Base Word
בָּרָק
Short Definitionlightning; by analogy, a gleam; concretely, a flashing sword
Long Definitionlightning
Derivationfrom H1299
International Phonetic Alphabetbɔːˈrɔːk’
IPA modbɑːˈʁɑːk
Syllablebārāq
Dictionbaw-RAWK
Diction Modba-RAHK
Usagebright, glitter(-ing sword), lightning
Part of speechv
Base Word
בָּרָק
Short Definitionlightning; by analogy, a gleam; concretely, a flashing sword
Long Definitionlightning
Derivationfrom H1299
International Phonetic Alphabetbɔːˈrɔːk’
IPA modbɑːˈʁɑːk
Syllablebārāq
Dictionbaw-RAWK
Diction Modba-RAHK
Usagebright, glitter(-ing sword), lightning
Part of speechn-m

ଯାତ୍ରା ପୁସ୍ତକ 19:16
ତୃତୀୟ ଦିନ ପ୍ରଭାତ ରେ ଏକ ଘନ ମେଘ ପର୍ବତକୁ ସ୍ପର୍ଶ କଲା। ଘଡଘଡି, ବିଜୁଳି ଏବଂ ଏକ ଗମ୍ଭୀର ଶିଙ୍ଗା ଧ୍ବନି ଶୁଣାଗଲା। ଛାଉଣୀର ଲୋକମାନେ ଭୟଭୀତ ହାଇଗେଲେ।

ଦିତୀୟ ବିବରଣ 32:41
ଆମ୍ଭେ ଆପଣା ବଜ୍ରତକ୍ସ୍ଟଲ୍ଯ ଖଡ୍ଗ ରେ ଶାଣ ଦେଲେ, ବିଗ୍ଭର ସାଧନ କରିବା ପାଇଁ ହସ୍ତକ୍ଷପେ କଲେ, ଆମ୍ଭେ ଆପଣା ବିପକ୍ଷଗଣ ବିରକ୍ସ୍ଟଦ୍ଧ ରେ ପରିଶାଧେ ନବୋ। ଯେଉଁମାନେ ଆମ୍ଭକକ୍ସ୍ଟ ଘୃଣା କରନ୍ତି ସମାନଙ୍କେର ଦୋଷ ଅନକ୍ସ୍ଟୟାଯୀ ଦଣ୍ତ ଦବୋ।

ଦିତୀୟ ଶାମୁୟେଲ 22:15
ସଦାପ୍ରଭୁ ଆପଣ ବାଣ ପ୍ରଯୋଗ କଲେ। ସେ ଶତୃମାନଙ୍କୁ ଛିନ୍ଛତ୍ର କଲେ। ସଦାପ୍ରଭୁ ବିଜକ୍ସ୍ଟଳି ଦ୍ବାରା ସମାନଙ୍କେୁ ଉଦ୍ବିଗ୍ନ କଲେ।

ଆୟୁବ ପୁସ୍ତକ 20:25
ସହେି ତମ୍ବାତୀର ତା'ର ପୁରା ଶରୀର ଦଇେ ଗତି କରିବ। ତା'ର ପିଠି ପଟ ଦଇେ ବାହାରି ପଡ଼ିବ। ଏହାର ମୁନିଆ ଅଗ୍ରଭାଗ ତା'ର କଲିଜାକୁ ଚିରିଦବେ, ଏବଂ ତା' ଉପରେ ଆତଙ୍କ ଆସିବ।

ଆୟୁବ ପୁସ୍ତକ 38:35
ତୁମ୍ଭେ ବିଜୁଳି କି ଡ଼ାକି ପାରିବ କି? ସେ ତୁମ୍ଭ ନିକଟକୁ ଆସି କହିବ କି? ଆମ୍ଭେ ଏଠା ରେ ଅଛୁ। ମହାଶୟ ଆପଣ କ'ଣ ଚାହାଁନ୍ତି।' ଏହା କ'ଣ ତୁମ୍ଭେ ଯେଉଁଠାକୁ ୟିବ ତୁମ୍ଭ ସାଥି ରେ ୟାଇପାରିବ କି ?

ଗୀତସଂହିତା 18:14
ସଦାପ୍ରଭୁ ଆପଣା ବାଣ ପ୍ରଯୋଗ କଲେ ଓ ଶତ୍ରୁମାନଙ୍କୁ ବିନାଶ କଲେ। ସେ ବିଜୁଳି ମାରି ସମାନେଙ୍ଖୁ ଉଚ୍ଛନ୍ନ କଲେ। ଲୋକେ ବୁଝି ପାରିଲେ ନାହିଁ କ'ଣ ସବୁ ଘଟୁଛି।

ଗୀତସଂହିତା 77:18
ଘୂର୍ଣ୍ଣିବାତ୍ଯାରେ ତୁମ୍ଭର ବଜ୍ରଧ୍ବନି ସ୍ବର ଶୁଣାଗଲା। ବିଜୁଳି ଜଗତକୁ ଆଲୋକମୟ କଲା। ପୃଥିବୀ କମ୍ପିତ ହେଲା।

ଗୀତସଂହିତା 97:4
ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା, ଏହା ଦେଖି ଲୋକେ ଭୟ କଲେ।

ଗୀତସଂହିତା 135:7
ପରମେଶ୍ବର ପୃଥିବୀର ଉପରେ ଆକାଶ ସୃଷ୍ଟି କରିଛନ୍ତି। ସେ ବର୍ଷା ସହିତ ବିଜୁଳି କରାନ୍ତି। ଏବଂ ସେ ତାଙ୍କର ଭଣ୍ଡାର ଘରୁ ପବନ ପ୍ରବାହିତ କରାନ୍ତି।

ଗୀତସଂହିତା 144:6
ବିଜୁଳି ନିକ୍ଷପେ କରି ଶତ୍ରୁମାନଙ୍କୁ ଘରଦ୍ବାର ଦିଅ। ତୁମ୍ଭର ବାଣ ନିକ୍ଷପେ କର ଏବଂ ସମାନଙ୍କେୁ ତଡ଼ି ଦିଅ।

Occurences : 21

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்