No lexicon data found for Strong's number: 606

ଲୂକଲିଖିତ ସୁସମାଚାର 19:20
ତା'ପରେ ଅନ୍ୟ ଚାକରଟି ଭିତରକୁ ଆସିଲା। ସେ ରାଜାଙ୍କୁ କହିଲା, 'ଆଜ୍ଞା, ଏହି ଆପଣଙ୍କ ଟଙ୍କା ଥଳି। ମୁଁ ଖଣ୍ଡେ କନା ରେ ଏହାକୁ ଗୁଡାଇ ରଖିଥିଲି।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:5
ତୁମ୍ଭମାନଙ୍କର ଭରସା ହତେୁ ତୁମ୍ଭମାନେେ ଖ୍ରୀଷ୍ଟଙ୍କୁ ବିଶ୍ବାସ ଓ ସାଧୁମାନଙ୍କୁ ପ୍ ରମେ କରୁଛ। ତୁମ୍ଭେ ଯେଉଁ ବିଷୟଗୁଡ଼ିକ ପାଇଁ ଭରସା କରୁଛ, ତାହା ସ୍ବର୍ଗ ରେ ତୁମ୍ଭ ପାଇଁ ସୁରକ୍ଷିତ ଅଛି। ତୁମ୍ଭମାନେେ ଯେତବେେଳେ ସତ୍ଶିକ୍ଷା ବା ସୁସମାଚାର ଶୁଣିଥିଲ, ସେତବେେଳେ ଏହି ଭରସା ବିଷୟ ରେ ଜାଣିଥିଲ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 4:8
ଏବେ ବିଜୟ ମୁକୁଟ ମାେ ଅପେକ୍ଷା ରେ ଅଛି। ପରମେଶ୍ବରଙ୍କ ସହିତ ଧାର୍ମିକ ହାଇେଥିବାରୁ ମୁଁ ସହେି ମୁକୁଟଟି ପାଇବି। ପ୍ରଭୁ ନ୍ଯାୟପୂର୍ଣ୍ଣ ଭାବରେ ବିଚାର କରନ୍ତି। ସହେି ମହାଦିନ ରେ299 ସେ ମାେତେ ବିଜୟ ମୁକୁଟ ପିନ୍ଧାଇବେ। କବଳେ ମାେତେ ନୁହେଁ, ଯେଉଁମାନେ ତାହାଙ୍କର ଆଗମନ ଓ ତାହାଙ୍କୁ ଅପେକ୍ଷା କରୁଛନ୍ତି, ସମସ୍ତଙ୍କୁ ସେ ବିଜୟ ମୁକୁଟ ପିନ୍ଧାଇବେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 9:27
ପ୍ରେତ୍ୟକକ ଲୋକ ଥରେ ମରିବା ଦରକାର। ଜଣେ ମଲାପରେ ତାହାର ବିଚାର ହୁଏ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்