Base Word
ἄρτι
Short Definitionjust now
Long Definitionjust now, this moment
Derivationadverb from a derivative of G0142 (compare G0740) through the idea of suspension
Same asG0142
International Phonetic Alphabetˈɑr.ti
IPA modˈɑr.ti
Syllablearti
DictionAR-tee
Diction ModAR-tee
Usagethis day (hour), hence(-forth), here(-after), hither(-to), (even) now, (this) present

ମାଥିଉଲିଖିତ ସୁସମାଚାର 3:15
ଉତ୍ତର ରେ ଯୀଶୁ ତାହାଙ୍କୁ କହିଲେ, ବହିଭଳି ହେଉ। ଆମ୍ଭେ ସମସ୍ତ ବିଷୟ କରିବା ଉଚିତ, ଯାହା ଉତ୍ତମ ଅଟେ। ତେଣୁ ଯୋହନ ଯୀଶୁଙ୍କୁ ବାପ୍ତିସ୍ମ ଦବୋପାଇଁ ରାଜି ହେଲେ।

ମାଥିଉଲିଖିତ ସୁସମାଚାର 9:18
ଯୀଶୁ ଏ ବିଷୟ କହୁଥିବା ସମୟରେ ଯିହୂଦୀ ପ୍ରାର୍ଥନାଗୃହର ଜଣେ ଅଧ୍ଯକ୍ଷ ଆସିଲେ। ସେ ଯୀଶୁଙ୍କ ଆଗ ରେ ଆଣ୍ଠୁମାଡି ବସି ପଡଲେ ଓ କହିଲେ, ମାରେ ଝିଅ ଏବେ ମରୀଗଲା। ତୁମ୍ଭେ ଆସି ତା'ଉପରେ ହାତ ରଖି ଦିଅ। ତା' ହେଲେ ସେ ପୁଣି ବଞ୍ଚି ଉଠିବ।

ମାଥିଉଲିଖିତ ସୁସମାଚାର 11:12
ବାପ୍ତିଜକ ଯୋହନଙ୍କ ସମୟରୁ ଆଜି ପର୍ୟ୍ଯନ୍ତ ସ୍ବର୍ଗ ରାଜ୍ଯ ଶକ୍ତି ବୃଦ୍ଧି ପାଉଅଛି। ଏହାକୁ ବଳ ପ୍ରଯୋଗ କରି ଅଧିକାର କରି ନବୋପାଇଁ ହିଂସ୍ର ପ୍ରକୃତିର ଲୋକମାନେ ଚେଷ୍ଟା କରୁଛନ୍ତି।

ମାଥିଉଲିଖିତ ସୁସମାଚାର 23:39
ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି ଯେ, ଯେଉଁ ପର୍ୟ୍ଯନ୍ତ ତୁମ୍ଭମାନେେ ମାେତେ ନ କହିଛ: 'ୟିଏ ପ୍ରଭୁଙ୍କ ନାମ ରେ ଆସୁଛନ୍ତି, ସେ ଧନ୍ଯ, ସେ ପର୍ୟ୍ଯନ୍ତ ତୁମ୍ଭମାନେେ ମାେତେ ଆଉ ଦେଖି ପାରିବ ନାହିଁ। '

ମାଥିଉଲିଖିତ ସୁସମାଚାର 26:29
ମୁଁ ତୁମ୍ଭମାନଙ୍କୁ ଏକଥା କହି ରଖୁଛି: ମାରେ ପରମପିତାଙ୍କ ରାଜ୍ଯ ରେ ଆମ୍ଭେ ସମସ୍ତେ ଏକାଠି ନ ହବୋ ପର୍ୟ୍ଯନ୍ତ ଓ ନୂଆ ଦ୍ରାକ୍ଷାରସର ଅଂଶୀ ହବୋ ପର୍ୟ୍ଯନ୍ତ ମୁଁ ଦ୍ରାକ୍ଷାରସ ପୁଣି ପାନ କରିବି ନାହିଁ। ତା'ପରେ ମୁଁ ତୁମ୍ଭମାନଙ୍କ ସହିତ ଏହାକୁ ପାନ କରିବି।

ମାଥିଉଲିଖିତ ସୁସମାଚାର 26:53
ତୁମ୍ଭେ କ'ଣ ଜାଣିନାହଁ ଯେ ମୁଁ ମାରେ ପରମପିତାଙ୍କୁ ମାଗିଲେ ସେ ସଙ୍ଗେ ସଙ୍ଗେ ମାେତେ ବାରଟି ସନୋ ବାହିନୀରୁ ଅଧିକ ୟୋଗଇବେେ।

ମାଥିଉଲିଖିତ ସୁସମାଚାର 26:64
ଯୀଶୁ କହିଲେ, ହଁ, ମୁଁ ପରମେଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ। କିନ୍ତୁ ମୁଁ ତୁମ୍ଭକୁ କହି ରଖୁଛି ଯେ ତୁମ୍ଭେ ଭବିଷ୍ଯତ ରେ ମନୁଷ୍ଯପୁତ୍ରଙ୍କୁ ସହେି ସର୍ବଶକ୍ତିମାନ ପରମେଶ୍ବରଙ୍କ ଡ଼ାହାଣ ପଟେ ବସିଥିବାର ଓ ଆକାଶର ମେଘମାଳା ରେ ଆସୁଥିବାର ଦେଖିବ।

ଯୋହନଲିଖିତ ସୁସମାଚାର 1:51
ଯୀଶୁ ପୁଣି କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ତୁମ୍ଭମାନେେ ସ୍ବର୍ଗ ଖାଲିେ ୟିବାର ଦେଖିବ। ତୁମ୍ଭମାନେେ ପରମେଶ୍ବରଙ୍କ 'ଦୂତମାନଙ୍କୁ ମନୁଷ୍ଯପୁତ୍ରଙ୍କ ନିକଟକୁ ଆରୋହଣ ଓ ଅବତରଣ' କରୁଥିବାର ଦେଖିବ।

ଯୋହନଲିଖିତ ସୁସମାଚାର 2:10
ସେ ବରକୁ କହିଲେ, ଲୋକମାନେ ସବୁବେଳେ ସବୁଠାରୁ ଉତ୍ତମ ଦ୍ରାକ୍ଷାରସ ପ୍ରଥମେ ପିଇବାକୁ ଦିଅନ୍ତି। ଅତିଥିମାନେ ୟଥେଷ୍ଟ ପିଇ ତୃପ୍ତ ହବୋପରେ ସମାନେେ ଶସ୍ତା ଦ୍ରାକ୍ଷାରସ ଦିଅନ୍ତି। କିନ୍ତୁ ତୁମ୍ଭେ ତ ଏପର୍ୟ୍ଯନ୍ତ ଉତ୍ତମ ଦ୍ରାକ୍ଷାରସ ରଖିଛ।

ଯୋହନଲିଖିତ ସୁସମାଚାର 5:17
କିନ୍ତୁ ଯୀଶୁ ଯିହୂଦୀମାନଙ୍କୁ କହିଲେ, ମାରେ ପିତା ସର୍ବଦା କାର୍ୟ୍ଯରତ, ଅତଏବ ମୁଁ ମଧ୍ଯ କାର୍ୟ୍ଯ କରେ।

Occurences : 36

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்