Base Word
Ἀριμαθαία
Literalheights
Short DefinitionArimathaea (or Ramah), a place in Palestine
Long Definitionthe name of several cities in Palestine
Derivationof Hebrew origin (H7414)
Same asH7414
International Phonetic Alphabetɑ.ri.mɑˈθɛ.ɑ
IPA modɑ.ri.mɑˈθe.ɑ
Syllablearimathaia
Dictionah-ree-ma-THEH-ah
Diction Modah-ree-ma-THAY-ah
UsageArimathaea

ମାଥିଉଲିଖିତ ସୁସମାଚାର 27:57
ସନ୍ଧ୍ଯା ହବୋ ବଳକେୁ ଯୋଷଫେ ନାମକ ହାରାମଥିଯାର ଜଣେ ଧନୀ ଲୋକ ୟିରୁଶାଲମ ରେ ଆସି ପହନ୍ଚିଲେ। ସେ ମଧ୍ଯ ଯୀଶୁଙ୍କର ଜଣେ ଶିଷ୍ଯ ଥିଲେ।

ମାର୍କଲିଖିତ ସୁସମାଚାର 15:43
ହାରାମାଥୀଯାର ୟହୁଦୀ ୟୋ ସଫେ ମହାସଭାର ଜଣେ ସମ୍ମାନିତ ସଦସ୍ଯ ଥିଲେ ଓ ସେ ପରମେଶ୍ବରଙ୍କ ରାଜ୍ଯ ଆସୁ ବୋଲି ଚାହୁଁଥିଲେ। ସେ ସାହସର ସହିତ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶବକୁ ମାଗିଲେ।

ଲୂକଲିଖିତ ସୁସମାଚାର 23:51
ଅନ୍ୟ ଯିହୂଦୀ ନେତାମାନେ ଯୀଶୁଙ୍କୁ ହତ୍ଯା କରିବାକୁ ସ୍ଥିର କଲା ବେଳେ ସେ ସେଥି ରେ ରାଜି ହାଇନେଥିଲେ।

ଯୋହନଲିଖିତ ସୁସମାଚାର 19:38
ଏହାପରେ ହାରାମାଥୀଯାର ଯୋଷଫେ ନାମକ ଜଣେ ଲୋକ ପୀଲାତଙ୍କୁ ଯୀଶୁଙ୍କର ଶରୀରଟି ମାଗିଲେ। ଯୋଷଫେ ଯୀଶୁଙ୍କର ଜଣେ ଶିଷ୍ଯ ଥିଲେ। କିନ୍ତୁ ସେ ଲୋକମାନଙ୍କୁ ତାହା କହିଲେ ନାହିଁ, କାରଣ ସେ ଯିହୂଦୀମାନଙ୍କୁ ଭୟ କରୁଥିଲେ। ପୀଲାତ ଯୋଷଫଙ୍କେୁ ଯୀଶୁଙ୍କର ଶରୀର ନବୋପାଇଁ ଅନୁମତି ଦେଲେ। ତେଣୁ ଯୋଷଫେ ଆସି ଯୀଶୁଙ୍କର ଶରୀର ନଇଗେଲେ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்