Base Word
גָּבַר
Short Definitionto be strong; by implication, to prevail, act insolently
Long Definitionto prevail, have strength, be strong, be powerful, be mighty, be great
Derivationa primitive root
International Phonetic Alphabetɡɔːˈbɑr
IPA modɡɑːˈvɑʁ
Syllablegābar
Dictionɡaw-BAHR
Diction Modɡa-VAHR
Usageexceed, confirm, be great, be mighty, prevail, put to more (strength), strengthen, be stronger, be valiant
Part of speechv

ଆଦି ପୁସ୍ତକ 7:18
ପୃଥିବୀ ରେ କ୍ରମାନ୍ବଯ ରେ ଜଳରାଶି ବଢ଼ିବାକୁ ଲାଗିଲା ଓ ସେଥି ରେ ଜାହାଜ ଭାସିବାକୁ ଆରମ୍ଭ କଲା।

ଆଦି ପୁସ୍ତକ 7:19
ପୃଥିବୀ ଉପରେ ଜଳ ଅତିଶଯ ବଢ଼ି ଆକାଶ ତଳସ୍ଥ ସମସ୍ତ ଉଚ୍ଚ ପର୍ବତ ମଗ୍ନ କଲା।

ଆଦି ପୁସ୍ତକ 7:20
ଜଳରାଶିର ପତ୍ତନ ବଢ଼ିବାକୁ ଲାଗିଲା, ଏପରିକି ଉଚ୍ଚ ପର୍ବତ ଉପରେ ପନ୍ଦର ହାତ ପାଣି ଚ଼ଢ଼ି ରହିଲା।

ଆଦି ପୁସ୍ତକ 7:24
ଏହିପରି ଭାବରେ ପୃଥିବୀ 150 ଦିନ ଜଳ ମଗ୍ନ ହାଇେ ରହିଲା।

ଆଦି ପୁସ୍ତକ 49:26
ତୁମ୍ଭର ପିତାଙ୍କ ଆଶିର୍ବାଦ ଅଧିକ ପ୍ରାଚୀନ ପର୍ବତଠାରୁ ଏବଂ ଭଲ ବିଷଯ ଚିରସ୍ଥାଯୀ ପର୍ବତର ସୀମା ପର୍ୟ୍ଯନ୍ତ ହବେ। ଯୋଷଫେ ୟିଏକି ତାଙ୍କ ଭାଇମାନଙ୍କଠାରୁ ଭିନ୍ନ ସହେି ଆଶୀର୍ବାଦ ସମସ୍ତ ଭୋଗକରୁ।

ଯାତ୍ରା ପୁସ୍ତକ 17:11
ଯେତବେେଳେ ମାଶାେ ତାଙ୍କର ହସ୍ତ ଉପରକୁ କଲେ ସେତବେେଳେ ଇଶ୍ରାୟେଲୀୟ ବିଜଯ ହେଲେ ଓ ଯେତବେେଳେ ମାଶାେ ତାଙ୍କର ହାତ ତଳକୁ ରଖିଲେ, ସେତବେେଳେ ଅମାଲକେୀଯମାନେ ପରାସ୍ତ ହେଲେ।

ଯାତ୍ରା ପୁସ୍ତକ 17:11
ଯେତବେେଳେ ମାଶାେ ତାଙ୍କର ହସ୍ତ ଉପରକୁ କଲେ ସେତବେେଳେ ଇଶ୍ରାୟେଲୀୟ ବିଜଯ ହେଲେ ଓ ଯେତବେେଳେ ମାଶାେ ତାଙ୍କର ହାତ ତଳକୁ ରଖିଲେ, ସେତବେେଳେ ଅମାଲକେୀଯମାନେ ପରାସ୍ତ ହେଲେ।

ପ୍ରଥମ ଶାମୁୟେଲ 2:9
ସଦାପ୍ରଭୁ ତାଙ୍କର ପବିତ୍ର ଭକ୍ତମାନଙ୍କୁ ସକ୍ସ୍ଟରକ୍ଷା କରନ୍ତି। ସେ ସମାନଙ୍କେୁ ଝକ୍ସ୍ଟଣ୍ଟିବାରକ୍ସ୍ଟ ରକ୍ଷା କରନ୍ତି। କିନ୍ତୁ ମନ୍ଦ ଲୋକମାନେ ଅନ୍ଧକାର ରେ ଝକ୍ସ୍ଟଣ୍ଟିପଡନ୍ତି ଓ ଧ୍ବଂସ ହକ୍ସ୍ଟଅନ୍ତି। ସମାନଙ୍କେର ଶକ୍ତି ସମାନଙ୍କେୁ ରକ୍ଷା କରିବା ପାଇଁ ସାହାୟ୍ଯ କରେ ନାହିଁ।

ଦିତୀୟ ଶାମୁୟେଲ 1:23
ଶାଉଲ ଓ ଯୋନାଥନ ସମାନଙ୍କେ ଜୀବନକାଳ ମଧିଅରେ ଲୋକମାନଙ୍କଠାରକ୍ସ୍ଟ ବହକ୍ସ୍ଟତ ପ୍ ରମେ ପାଇଲେ। ଏପରିକି ମୃତକ୍ସ୍ଟ୍ଯ ସମୟରେ ମଧ୍ଯ ସମାନେେ ଅଲଗା ହେଲେ ନାହିଁ। ସମାନେେ ଉକ୍ରୋଶପକ୍ଷୀଠାରକ୍ସ୍ଟ ବଗବୋନ ଓ ସିଂହଠାରକ୍ସ୍ଟ ବଳବାନ ଥିଲେ।

ଦିତୀୟ ଶାମୁୟେଲ 11:23
ସହେି ଦୂତ ଜଣକ ରାଜା ଦାଉଦଙ୍କକ୍ସ୍ଟ କହିଲା, ସହେି ଅେମ୍ମାନୀୟ ଲୋକମାନେ ଆମ୍ଭମାନଙ୍କୁ ଖାେଲା ପଡିଆ ରେ ଆକ୍ରମଣ କଲେ, ତାପରେ ଆମ୍ଭେ ନଗରର ଫାଟକ ପର୍ୟ୍ଯନ୍ତ ସମାନଙ୍କେୁ ଘଉଡଇେ ନଲେକ୍ସ୍ଟ।

Occurences : 25

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்