No lexicon data found for Strong's number: 756

ମାଥିଉଲିଖିତ ସୁସମାଚାର 4:17
ସହେି ଦିନଠାରୁ ଯୀଶୁ ପ୍ରଗ୍ଭର କରିବା ଆରମ୍ଭ କରି ଦେଲେ। ସେ କହିଲେ, ହୃଦୟ ପରିବର୍ତ୍ତନ କର, କାରଣ ସ୍ବର୍ଗରାଜ୍ଯ ନିକଟ ହାଇଗେଲାଣି।

ମାଥିଉଲିଖିତ ସୁସମାଚାର 11:7
ଏ କଥା ଶୁଣି ଯୋହନଙ୍କ ଶିଷ୍ଯମାନେ ଫରେି ଯାଉଥିବା ସମୟରେ ଯୀଶୁ ସଠାେରେ ଜମା ହାଇେଥିବା ଲୋକମାନଙ୍କୁ ଯୋହନଙ୍କ ବିଷୟ ରେ କହିଲେ, ଏ ମରୁଭୂମିକୁ କ'ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ'ଣ ପବନ ରେ ଦୋହଲୁ ଥିବା କୌଣସି ନଳଗଛକୁ ?

ମାଥିଉଲିଖିତ ସୁସମାଚାର 11:20
ସେତବେେଳେ ଯୀଶୁ ଯେଉଁ ନଗରମାନଙ୍କ ରେ ଅଧିକାଂଶ ଆଶ୍ଚର୍ୟ୍ଯ କାର୍ୟ୍ଯଗୁଡିକ କରିଥିଲେ, ସହେି ନଗରଗୁଡିକୁ ତିରସ୍କାର କଲେ। କାରଣ ସଠାେକାର ଲୋକେ ନିଜ ପାପ ପାଇଁ ଅନୁତାପ କରି ହୃଦୟ ପରିବର୍ତ୍ତନ କରି ନଥିଲେ, କି ପାପ କରିବା ଛାଡି ନଥିଲେ,

ମାଥିଉଲିଖିତ ସୁସମାଚାର 12:1
ପ୍ରାୟ ସହେି ସମୟରେ ଯୀଶୁ ବିଶ୍ରାମଦିବସ ରେ ଶସ୍ଯକ୍ଷେତ୍ର ଦଇେ ଯାଉଥିଲେ। ଯୀଶୁଙ୍କ ଶିଷ୍ଯମାନେ ତାହାଙ୍କ ସହିତ ଥିଲେ। ତାହାଙ୍କର ଶଷ୍ଯମାନଙ୍କୁ ଭୋକ ଲାଗିଲା। ସମାନେେ କେତକେ ଗହମ କେଣ୍ଡା ଛିଣ୍ଡଇେ ଖାଇବାକୁ ଲାଗିଲେ।

ମାଥିଉଲିଖିତ ସୁସମାଚାର 14:30
ପିତର ଯୀଶୁଙ୍କ ଆଡକୁ ପାଣି ଉପରେ ଚାଲିକରି ଯାଉଥିବା ସମୟରେ ଜୋର୍ ରେ ପବନ ବହୁଥିଲା। ଢେଉ ଉଠୁଥିଲା। ଏହା ଦେଖି ପିତର ଭୟ କଲେ। ସେ ବୁଡି ୟିବାକୁ ଲାଗିଲେ। ସେ ପାଟି କରି ଡାକିଲେ, ପ୍ରଭୁ, ମାେତେ ରକ୍ଷା କର।

ମାଥିଉଲିଖିତ ସୁସମାଚାର 16:21
ସେ ସମୟରୁ ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ କହିବାକୁ ଲାଗିଲେ ଯେ ସେ ନିଶ୍ଚିତ ଭାବରେ ୟିରୂଶାଲମକୁ ଯିବେ। ସଠାେରେ ଯିହୂଦୀ ନେତା, ପ୍ରମୁଖ ଯାଜକ ଓ ଧର୍ମଶାସ୍ତ୍ରୀମାନଙ୍କ ଦ୍ବାରା ସେ ଅନକେ ଯାତନା ପାଇବେ ଓ ବଧକରି ଦିଆଯିବେ। ସେ ମୃତ୍ଯୁରୁ ତୃତୀୟ ଦିନ ପୁନର୍ଜୀବିତ ହବେେ।

ମାଥିଉଲିଖିତ ସୁସମାଚାର 16:22
ତା'ପରେ ପିତର ଯୀଶୁଙ୍କୁ ଗୋଟିଏ ପାଖକୁ ଏକୁଟିଆ ଡାକି ନେଲେ ଓ ତାହାଙ୍କୁ ସମାଲୋଚନା କରି କହିଲେ, ହେ ପ୍ରଭୁ! ପରମେଶ୍ବର ଆପଣଙ୍କ ଉପରେ ଦୟା କରନ୍ତୁ। ଆପଣଙ୍କ ପାଇଁ ଏସବୁ ଘଟଣା ନଘଟୁ।

ମାଥିଉଲିଖିତ ସୁସମାଚାର 18:24
ରାଜା ତାହାଙ୍କ ଟଙ୍କା ଆଦାୟ କରିବା ଆରମ୍ଭ କରି ଦେଲେ। ତାହାଙ୍କର ଜଣେ ଚ଼ାକର ଉପରେ ଦଶ ହଜାର ରେ ୗପ୍ୟମୁଦ୍ରା ବାକି ଥିଲା।

ମାଥିଉଲିଖିତ ସୁସମାଚାର 20:8
ସନ୍ଧ୍ଯା ହବୋରୁ ଦ୍ରାକ୍ଷା ବଗିଚ଼ାର ଜମିଦାର ତାହାଙ୍କ ଗୁମାସ୍ତାଙ୍କୁ ଡ଼ାକି କହିଲେ, 'ଶ୍ରମିକମାନଙ୍କୁ ଡ଼ାକ। ମୁଁ ଯେଉଁମାନଙ୍କୁ ଶଷେ ରେ କାମ ରେ ଲଗାଇଲି ଶ୍ରମିକମାନଙ୍କଠାରୁ ପ୍ରଥମେ ମଜୁରୀ ଦବୋ ଆରମ୍ଭ କର। ସର୍ବ ଶଷେ ରେ ପ୍ରଥମେ କାମକୁ ଆସିଥିବା ଶ୍ରମିକମାନଙ୍କୁ ମଜୁରୀ ଦିଅ।'

ମାଥିଉଲିଖିତ ସୁସମାଚାର 24:49
ତବେେ ସେ ଅନ୍ୟ ଚାକରମାନଙ୍କୁ ପିଟିବା ଆରମ୍ଭ କରି ଦବେେ। ସେ ଖାଇ ଓ ଅନ୍ୟ ଲୋକମାନଙ୍କ ସହିତ ମଦ୍ଯପାନ କରି ରହିବ।

Occurences : 84

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்