Base Word
בַּר
Short Definitiona field
Long Definitionfield
Derivationcorresponding to H1250
International Phonetic Alphabetbɑr
IPA modbɑʁ
Syllablebar
Dictionbahr
Diction Modbahr
Usagefield
Part of speechn-m

ଦାନିଏଲ 2:38
ପୃଥିବୀସ୍ଥ ମନୁଷ୍ଯ, ତନ୍ମଧ୍ଯସ୍ଥ ଭୂଚର ପଶୁଗଣ ଓ ଆକାଶର ପକ୍ଷୀଗଣ ପରମେଶ୍ବରଙ୍କ ଶକ୍ତିଦ୍ବାରା ତୁମ୍ଭର ଶାସନାଧିନ ଅଟନ୍ତି। ଆଉ ସମାନଙ୍କେ ଉପ ରେ ଆପଣଙ୍କୁ କତ୍ତୁର୍ତ୍ବ ଦଇେଅଛନ୍ତି। ଆପଣ ହିଁ ସହେି ପ୍ରତିମାର ସୁବର୍ଣ୍ଣମଯ ମସ୍ତକ ଅଟନ୍ତି।

ଦାନିଏଲ 4:12
ତହିଁର ପତ୍ରମାନ ସୁନ୍ଦର ଓ ତହିଁର ଫଳ ଅନକେ ଥିଲା, ଆଉ ସେ ଗଛ ରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା। କ୍ଷେତ୍ରସ୍ଥ ପଶୁଗଣ ସହେି ବୃକ୍ଷତଳେ ଛାଯା ପାଇଲେ ଓ ଆକାଶସ୍ଥ ପକ୍ଷୀମାନେ ତାହାର ଶାଖାମାନଙ୍କ ରେ ବାସ କଲେ। ସମସ୍ତ ପ୍ରାଣୀ ସେଥିରୁ ଖାଦ୍ୟ ପାଇଲେ।

ଦାନିଏଲ 4:15
ତାହାର ମୂଳ ଲୌହ ଓ ପିତ୍ତଳମଯ ବଡେି ରେ ବାନ୍ଧି କ୍ଷେତ୍ରସ୍ଥ ତୃଣ ରେ ରଖ ଓ ତାହା ଆକାଶର କାକର ରେ ତିନ୍ତୁ। ଆଉ ପଶୁମାନଙ୍କ ସଙ୍ଗେ ପୃଥିବୀର ତୃଣ ରେ ତାହାର ଅଂଶ ହେଉ।

ଦାନିଏଲ 4:21
ତାହାର ପତ୍ରସବୁ ସୁନ୍ଦର ହେଲା ଓ ସେଥି ରେ ପ୍ରଚୁର ଫଳ ହେଲା। ସେଥି ରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା। ଆଉ ତାହାର ତଳେ କ୍ଷେତ୍ରସ୍ଥ ପଶୁମାନେ ବାସ କଲେ ଓ ତାହାର ଶାଖା ଗୁଡିକ ଉପ ରେ ଆକାଶର ପକ୍ଷୀମାନେ ବସତି କଲେ।

ଦାନିଏଲ 4:23
ଏବଂ ଆପଣ ମଧ୍ଯ ଦେଖିଲେ ଯେ, ସ୍ବର୍ଗରୁ ପବିତ୍ର ସ୍ବର୍ଗଦୂତ ଓହ୍ଲାଇ ଆସି କହିଲେ, 'ଏ ବୃକ୍ଷକୁ ବିନଷ୍ଟ କରି ଛଦନେ କର। କିନ୍ତୁ ଏହା ମୂଳକୁ ଲୌହ ଓ ପିତ୍ତଳ ବଡେି ରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧିଅରେ ରଖ। ଆଉ ତାହା ଆକାଶର କାକର ରେ ତିନ୍ତୁ ଓ ତାହା ଉପ ରେ ସାତବର୍ଷ ଅତିକ୍ରମ କରିବା ପର୍ୟ୍ଯନ୍ତ କ୍ଷେତ୍ରସ୍ଥ ପଶୁଗଣ ସହିତ ତାହାର ଅଂଶ ହେଉ।'

ଦାନିଏଲ 4:23
ଏବଂ ଆପଣ ମଧ୍ଯ ଦେଖିଲେ ଯେ, ସ୍ବର୍ଗରୁ ପବିତ୍ର ସ୍ବର୍ଗଦୂତ ଓହ୍ଲାଇ ଆସି କହିଲେ, 'ଏ ବୃକ୍ଷକୁ ବିନଷ୍ଟ କରି ଛଦନେ କର। କିନ୍ତୁ ଏହା ମୂଳକୁ ଲୌହ ଓ ପିତ୍ତଳ ବଡେି ରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧିଅରେ ରଖ। ଆଉ ତାହା ଆକାଶର କାକର ରେ ତିନ୍ତୁ ଓ ତାହା ଉପ ରେ ସାତବର୍ଷ ଅତିକ୍ରମ କରିବା ପର୍ୟ୍ଯନ୍ତ କ୍ଷେତ୍ରସ୍ଥ ପଶୁଗଣ ସହିତ ତାହାର ଅଂଶ ହେଉ।'

ଦାନିଏଲ 4:25
ତୁମ୍ଭେ ମନୁଷ୍ଯମାନଙ୍କ ସଙ୍ଗ ମଧ୍ଯରୁ ବିତାଡିତ ହବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସହିତ ବାସ କରିବ ଏବଂ ଆଉ ତୁମ୍ଭେ ଗୋରୁମାନଙ୍କ ପରି ତୃଣ ଭୋଜନ କରି ବଞ୍ଚିବ ଓ ଆକାଶର କାକର ରେ ତିନ୍ତିବ। ଏହିରୂପେ ତୁମ୍ଭ ଉପ ରେ ସାତବର୍ଷ ଅତିକ୍ରମ କରିବ। ଶଷେ ରେ ତୁମ୍ଭେ ଅନୁଭବ କରିବ ଯେ, ସେ ସର୍ବୋପରିସ୍ଥ ପରମେଶ୍ବର ଯାହାକୁ ଇଚ୍ଛା କରନ୍ତି, ତାକୁ ରାଜ୍ଯ ଦାନ କରନ୍ତି।

ଦାନିଏଲ 4:32
ଏବଂ ତୁମ୍ଭେ ମନୁଷ୍ଯମାନଙ୍କ ମଧ୍ଯରୁ ବିତାଡିତ ହବେ। କ୍ଷେତ୍ରସ୍ଥ ପଶୁମାନଙ୍କ ମଧିଅରେ ତୁମ୍ଭେ ବାସ କରିବ ଓ ଗୋରୁ ପରି ତୃଣ ଭୋଜନ କରିବ। ଏହିରୂପେ ତୁମ୍ଭ ଉପ ରେ ସାତବର୍ଷ ଅତିକ୍ରମ କରିୟିବ। ଶଷେ ରେ ଯେ ସର୍ବୋପରିସ୍ଥ ପରମେଶ୍ବର ସମଗ୍ର ମନୁଷ୍ଯ ଉପ ରେ ପ୍ରଭୁତ୍ବ କରନ୍ତି ଓ ଯାହାକୁ ଯାହା ଇଚ୍ଛା ତାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்