Base Word
בַּת־שֶׁבַע
Short DefinitionBath-Sheba, the mother of Solomon
Long Definitionthe wife of Uriah whom David had murdered, having had adulterous relations with her; subsequently wife of David and mother of Solomon, Shimea, Shobab, and Nathan
Derivationfrom H1323 and H7651 (in the sense of H7650); daughter of an oath
International Phonetic Alphabetbɑt̪ ʃɛˈbɑʕ
IPA modbɑt ʃɛˈvɑʕ
Syllablebat šebaʿ
Dictionbaht sheh-BA
Diction Modbaht sheh-VA
UsageBath-sheba
Part of speechn-pr-f

ଦିତୀୟ ଶାମୁୟେଲ 11:3
ତେଣୁ ଦାଉଦ ତାଙ୍କର କର୍ମଗ୍ଭରୀମାନଙ୍କୁ ପଠାଇ ସହେି ସ୍ତ୍ରୀ ବିଷଯ ରେ ବକ୍ସ୍ଟଝିଲେ। ସେ ଜାଣିବାକକ୍ସ୍ଟ ପାଇଲେ ଯେ, ସେ ହେଉଛନ୍ତି ଇଲିଯାମର ଝିଅ ହିତ୍ତୀଯ ଊରିଯର ସ୍ତ୍ରୀ, ବତ୍ଶବୋ।

ଦିତୀୟ ଶାମୁୟେଲ 12:24
ତା'ପରେ ଦାଉଦ ବତ୍ଶବୋକକ୍ସ୍ଟ ସାନ୍ତ୍ବନା ଦେଲେ ଓ ତାଙ୍କ ସହିତ ୟୌନସଐର୍କ ରଖିଲେ ଓ ସେ ଗର୍ଭବତୀ ହେଲ ଓ ସେ ଆଉ ଏକ ପକ୍ସ୍ଟତ୍ରକକ୍ସ୍ଟ ଜନ୍ମ ଦେଲେ। ଦାଉଦ ସେ ପିଲାଟିର ନାମ ଶଲୋମନ ରଖିଲେ। ସଦାପ୍ରଭୁ ଶଲୋମନଙ୍କକ୍ସ୍ଟ ପ୍ ରମେ କଲେ।

ପ୍ରଥମ ରାଜାବଳୀ 1:11
ଏଥି ରେ ନାଥନ ଶଲୋମନଙ୍କର ମାତା ବତ୍ଶବୋଙ୍କୁ କହିଲେ, ଆମ୍ଭମାନଙ୍କର ପ୍ରଭୁ ଦାଉଦଙ୍କ ଅଜ୍ଞାତସାର ରେ ହଗୀତଙ୍କର ପୁତ୍ର ଅଦୋନିଯ ନିଜକୁ ରାଜା କରିଅଛନ୍ତି। ଏହା କ'ଣ ତୁମ୍ଭେ ଶୁଣି ନାହିଁ?

ପ୍ରଥମ ରାଜାବଳୀ 1:15
ଏଥି ରେ ବତ୍ଶବୋ ଶଯନାଗାର ଭିତରକୁ ୟାଇ ରାଜାଙ୍କୁ ଦେଖିଲେ। ସେତବେେଳେ ରାଜା ଅତ୍ଯନ୍ତ ବୃଦ୍ଧ ଥିଲେ। ଶୁନମେୀୟା ୟୁବତୀ ଅବୀଶଗ ରାଜାଙ୍କର ପରିଚର୍ୟ୍ଯା କରୁଥିଲା।

ପ୍ରଥମ ରାଜାବଳୀ 1:16
ବତ୍ଶବୋ ମୁଣ୍ତ ନୁଆଁଇ ରାଜାଙ୍କୁ ପ୍ରମାଣ କଲେ। ତା'ପରେ ରାଜା ପଚାରିଲେ, ତୁମ୍ଭେ କ'ଣ ଇଚ୍ଛା କରୁଛ?

ପ୍ରଥମ ରାଜାବଳୀ 1:28
ତା'ପରେ ରାଜା ଦାଉଦ କହିଲେ, ବତ୍ଶବୋକୁ ମାେ ପାଖକୁ ଡାକ! ତେଣୁ ସେ ରାଜାଙ୍କୁ ନିକଟକୁ ୟାଇ ତାଙ୍କ ସମ୍ମୁଖ ରେ ଛିଡା ହେେଲ।

ପ୍ରଥମ ରାଜାବଳୀ 1:31
ତା'ପରେ ବତ୍ଶବୋ ରାଜାଙ୍କୁ ଭୂମିଷ୍ଠ ପ୍ରଣାମ କରି କହିଲେ, ମାେ ମହାରାଜ ଦାଉଦ, ଦୀର୍ଘଜୀବି ହୁଅନ୍ତୁ!

ପ୍ରଥମ ରାଜାବଳୀ 2:13
ତା'ପରେ ହଗୀତର ପୁତ୍ର ଅଦୋନିଯ ଶଲୋମନଙ୍କର ମାତା ବତ୍ଶବୋ ନିକଟକୁ ଆସିଲେ। ବତ୍ଶବୋ ତାଙ୍କୁ ପଚାରିଲେ, ଶାନ୍ତି ରେ ଆସିଲ ତ?

ପ୍ରଥମ ରାଜାବଳୀ 2:18
ତା'ପରେ ବତ୍ଶବୋ କହିଲେ, ଭଲ କଥା, ମୁଁ ତୁମ୍ଭ ପାଇଁ ରାଜାଙ୍କୁ କହିବି।

ପ୍ରଥମ ରାଜାବଳୀ 2:19
ତେଣୁ ବତ୍ଶବୋ ଅଦୋନିଯ ପାଇଁ କହିବାକୁ ଶଲୋମନ ରାଜାଙ୍କ ନିକଟକୁ ଗଲେ। ରାଜା ଶଲୋମନ ତାଙ୍କୁ ଭଟେିବା ପାଇଁ ଉଠି ପ୍ରଣାମ କଲେ ଓ ନିଜ ସିଂହାସନ ରେ ବସି ରାଜମାତାଙ୍କ ନିମନ୍ତେ ଦାସମାନଙ୍କ ଦ୍ବାରା ଅନ୍ୟ ଏକ ଆସନ ରଖାଇଲେ। ତହିଁରେ ସେ ରାଜାଙ୍କ ଦକ୍ଷିଣ ପାଶର୍‌ବ ରେ ବସିଲେ।

Occurences : 11

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்