Base Word
בָּשַׁל
Short Definitionproperly, to boil up; hence, to be done in cooking; figuratively to ripen
Long Definitionto boil, cook, bake, roast, ripen, grow ripe
Derivationa primitive root
International Phonetic Alphabetbɔːˈʃɑl
IPA modbɑːˈʃɑl
Syllablebāšal
Dictionbaw-SHAHL
Diction Modba-SHAHL
Usagebake, boil, bring forth, roast, seethe, sod (be sodden)
Part of speechv

ଆଦି ପୁସ୍ତକ 40:10
ସହେି ଦ୍ରୀକ୍ଷାଲତା ରେ ଦିନି ଶାଖା ଥିଲା। ତାହା ପଲ୍ଲବିତ ହେଲା ଓ ତହିଁରେ ଫୁଲ ଫୁଟିଲା। ଆଉ ତା'ର ପେଣ୍ଡା ରେ ପନ୍େଥା ପନ୍େଥା ଅଙ୍ଗୁର ପାଚିଲା।

ଯାତ୍ରା ପୁସ୍ତକ 12:9
ତୁମ୍ଭେ ସହେି ମାଂସକୁ କଞ୍ଚା ଖାଇବା ନାହିଁକିମ୍ବା ପାଣି ରେ ସିଝାଇବ ନାହିଁ। ତୁମ୍ଭେ ସହେି ମଷେ ଶାବକକୁ ନିଆଁ ରେ ପୁରାପୁରି ପୋଡି଼ବା ଉଚିତ୍। ମଷେର ମୁଣ୍ତ, ଗୋଡ ଏବଂ ଭିତ ରେ ସମସ୍ତ ଅଂଶ ରହିବା ଉଚିତ୍।

ଯାତ୍ରା ପୁସ୍ତକ 16:23
ମାଶାେ ସମାନଙ୍କେୁ କହିଲେ, ଏପରି କରିବାକୁ ସଦାପ୍ରଭୁ କହିଅଛନ୍ତି, କାରଣ ଆସନ୍ତା କାଲି ମହାବିଶ୍ରାମ ଦିନ ଅର୍ଥାତ୍ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ବିଶ୍ରାମ ହବେ। ତୁମ୍ଭମାନେେ ଆଜି ଯେତିକି ଖାଦ୍ୟ ଦରକାର କରୁଛି ତାହା ଆଜି ରନ୍ଧନ କର। କିନ୍ତୁ ଯାହା ବଳିଲା, ତାହା ପ୍ରଭାତ ପର୍ୟ୍ଯନ୍ତ ସଂଚଯ କର।

ଯାତ୍ରା ପୁସ୍ତକ 23:19
ଶସ୍ଯ ଅମଳ ସମୟରେ ତୁମ୍ଭେ ଯେତବେେଳେ ଶସ୍ଯ ସାଇତିବ ପ୍ରଥମ ଶସ୍ଯ ଆଗେ ତୁମ୍ଭର ସଦାପ୍ରଭୁ ପରମେଶ୍ବରଙ୍କ ଗୃହକୁ ଆଣିବ।

ଯାତ୍ରା ପୁସ୍ତକ 29:31
ଏହାପରେ ସହେି ପଦ ନି ଯୋଗର୍ଥକ ଅଣ୍ଡିରା ମଷେର ମାଂସ ନଇେ ଗୋଟିଏ ପବିତ୍ର ସ୍ଥାନ ରେ ରୋଷଇେ କର।

ଯାତ୍ରା ପୁସ୍ତକ 34:26
ତୁମ୍ଭମାନଙ୍କର ପ୍ରଥମ ଶସ୍ଯ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ। ସହେି ସବୁକୁ ପ୍ରଥମେ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ଗୃହକୁ ଆଣିବେ।

ଲେବୀୟ ପୁସ୍ତକ 6:28
ଯଦି ତାହା ମାଟିପାତ୍ର ରେ ପାକ କରାୟାଏ ତବେେ ତାହା ଭଙ୍ଗା ୟିବ, ଯବେେ ପିତ୍ତଳ ପାତ୍ର ରେ ତାହା ପାକ ହୁଏ ତବେେ ତାହା ମଜା ୟିବ ଓ ଜଳ ରେ ପରିଷ୍କୃତ ହବେ।

ଲେବୀୟ ପୁସ୍ତକ 6:28
ଯଦି ତାହା ମାଟିପାତ୍ର ରେ ପାକ କରାୟାଏ ତବେେ ତାହା ଭଙ୍ଗା ୟିବ, ଯବେେ ପିତ୍ତଳ ପାତ୍ର ରେ ତାହା ପାକ ହୁଏ ତବେେ ତାହା ମଜା ୟିବ ଓ ଜଳ ରେ ପରିଷ୍କୃତ ହବେ।

ଲେବୀୟ ପୁସ୍ତକ 8:31
ମାଶାେ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ କହିଲେ, ସମାଗମ ତମ୍ବୁ ସମ୍ମୁଖ ରେ ମାଂସ ରାନ୍ଧ। ତୁମ୍ଭମାନେେ ମଧ୍ଯ ତାହା ସଠାେରେ ଭୋଜନ କରିବ।' ନି ଯୋଗର୍ଥକ ଡାଲା ରେ ଥିବା ରୋଟୀ ନଇେ ଏକାଠି ଭୋଜନ କର।

Occurences : 28

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்