ଦେଉଥିଲେ।

ଲୂକଲିଖିତ ସୁସମାଚାର 7:42
ସମାନଙ୍କେ ପାଖ ରେ ଟଙ୍କା ନଥିବାରୁ ସମାନେେ ଋଣ ପରିଶାଧେ କରି ପାରୁନଥିଲେ। ତେଣୁ ସାହୁକାର ଦୁଇଜଣଙ୍କୁ ଋଣ ମୁକ୍ତ କରି ଦେଲେ। ତବେେ ଏ ଦୁଇଜଣଙ୍କ ମଧିଅରେ କିଏ ସାହୁକାରଙ୍କୁ ଅଧିକ ଭଲ ପାଇବ?

ଲୂକଲିଖିତ ସୁସମାଚାର 7:43
ଶିମାନେ ଉତ୍ତର ଦେଲେ, ମୁଁ ଭାବୁଛି, ସାହୁକାର ଯାହାକୁ ଅଧିକ ଟଙ୍କା ଛାଡି ଦେଲେ, ସହେି ଲୋକକୁ ଅଧିକା ଭଲ ପାଇବ।

ରେରିତମାନଙ୍କ କାର୍ଯ୍ୟର ବିବରଣ 3:14
ତୁମ୍ଭମାନେେ ଜଣେ ପବିତ୍ର ଓ ଧାର୍ମିକ ଲୋକକୁ ଅସ୍ବୀକାର କଲ ଓ ଜଣେ ହତ୍ଯାକାରୀକୁ ତାହାଙ୍କ ବଦଳ ରେ ତୁମ୍ଭମାନଙ୍କ ପାଇଁ ମୁକ୍ତ କରିଦବୋ ପାଇଁ ଚାହିଁଲ।

ରେରିତମାନଙ୍କ କାର୍ଯ୍ୟର ବିବରଣ 25:11
ମୁଁ ଯଦି କୌଣସି ଦୋଷ କରିଥାଏ, ଓ ମୃତ୍ଯୁ ଯୋଗ୍ଯ କୌଣସି କାର୍ୟ୍ଯ କରିଥାଏ। ତବେେ ମୁଁ ମୃତ୍ଯୁ ବରଣ କରିବା ପାଇଁ ପ୍ରସ୍ତୁତ ଅଛି। କିନ୍ତୁ ଯଦି ଏ ଅଭିଯୋଗକାରୀ ମାନଙ୍କର କଥା ରେ ସତ୍ଯତା ନାହିଁ ତବେେ ମାେତେ କହେି ସମାନଙ୍କେ ହାତ ରେ ସମର୍ପଣ କରି ପାରିବେ ନାହିଁ। ତେଣୁ ମୁଁ କାଇସରଙ୍କ ନିକଟରେ ବିଚ଼ାର ପାଇଁ ଆବଦନେ କରୁଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 25:16
ମୁଁ ସମାନଙ୍କେୁ ଉତ୍ତର ଦଲେି, 'ଯେତବେେଳେ କୌଣସି ବ୍ଯକ୍ତି କୌଣସି ଦୋଷ ପାଇଁ ଅଭିୟୁକ୍ତ ହୁଏ, ସେ ନିଜ ଅଭିଯୋଗକାରୀମାନଙ୍କର ମୁଖାମୁଖି ନ ହବୋ ପର୍ୟ୍ଯନ୍ତ ଓ ନିଜ ବିରୁଦ୍ଧ ରେ ଆଗତ ଅଭିଯୋଗର ଉତ୍ତର ନଦବୋ ପର୍ୟ୍ଯନ୍ତ ରୋମୀୟମାନେ ସହେି ଲୋକକୁ ଅନ୍ୟ କାହାକୁ ବିଚ଼ାର ପାଇଁ ଦିଅନ୍ତି ନାହିଁ।'

ରେରିତମାନଙ୍କ କାର୍ଯ୍ୟର ବିବରଣ 27:24
'ଭୟ କରନାହିଁ, ପାଉଲ! ତୁମ୍ଭେ ନିଶ୍ଚୟ କାଇସରଙ୍କ ସମ୍ମୁଖକୁ ୟିବ। ପରମେଶ୍ବର ତୁମ୍ଭ ହତେୁ ତୁମ୍ଭର ସମସ୍ତ ସହଯାତ୍ରୀଙ୍କ ଜୀବନ ରକ୍ଷା କରିବେ।'

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:32
ପରମେଶ୍ବର ଆମ୍ଭ ପାଇଁ ସବୁ କିଛି

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2:12
ଆମ୍ଭେ ଜଗତର ଆତ୍ମା ଦ୍ବାରା ପରମଶ୍ବରଙ୍କ ପ୍ରଦତ୍ତ ବିଷୟ ଗୁଡ଼ିକୁ ଜାଣି ପାରିବା।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 2:7
କିନ୍ତୁ ଏବେ ତୁମ୍ଭମାନେେ ତାହାକୁ କ୍ଷମା ଦବୋ ଉଚିତ୍ ଓ ତାହାକୁ ସାନ୍ତ୍ବନା ପ୍ରଦାନ କରିବା ଉଚିତ। ଏହା ତାହାକୁ ଉତ୍ସାହିତ କରିବ ଓ ସେ ଅଧିକ ଦୁଃଖ ରେ ଭାଙ୍ଗି ପଡ଼ିବ ନାହିଁ।

Occurences : 23

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்