Base Word
גַּן
Short Definitiona garden (as fenced)
Long Definition(n m/f) garden, enclosure
Derivationfrom H1598
International Phonetic Alphabetɡɑn̪
IPA modɡɑn
Syllablegan
Dictionɡahn
Diction Modɡahn
Usagegarden
Part of speechn

ଆଦି ପୁସ୍ତକ 2:8
ଏହାପରେ ସଦାପ୍ରଭୁ ପରମେଶ୍ବର, ଏଦନ୍ର ପୂର୍ବ ଦିଗ ରେ ଏକ ଉଦ୍ୟାନ ରୋପଣ କଲେ, ଏବଂ ସଠାେରେ ସେ ସୃଷ୍ଟି କରିଥିବା ମନୁଷ୍ଯକୁ ରଖିଲେ।

ଆଦି ପୁସ୍ତକ 2:9
ସଦାପ୍ରଭୁ ପରମେଶ୍ବର ପ୍ରେତ୍ୟକକ ପ୍ରକାର ବୃକ୍ଷ ଯାହା ଦେଖିବାକୁ ସୁନ୍ଦର ଏବଂ ଖାଦ୍ୟ ପାଇଁ ଭଲ, ପୃଥିବୀ ରେ ସୃଷ୍ଟି କଲେ। ସହେି ଭାବରେ ଉଦ୍ୟାନ ରେ ମଧ୍ଯଭାଗ ରେ ଜୀବନ ଦାୟକ ବୃକ୍ଷ ଓ ଭଲ ଓ ମନ୍ଦ ବିଷଯ ରେ ଜ୍ଞାନ ଦବୋ ବୃକ୍ଷ ମଧ୍ଯ ଉତ୍ପନ୍ନ କଲେ।

ଆଦି ପୁସ୍ତକ 2:10
ଗୋଟିଏ ନଦୀ ଏଦନରୁ ପ୍ରବାହିତ ହାଇେ ଉଦ୍ୟାନକୁ ଜଳ ଦିଏ। ଏହାପରେ ସହେି ନଦୀ ଚ଼ାରି ଭାଗ ରେ ବିଭକ୍ତ ହେଲା।

ଆଦି ପୁସ୍ତକ 2:15
ସଦାପ୍ରଭୁ ପରମେଶ୍ବର ସହେି ମନୁଷ୍ଯକୁ ନଇେ ଏଦନ ଉଦ୍ୟାନ ରେ କୃଷିକର୍ମ ଓ ତାହାର ଯତ୍ନ ନବୋ ପାଇଁ ନିୟୁକ୍ତ କଲେ।

ଆଦି ପୁସ୍ତକ 2:16
ସଦାପ୍ରଭୁ ପରମେଶ୍ବର ମନୁଷ୍ଯକୁ ଏହି ନିର୍ଦ୍ଦେଶ ଦେଲେ ଏବଂ କହିଲେ, ତୁମ୍ଭେ ଉଦ୍ୟାନର ଯେ କୌଣସି ଗଛର ଫଳ ଖାଇପାରିବ।

ଆଦି ପୁସ୍ତକ 3:1
ସଦାପ୍ରଭୁ ପରମେଶ୍ବରଙ୍କର ସୃଷ୍ଟି କରିଥିବା ପ୍ରାଣୀମାନଙ୍କ ମଧିଅରେ ସର୍ପ ସମସ୍ତଙ୍କଠାରୁ ଚ଼ତୁର ଥିଲା। ସର୍ପଟି ସ୍ତ୍ରୀ ଲୋକଟିକୁ କହିଲା, ଏହା କ'ଣ ସତ୍ଯ ଯେ ପରମେଶ୍ବର ଉଦ୍ୟାନର କୌଣସି ବୃକ୍ଷର ଫଳ ନଖାଇବା ପାଇଁ ତୁମ୍ଭଙ୍କୁ କହିଲେ?

ଆଦି ପୁସ୍ତକ 3:2
ସ୍ତ୍ରୀ ଲୋକଟି କହିଲା, ଆମ୍ଭେ ବୃକ୍ଷଗୁଡ଼ିକର ଫଳ ଖାଇପାରିବୁ।

ଆଦି ପୁସ୍ତକ 3:3
କିନ୍ତୁ ଉଦ୍ୟାନ ମଧ୍ଯସ୍ଥ ଗୋଟିଏ ବୃକ୍ଷରୁ ଫଳ ଖାଇବାକୁ ମନା! ପରମେଶ୍ବର ଆମ୍ଭମାନଙ୍କୁ କହିଲେ, 'ତୁମ୍ଭେ ଉଦ୍ୟାନ ମଝି ରେ ଥିବା ବୃକ୍ଷରୁ ଫଳ ଖାଇବ ନାହିଁ। ଏପରିକି ତୁମ୍ଭେ ସେ ବୃକ୍ଷକୁ ଛୁଇଁବ ନାହିଁ। ଯଦି ଏପରି କର ତବେେ ମରିବ।

ଆଦି ପୁସ୍ତକ 3:8
ସଂନ୍ଧ୍ଯା ସମୟରେ ସଦାପ୍ରଭୁ ପରମେଶ୍ବର ଉଦ୍ୟାନ ମଧିଅରେ ଭ୍ରମଣ କରୁଥିଲେ। ନର ଓ ନାରୀ ଏକଥା ଶୁଣିବାକୁ ପାଇଲେ ଏବଂ ସମାନେେ ପରମେଶ୍ବରଙ୍କ ଠାରୁ ନିଜ ନିଜକୁ ବୃକ୍ଷ ଆଢ଼ୁଆଳ ରେ ଲୁଚ଼ାଇ ରଖିଲେ।

ଆଦି ପୁସ୍ତକ 3:8
ସଂନ୍ଧ୍ଯା ସମୟରେ ସଦାପ୍ରଭୁ ପରମେଶ୍ବର ଉଦ୍ୟାନ ମଧିଅରେ ଭ୍ରମଣ କରୁଥିଲେ। ନର ଓ ନାରୀ ଏକଥା ଶୁଣିବାକୁ ପାଇଲେ ଏବଂ ସମାନେେ ପରମେଶ୍ବରଙ୍କ ଠାରୁ ନିଜ ନିଜକୁ ବୃକ୍ଷ ଆଢ଼ୁଆଳ ରେ ଲୁଚ଼ାଇ ରଖିଲେ।

Occurences : 42

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்