Base Word
גְּעָרָה
Short Definitiona chiding
Long Definitiona rebuke, reproof
Derivationfrom H1605
International Phonetic Alphabetɡɛ̆.ʕɔːˈrɔː
IPA modɡɛ̆.ʕɑːˈʁɑː
Syllablegĕʿārâ
Dictionɡeh-aw-RAW
Diction Modɡeh-ah-RA
Usagerebuke(-ing), reproof
Part of speechn-f

ଦିତୀୟ ଶାମୁୟେଲ 22:16
ସଦାପ୍ରଭୁଙ୍କ ଗର୍ଜ୍ଜନ ରେ ତାଙ୍କ ନାସିକାର ପ୍ରଶ୍ବାସ ବାଯକ୍ସ୍ଟ ରେ ସମକ୍ସ୍ଟଦ୍ରର ଗର୍ତ୍ତ ପ୍ରକାଶ ପାଇଲା, ଭୂମଣ୍ତର ମୂଳ ସକଳ ଅନାବୃତ୍ତ ହେଲା।

ଆୟୁବ ପୁସ୍ତକ 26:11
ଯେଉଁ ଭିତ୍ତିମୂଳଗୁଡ଼ିକ ଉପରେ ଆକାଶ ମଣ୍ଡଳ ଅବସ୍ଥିତ ପରମେଶ୍ବର ତାକୁ ଧମକ ଦେଲେ ଉଭୟ କମ୍ପି ଉେଠ।

ଗୀତସଂହିତା 18:15
ହେ ସଦାପ୍ରଭୁ, ତୁମ୍ଭେ ଚିତ୍କାର କରି ତୁମ୍ଭର ଆଦେଶ ଘୋଷଣା କଲ ଓ ପ୍ରବଳ ବଗରେେ ପବନ ବହିବାକୁ ଲାଗିଲା। ହଠାତ୍ ସମୁଦ୍ର ଗର୍ଭର ଜଳ ଅପସାରିତ ହାଇେ ସମୁଦ୍ରର ନିମ୍ନ ଭାଗ ଦିଶିବାକୁ ଲାଗିଲା। ଆମ୍ଭେ ପୃଥିବୀର ଆଭ୍ଯନ୍ତରର ଭିତ୍ତି ଭୂମିକୁ ଦେଖିବାକୁ ଲାଗିଲୁ।

ଗୀତସଂହିତା 76:6
ୟାକୁବର ପରମେଶ୍ବର, ଯେତବେେଳେ ତୁମ୍ଭେ ଆପଣାର ୟୁଦ୍ଧରବ କଲ, ସମାନଙ୍କେର ଅଶ୍ବଗଣ ଏବଂ ରଥା ରୋହୀଗଣ ପଡ଼ି ମୃତ୍ଯୁବରଣ କଲେ।

ଗୀତସଂହିତା 80:16
ତୁମ୍ଭର ଦ୍ରାକ୍ଷାଲତାଗୁଡ଼ିକ ଗୋବର ଘସିପରି ଅଗ୍ନିରେ ପୋଡ଼ି ଦିଆଗଲା। ତୁମ୍ଭେ ତାଗ୍ଦ ଉପରେ କୋର୍ଧାନ୍ବିତ ହାଇେ ତାକୁ ଧ୍ବଂସ କର।

ଗୀତସଂହିତା 104:7
କିନ୍ତୁ ତୁମ୍ଭେ ଆଜ୍ଞା ଦଲେ ଓ ଜଳରାଶି ସଠାରୁେ ଛାଡ଼ି ପଳାଇଲା। ହେ ପରମେଶ୍ବର, ତୁମ୍ଭେ ଜଳରାଶିକୁ ପାଟିକଲ ଓ ତାହା ପଳାଇଲା।

ହିତୋପଦେଶ 13:1
ଜ୍ଞାନୀ ପୁତ୍ର ପିତାଙ୍କର ଉପଦେଶ ଯତ୍ନ ସହକା ରେ ଶୁଣେ। କିନ୍ତୁ ଗର୍ବୀ ମୂର୍ଖ ଲୋକ କାହାରି ଉପଦେଶ ଶୁଣେ ନାହିଁ।

ହିତୋପଦେଶ 13:8
ମନୁଷ୍ଯର ଧନ ତାହାର ପ୍ରାଣର ପ୍ରାଯଶ୍ଚିତ ସ୍ବରୂପ। ମାତ୍ର ଦରିଦ୍ ରେଲାକ ଧମକ ଶୁଣେ ନାହିଁ।

ହିତୋପଦେଶ 17:10
ମୂର୍ଖକୁ ଶ ହେ ମାଡ଼ ଅପେକ୍ଷା ବୁଦ୍ଧିମାନକୁ ପଦେ ଅନୁୟୋଗ ଅଧିକ କାଟେ।

ଉପଦେଶକ 7:5
ଜଣେ ମୂର୍ଖର ଗୀତ ଶୁଣିବାଠାରୁ ଜଣେ ଜ୍ଞାନୀ ଲୋକଙ୍କଠାରୁ ଭର୍ତ୍ସନା ଶୁଣିବା, ଭଲ।

Occurences : 15

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்