Base Word
גָּאָה
Short Definitionto mount up; hence, in general, to rise, (figuratively) be majestic
Long Definitionto rise up, grow up, be exalted in triumph
Derivationa primitive root
International Phonetic Alphabetɡɔːˈʔɔː
IPA modɡɑːˈʔɑː
Syllablegāʾâ
Dictionɡaw-AW
Diction Modɡa-AH
Usagegloriously, grow up, increase, be risen, triumph
Part of speechv

ଯାତ୍ରା ପୁସ୍ତକ 15:1
ଏହାପରେ ମାଶାେ ଓ ଇଶ୍ରାୟେଲୀୟ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏହି ସଂଗୀତ ଗାନ କଲେ, ଆମ୍ଭେ ସଦାପ୍ରଭୁଙ୍କ ପ୍ରଶଂସା ଗାନ କରିବା। ସେ ମହାନ କାର୍ୟ୍ଯ କରିଛନ୍ତି। ସେ ଅଶ୍ବ ଏବଂ ଅଶ୍ବାରୋହୀଙ୍କୁ ସମୁଦ୍ର ରେ ନିକ୍ଷପେ କଲେ।

ଯାତ୍ରା ପୁସ୍ତକ 15:21
ତା'ପରେ ମରିଯମ ଲୋକମାନଙ୍କୁ କହିଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଗାନ କର। ଯେ ହତେୁ ସେ ମହାନ କାର୍ୟ୍ଯ କରିଛନ୍ତି। ସେ ଅଶ୍ବ ଓ ଅଶ୍ବାରୋହୀ ସୈନ୍ଯମାନଙ୍କୁ ସମୁଦ୍ର ରେ ନିକ୍ଷପେ କରିଅଛନ୍ତି।

ଯାତ୍ରା ପୁସ୍ତକ 15:21
ତା'ପରେ ମରିଯମ ଲୋକମାନଙ୍କୁ କହିଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଗାନ କର। ଯେ ହତେୁ ସେ ମହାନ କାର୍ୟ୍ଯ କରିଛନ୍ତି। ସେ ଅଶ୍ବ ଓ ଅଶ୍ବାରୋହୀ ସୈନ୍ଯମାନଙ୍କୁ ସମୁଦ୍ର ରେ ନିକ୍ଷପେ କରିଅଛନ୍ତି।

ଆୟୁବ ପୁସ୍ତକ 8:11
ବିଲଦଦ୍ ଉତ୍ତର ଦଲୋ, ଶୁଖିଲା ଭୂମିରେ କ'ଣ ନଳବଣ ବଢ଼ିପା ରେ ? ଜଳବିନା କ'ଣ ସନ୍ତରା ବଢ଼ିପା ରେ।

ଆୟୁବ ପୁସ୍ତକ 10:16
ଯଦି ମାେ ଜୀବନ ରେ କିଛି ସଫଳତା ଆସିଛି ଏବଂ ଯେଉଁଥିପାଇଁ ମୁଁ ଗର୍ବିତ ବା ମୁଣ୍ଡ ଟକେି ବାଟ ଚାଲିବାର ଶକ୍ତି ହାସଲ କରୁଛି। ଏବେ ପୁନର୍ବାର ତୁମ୍ଭେ ତୁମ୍ଭର ଶକ୍ତିକୁ ମାେ ବିରୁଦ୍ଧ ରେ ପ୍ରଯୋଗ କରୁଛ।

ଯିହିଜିକଲ 47:5
ତାହାପ ରେ ସେ ଆଉ 1,000 ହାତ ମାପିଲେ। ସେତବେେଳେ ତାହା ଏକ ଗଭୀର ନଦୀ ହେଲା ଓ ମୁଁ ତାହା ମଧ୍ଯ ଦଇେ ଗମନ କରିପାରିଲି ନାହିଁ। କାରଣ ଜଳ ଏତେ ଗଭୀର ଥିଲା ଯେ, ଜଣକୁ ପହଁରିବା ପାଇଁ ପଡ଼ିଥାନ୍ତା, କିନ୍ତୁ କହେି ପାର ହାଇପୋରିବେ ନାହିଁ।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்