Base Word
בְּרַם
Short Definitionproperly, highly, i.e., surely; but used adversatively, however
Long Definitiononly, nevertheless, but
Derivationperhaps from H7313 with a prepositional prefix
International Phonetic Alphabetbɛ̆ˈrɑm
IPA modbɛ̆ˈʁɑm
Syllablebĕram
Dictionbeh-RAHM
Diction Modbeh-RAHM
Usagebut, nevertheless, yet
Part of speechadv

ଏଜ୍ରା 5:13
ବାବିଲର ରାଜା କୋରସଙ୍କର ଅଧିକାରର ପ୍ରଥମ ବର୍ଷ ରେ ପରମେଶ୍ବରଙ୍କ ଏହି ମନ୍ଦିର ନିର୍ମାଣ କରିବା ପାଇଁ କୋରସର ରାଜା ଆଜ୍ଞା କଲେ।

ଦାନିଏଲ 2:28
ମାତ୍ର ସ୍ବର୍ଗସ୍ଥ ପରମେଶ୍ବର ହିଁ କବଳେ ନିଗୂଢ ବିଷଯମାନ ପ୍ରକାଶ କରି ପାରିବେ। ଆଉ ପରବର୍ତ୍ତୀ ସମୟରେ ଯାହା ଯାହା ଘଟିବ ତାହା ମଧ୍ଯ ପରମେଶ୍ବର ନବୂଖଦ୍ନିତ୍ସଙ୍କୁ ଜଣାଇ ଅଛନ୍ତି। ଏହିସବୁ ଆପଣଙ୍କ ସ୍ବପ୍ନ ଥିଲା ଏବଂ ଏହି ଗୁଡିକୁ ଆପଣ ବିଛଣା ରେ ଶୋଇଥିଲା ବେଳେ ଦେଖିଲେ।

ଦାନିଏଲ 4:15
ତାହାର ମୂଳ ଲୌହ ଓ ପିତ୍ତଳମଯ ବଡେି ରେ ବାନ୍ଧି କ୍ଷେତ୍ରସ୍ଥ ତୃଣ ରେ ରଖ ଓ ତାହା ଆକାଶର କାକର ରେ ତିନ୍ତୁ। ଆଉ ପଶୁମାନଙ୍କ ସଙ୍ଗେ ପୃଥିବୀର ତୃଣ ରେ ତାହାର ଅଂଶ ହେଉ।

ଦାନିଏଲ 4:23
ଏବଂ ଆପଣ ମଧ୍ଯ ଦେଖିଲେ ଯେ, ସ୍ବର୍ଗରୁ ପବିତ୍ର ସ୍ବର୍ଗଦୂତ ଓହ୍ଲାଇ ଆସି କହିଲେ, 'ଏ ବୃକ୍ଷକୁ ବିନଷ୍ଟ କରି ଛଦନେ କର। କିନ୍ତୁ ଏହା ମୂଳକୁ ଲୌହ ଓ ପିତ୍ତଳ ବଡେି ରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧିଅରେ ରଖ। ଆଉ ତାହା ଆକାଶର କାକର ରେ ତିନ୍ତୁ ଓ ତାହା ଉପ ରେ ସାତବର୍ଷ ଅତିକ୍ରମ କରିବା ପର୍ୟ୍ଯନ୍ତ କ୍ଷେତ୍ରସ୍ଥ ପଶୁଗଣ ସହିତ ତାହାର ଅଂଶ ହେଉ।'

ଦାନିଏଲ 5:17
ତା'ପ ରେ ଦାନିୟେଲ ରାଜାଙ୍କୁ ଉତ୍ତର କରି କହିଲେ, ହେ ରାଜା ବେଲ୍ଟଶତ୍ସର, ଆପଣଙ୍କର ଦାନ ଆପଣଙ୍କ ପାଖ ରେ ଥାଉ ଓ ଆପଣଙ୍କର ପୁରସ୍କାର ଅନ୍ୟକୁ ଦିଅନ୍ତୁ। ମାତ୍ର ମୁଁ ମହାରାଜାଙ୍କ ଛାମୁ ରେ ଏହି ଲଖାେ ପଢିବି ଓ ଏହାର ଅର୍ଥ ଆପଣଙ୍କୁ ଜଣାଇବି।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்