Base Word
βίβλος
Short Definitiona scroll
Long Definitiona written book, a roll, a scroll
Derivationproperly, the inner bark of the papyrus plant, i.e. (by implication) a sheet or scroll of writing
Same as
International Phonetic Alphabetˈβi.βlos
IPA modˈvi.vlows
Syllablebiblos
DictionVEE-vlose
Diction ModVEE-vlose
Usagebook

ମାଥିଉଲିଖିତ ସୁସମାଚାର 1:1
ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ ଏହିପରି। ସେ ଦାଉଦଙ୍କ ପୁତ୍ର। ଦାଉଦ ଅବ୍ରହାମଙ୍କ ବଂଶଧର।

ମାର୍କଲିଖିତ ସୁସମାଚାର 12:26
ପୁନରୁତ୍ଥିତ ଲୋକଙ୍କ ବିଷୟ ରେ ତୁମ୍ଭମାନେେ କ'ଣ ମାଶାଙ୍କେ ପୁସ୍ତକରେ ଲିଖିତ ବୃଥାବୃତ୍ତାନ୍ତଟି ପଢିନାହଁ? ସେଥି ରେ ପରମେଶ୍ବର ମାଶାଙ୍କେୁ କହିଛନ୍ତି, 'ମୁଁ ଅବ୍ରାହାମଙ୍କ ପରମେଶ୍ବର, ଇସ୍ହାକର ପରମେଶ୍ବର, ଯାକୁବର ପରମେଶ୍ବର'।

ଲୂକଲିଖିତ ସୁସମାଚାର 3:4
ଏହା ଭବିଷ୍ଯଦ୍ବକ୍ତା ଯାଶାୟଙ୍କ ବାକ୍ଯ ସମ୍ବଳିତ ପୁସ୍ତକରେ ଲଖାେଥିବା କଥା ଥିଲା। ସେଥି ରେ ଲଖାେଥିଲା:

ଲୂକଲିଖିତ ସୁସମାଚାର 20:42
ଗୀତସଂହିତା ରେ ଦାଉଦ ନିଜେ କହିଛନ୍ତି:

ରେରିତମାନଙ୍କ କାର୍ଯ୍ୟର ବିବରଣ 1:20
ପିତର ପୁଣି କହିଲେ, ଗୀତସଂହିତା ରେ ୟିହୂଦା ସଂପର୍କ ରେ ଲଖାେ ଯାଇଅଛି:

ରେରିତମାନଙ୍କ କାର୍ଯ୍ୟର ବିବରଣ 7:42
କିନ୍ତୁ ପରମେଶ୍ବର ସମାନଙ୍କେଠାରୁ ବିମୁଖ ହେଲେ। ସେ ସମାନଙ୍କେୁ ଆକାଶସ୍ଥ ଭଣ୍ଡ ଦବେତାମାନଙ୍କର ପୂଜା କରିବାପାଇଁ ଛାଡ଼ି ଦେଲେ। ଏହି ବିଷୟ ରେ ଭାବବାଦୀମାନଙ୍କର ପୁସ୍ତକରେ ଯେପରି ଲଖାେଅଛି,

ରେରିତମାନଙ୍କ କାର୍ଯ୍ୟର ବିବରଣ 19:19
ଯେଉଁ ଲୋକମାନେ ଯାଦୁକର୍ମ କରୁଥିଲେ, ସମାନେେ ସମାନଙ୍କେର ସବୁ ବହିଗୁଡ଼ିକ ଏକାଠି କରି ଆଣି ସମସ୍ତଙ୍କ ସମ୍ମୁଖ ରେ ପୋଡ଼ି ପକାଇଲେ। ସମାନେେ ଏହି ଗୁଡ଼ିକର ଦାମ ହିସାବ କରି ଦେଖିଲେ ଯେ, ଏହା ପ୍ରାୟ ପଚ଼ାଶ ହଜାର ରେ ୗପ୍ୟମୁଦ୍ରା ମୂଲ୍ଯର ବହିଥିଲା।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:3
ହେ ବନ୍ଧୁ, ତୁମ୍ଭେ ଯେ ହତେୁ ମାେ ସହିତ ବିଶ୍ବସ୍ତ ଭାବରେ ସବୋ କରୁଛ, ଯେଉଁ ସ୍ତ୍ରୀ ଲୋକମାନେ ମୁଁ ସୁସମାଚାର ପ୍ରଚାର କଲା ବେଳେ ମାେ ସହିତ ପରିଶ୍ରମ କରିଅଛନ୍ତି, ସମାନଙ୍କେୁ ସାହାୟ୍ଯ କର ବୋଲି ତୁମ୍ଭକୁ ମୁଁ ନିବଦନେ କରେ। ସମାନେେ କ୍ଲମେନ୍େସ ଏବଂ ମାରେ ଅନ୍ୟ ସହକାରୀମାନଙ୍କ ସହିତ ସବୋକାର୍ୟ୍ଯ କରିଛନ୍ତି। ସମାନଙ୍କେ ନାମ ଜୀବନ-ପୁସ୍ତକ288 ରେ ଲଖାେଅଛି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:5
ଯେ ବିଜଯୀ ହୁଏ, ସେ ଏହି ଲୋକମାନଙ୍କ ଭଳି ଧଳା ବସ୍ତ୍ର ପିନ୍ଧିବ। ମୁଁ ଜୀବନ ପୁସ୍ତକରୁ ସହେି ଲୋକର ନାମ କଦାପି ଲୋପ କରିବି ନାହିଁ। ମାତ୍ର ମୁଁ ତାହାର ନାମକୁ ମାହେର ପରମପିତା ଓ ତାହାଙ୍କର ଦୂତମାନଙ୍କ ସାମନା ରେ ସ୍ବୀକାର କରିବି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 13:8
ପୃଥିବୀ ରେ ରହୁଥିବା ସମସ୍ତ ଲୋକମାନେ ସହେି ପଶୁକୁ ପୂଜା କରିବେ। ପୃଥିବୀ ଆରମ୍ଭରୁ ଏହି ଲୋକମାନଙ୍କର ନାମ ମଷେଶାବକଙ୍କ ଜୀବନ ପୁସ୍ତକରେ ଲଖାେ ହାଇନୋହିଁ। ଏହି ମଷେଶାବକଙ୍କୁ ବଧ କରାଯାଇଥିଲା।

Occurences : 13

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்