No lexicon data found for Strong's number: 5485

ଲୂକଲିଖିତ ସୁସମାଚାର 1:30
ସ୍ବର୍ଗଦୂତ ତାହାଙ୍କୁ କହିଲେ, ମରିୟମ! ଭୟ କରନାହିଁ। କାରଣ ପରମେଶ୍ବର ତୁମ୍ଭ ଉପରେ ପ୍ରସନ୍ନ ହାଇେଛନ୍ତି।

ଲୂକଲିଖିତ ସୁସମାଚାର 2:40
ସାନ ଶିଶୁଟି ଦିନକୁ ଦିନ ବଢିବାକୁ ଲାଗିଲେ। ସେ ହୃଷ୍ଟପୃଷ୍ଟ ଓ ବୁଦ୍ଧିମାନ ହବୋକୁ ଲାଗିଲେ। ତାହାଙ୍କ ସହିତ ପରମେଶ୍ବରଙ୍କର ଆଶୀର୍ବାଦ ଥିଲା।

ଲୂକଲିଖିତ ସୁସମାଚାର 2:52
ଯୀଶୁ ଜ୍ଞାନ ରେ, ଶରୀର ରେ ଏବଂ ପରମେଶ୍ବର ଓ ମନୁଷ୍ଯମାନଙ୍କ ଅନୁଗ୍ରହ ରେ ବଢିବାକୁ ଲାଗିଲେ।

ଲୂକଲିଖିତ ସୁସମାଚାର 4:22
ପ୍ରେତ୍ୟକକ ଲୋକ ଯୀଶୁଙ୍କୁ ପ୍ରଶଂସା କରିବାକୁ ଲାଗିଲେ। ଯୀଶୁଙ୍କ ମୁହଁରୁ ଯେଉଁ ସୁନ୍ଦର ବାକ୍ଯ ବାହାରି ଆସୁଥିଲା, ସେଥି ରେ ସମସ୍ତେ ବିସ୍ମିତ ହାଇେ ଯାଉଥିଲେ। ସମାନେେ କହୁଥିଲେ, ଏ କ'ଣ ୟୋ ସଫଙ୍କେ ପୁଅ ନୁହେଁ?

ଲୂକଲିଖିତ ସୁସମାଚାର 6:32
ଯେଉଁମାନେ ତୁମ୍ଭମାନଙ୍କୁ ପ୍ ରମେ କରନ୍ତି, ତୁମ୍ଭମାନେେ ଯଦି କବଳେ ସହେି ଲୋକମାନଙ୍କୁ ପ୍ ରମେ କରୁଛ, ତବେେ ତୁମ୍ଭମାନେେ କେଉଁ ପ୍ରଶଂସା ପାଇବାକୁ ଯୋଗ୍ଯ? କାରଣ ପାପୀମାନେ ମାଧ୍ଯ ସହେିମାନଙ୍କୁ ପ୍ ରମେ କରନ୍ତି, ଯେଉଁମାନେ ସମାନଙ୍କେୁ ପ୍ ରମେ କରନ୍ତି।

ଲୂକଲିଖିତ ସୁସମାଚାର 6:33
ଯେଉଁମାନେ ତୁମ୍ଭମାନଙ୍କର ଉପକାର କରନ୍ତି, ତୁମ୍ଭମାନେେ ଯଦି କବଳେ ସହେିମାନଙ୍କର ଉପକାର କରିବ, ତବେେ ତୁମ୍ଭମାନଙ୍କର ମହତ ପଣିଆ କେଉଁଠି ରହିଲା? କାରଣ ପାପୀମାନେ ମଧ୍ଯ ଏହିପରି କରନ୍ତି।

ଲୂକଲିଖିତ ସୁସମାଚାର 6:34
ଯେଉଁମାନଙ୍କଠାରୁ ଫରେି ପାଇବାର ଆଶା ଥିବ, ତୁମ୍ଭମାନେେ ଯଦି କବଳେ ସହେିମାନଙ୍କୁ ଟଙ୍କା ଧାର ଦିଅ, ତବେେ ତୁମ୍ଭମାନେେ କେଉଁ ପ୍ରଶଂସା ପାଇବାକୁ ଯୋଗ୍ଯ? କାରଣ ପାପୀମାନେ ମଧ୍ଯ ଟଙ୍କା ଫରେିପାଇବା ଆଶା ରେ ଅନ୍ୟ ପାପୀମାନଙ୍କୁ ଟଙ୍କା ଧାର ଦିଅନ୍ତି।

ଲୂକଲିଖିତ ସୁସମାଚାର 17:9
ଚାକର ବିଶଷେ ଧନ୍ଯବାଦ ବି ପାଇବା କଥା ନୁହେଁ। କାରଣ ମାଲିକ ଯାହା କରିବାକୁ କହନ୍ତି, ସେ କବଳେ ତାହାହିଁ କରେ।

ଯୋହନଲିଖିତ ସୁସମାଚାର 1:14
ସହେି ବାକ୍ଯ ମନୁଷ୍ଯ ହେଲେ ଓ ଆମ୍ଭମାନଙ୍କ ସହିତ ବାସ କଲେ। ଆମ୍ଭେ ତାହାଙ୍କର ମହିମା ଦେଖିଲୁ, ଏହି ମହିମା ପରମପିତାଙ୍କ ଏକମାତ୍ର ପୁତ୍ରଙ୍କର ଥିଲା। ସହେି ବାକ୍ଯ ଅନୁଗ୍ରହ ଓ ସତ୍ଯ ରେ ପରିପୂର୍ଣ୍ଣ ଥିଲେ।

ଯୋହନଲିଖିତ ସୁସମାଚାର 1:16
'ବାକ୍ଯ' ଖ୍ରୀଷ୍ଟ ଅନୁଗ୍ରହ ଓ ସତ୍ଯ ରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କଠାରୁ ପ୍ରଚୁର ଆଶୀର୍ବାଦ ପାଇଲୁ।

Occurences : 156

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்