Base Word
בְּרָכָה
Short Definitionbenediction; by implication prosperity
Long Definitionblessing
Derivationfrom H1288
International Phonetic Alphabetbɛ̆.rɔːˈkɔː
IPA modbɛ̆.ʁɑːˈχɑː
Syllablebĕrākâ
Dictionbeh-raw-KAW
Diction Modbeh-ra-HA
Usageblessing, liberal, pool, present
Part of speechn-f

ଆଦି ପୁସ୍ତକ 12:2
ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି। ମୁଁ ତୁମ୍ଭକୁ ଆଶୀର୍ବାଦ କରିବି ଓ ତୁମ୍ଭକୁ ମହାନ କରିବି ଏବଂ ତୁମ୍ଭେ ଆଶୀର୍ବାଦର ସଂକତେ ହବେ।

ଆଦି ପୁସ୍ତକ 27:12
ଯଦି ମାରେ ପିତା ମାେତେ ସ୍ପର୍ଶ କରନ୍ତି। ସେ ଜାଣିପାରିବେ ଯେ ମୁଁ ଏଷୌ ନୁହେଁ। ତା'ପରେ ସେ ମାେତେ ଆଶୀର୍ବାଦ କରିବା ପରିବର୍ତେ ଅଭିଶାପ ଦବେେ। କାରଣ ମୁଁ ତାଙ୍କୁ ପ୍ରବଞ୍ଚନା କରିବାକୁ ଚେଷ୍ଟା କରୁଛି।

ଆଦି ପୁସ୍ତକ 27:35
ଇସ୍ହାକ କହିଲେ, ତୁମ୍ଭର ଭାଇ ମାେତେ ପ୍ରବଞ୍ଚନା କଲା। ସେ ଆସି ତୁମ୍ଭର ଆଶୀର୍ବାଦ ନଇଗେଲା।

ଆଦି ପୁସ୍ତକ 27:36
ଏଷୌ କହିଲା, ତା'ର ନାମ ହେଲା ଯାକୁବ ତାହା କ'ଣ ଯଥାର୍ଥ ନୁହେଁ। ସେ ମାେତେ ଦୁଇଥର ପ୍ରବଞ୍ଚନା କଲା। ସେ ମାରେ ଜେଷ୍ଠ ଅଧିକାର ଛଡ଼ାଇ ନଲୋ। ଏବଂ ମାରେଆଶୀର୍ବାଦ ନଇଗେଲା। ଏହାପରେ ଏଷୌ କହିଲା, ମାେ ପାଇଁ କିଛି ଆଶୀର୍ବାଦ ରଖିଛନ୍ତି କି?

ଆଦି ପୁସ୍ତକ 27:36
ଏଷୌ କହିଲା, ତା'ର ନାମ ହେଲା ଯାକୁବ ତାହା କ'ଣ ଯଥାର୍ଥ ନୁହେଁ। ସେ ମାେତେ ଦୁଇଥର ପ୍ରବଞ୍ଚନା କଲା। ସେ ମାରେ ଜେଷ୍ଠ ଅଧିକାର ଛଡ଼ାଇ ନଲୋ। ଏବଂ ମାରେଆଶୀର୍ବାଦ ନଇଗେଲା। ଏହାପରେ ଏଷୌ କହିଲା, ମାେ ପାଇଁ କିଛି ଆଶୀର୍ବାଦ ରଖିଛନ୍ତି କି?

ଆଦି ପୁସ୍ତକ 27:38
କିନ୍ତୁ ଏଷୌ କହିଲା, ମାେ ପିତା, ତୁମ୍ଭର କଣ ଗୋଟିଏ ଆଶୀର୍ବାଦ ଅଛି? ଆଶୀର୍ବାଦ କର ମାେତେ ମଧ୍ଯ, ପିତା। ଏବଂ ଏହା କରି ଏଷୌ ଜାରେ ରେ କାନ୍ଦିଲା।

ଆଦି ପୁସ୍ତକ 27:41
ଏହିପ୍ରକା ରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ହତେୁରୁ ଏଷୌ ତାହା ପ୍ରତି ଇର୍ଷାଭାବ ବହି ଏବଂ ସେ ସ୍ଥିର କଲା, ମୁଁ ଅପେକ୍ଷା କରିବି ମାରେ ପିତାଙ୍କର ଶାେକର ସମୟ ବିତିବା ୟାଏ। ଏହାପରେ ମୁଁ ଆପଣା ଭ୍ରାତା ଯାକୁବକୁ ବଦ୍ଧ କରିବି।

ଆଦି ପୁସ୍ତକ 28:4
ପରମେଶ୍ବର ଅବ୍ରହାମଙ୍କୁ ସେ ଆଶୀର୍ବାଦ କଲା ପରି ତୁମ୍ଭଠା ରେ ଓ ତୁମ୍ଭ ବଂଶକୁ ଆଶୀର୍ବାଦ ଦେଉ। ତହିଁରେ ପରମେଶ୍ବର ତୁମ୍ଭର ପ୍ରବାସ ସ୍ଥାନ ଯେଉଁଠା ରେ ତୁମ୍ଭେ ବାସ କରୁଛ। ବର୍ତ୍ତମାନ, ତାହା ପରମେଶ୍ବର ଅବ୍ରହାମଙ୍କୁ ଦଇେଥିଲେ।

ଆଦି ପୁସ୍ତକ 33:11
ସତଣୁ ମୁଁ ବିନତୀ କରୁଛି ତୁମ୍ଲଭସମାର ଉପହାର ଗ୍ରହଣ କର। ପରଲମଶ୍ବରସମା ପ୍ରତି ସଦଯସହାଇଛନ୍ତି।ସମାର ଆବଶ୍ଯକତାଠାରୁ ଅଧିକ ପାଇଛି। ଯାକୁବ ଏଲଷୗକୁ ଉପହାରଗୁଡ଼ିକ ଗ୍ରହଣ କରିବା ପାଇଁ ପ୍ରବର୍ତ୍ତାଇଲଲ।ସତଣୁସସସସଗୁଡ଼ିକୁ ଗ୍ରହଣ କଲଲ।

ଆଦି ପୁସ୍ତକ 39:5
ଏହି ପ୍ରକା ରେ ସେ ଯୋଷଫଙ୍କେୁ ଆପଣା ଗୃହ ଓ ସର୍ବସ୍ବର ଅଧ୍ଯକ୍ଷ କରିବା ଦିନଠାରୁ ସଦାପ୍ରଭୁ ଯୋଷଫଙ୍କେ ଲାଗି ସହେି ମିସ୍ରୀଯ ଲୋକରଗୃହ ଉପରେ ଆଶୀର୍ବାଦ କଲେ। ଗୃହ ଓ କ୍ଷେତ୍ରସ୍ଥିତ ସମସ୍ତ ସମ୍ପଦ ପ୍ରତି ସଦାପ୍ରଭୁଙ୍କର ଆଶୀର୍ବାଦ ବର୍ଷିଲା।

Occurences : 69

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்