Base Word
גׇּפְרִית
Short Definitionproperly, cypress-resin; by analogy, sulphur (as equally inflammable)
Long Definitionbrimstone
Derivationprobably feminine of H1613
International Phonetic Alphabetɡopˈrɪi̯t̪
IPA modɡofˈʁiːt
Syllablegoprît
Dictionɡope-REET
Diction Modɡofe-REET
Usagebrimstone
Part of speechn-f

ଆଦି ପୁସ୍ତକ 19:24
ଠିକ୍ ସହେି ସମୟରେ, ସଦାପ୍ରଭୁ ସଦୋମ ଏବଂ ହ ମାରେକୁ ଧ୍ବଂସ କଲେ। ସଦାପ୍ରଭୁ ଆକାଶରୁ ସଦୋମ ଓ ହ ମାରୋ ଉପରେ ଗନ୍ଧକ ଓ ଅଗ୍ନି ବୃଷ୍ଟି କଲେ।

ଦିତୀୟ ବିବରଣ 29:23
ସଦାପ୍ରଭୁ ଆପଣା କୋର୍ଧ ଓ କୋପରେ ଯେଉଁ ସଦୋମ ଓ ହ ମାରୋ, ଅଦ୍ମା ଓ ସବୋଯିମ ନଗରମାନ ଉତ୍ପାଟନ କରିଥିଲେ, ତାହାପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ ଓ ଲବଣ ଓ ଦହନ ରେ ପରିପୂର୍ଣ୍ଣ ହାଇେଅଛି। ତହିଁରେ କିଛି ବକ୍ସ୍ଟଣାୟାଏ ନାହିଁ, କି ଫଳ ଉତ୍ପନ୍ନ ହକ୍ସ୍ଟଏ ନାହିଁ ଏବଂ ତହିଁରେ କୌଣସି ତୃଣ ବଢେ ନାହିଁ।

ଆୟୁବ ପୁସ୍ତକ 18:15
ତା'ର ବାସଗୃହ ଶୂନ୍ଯ ହାଇଯେିବ। କାହିଁକି ? ତା'ର ଘର ଚାରିପାଖ ରେ ଜଳନ୍ତା ଗନ୍ଧକ ବିଞ୍ଚାୟିବ।

ଗୀତସଂହିତା 11:6
ସେ ଉତ୍ତପ୍ତ ଅଙ୍ଗାର ଓ ଜଳନ୍ତା ଗନ୍ଧକର ବର୍ଷା ଦୁଷ୍ଟମାନଙ୍କ ଉପରେ ବର୍ଷାନ୍ତି। ସହେି ଦୁଷ୍ଟ ଲୋକମାନେ ଶଷେରେ କିଛି ପାଇବେ ନାହିଁ, କିନ୍ତୁ ଉତ୍ତପ୍ତ ଓ ଜ୍ବଳନ୍ତ ଝାଞ୍ଜି ପବନ ଅନୁଭବ କରିବେ।

ଯିଶାଇୟ 30:33
ତାଫେତ୍ ବହୁକାଳରୁ ନିର୍ମିତ ହାଇେଅଛି। ତାହା ରାଜା ନିର୍ମିତ ପ୍ରସ୍ତୁତ ହାଇେଛି। ସେ ତାହାକୁ ଅତି ଗଭୀର ଓ ପ୍ରଶସ୍ତ କରିଛନ୍ତି। ସେଥି ରେ ସ୍ତୁପ ଅଗ୍ନି ଓ ପ୍ରଚୁର କାଠ ଅଛି। ପୁଣି ସଦାପ୍ରଭୁଙ୍କର ଆତ୍ମା ଗନ୍ଧକ ଷୋର୍ତପରି ପ୍ରଜ୍ବଳିତ ହାଇେ ପୋଡ଼ି ପକାଏ।

ଯିଶାଇୟ 34:9
ଆଉ ମଧ୍ଯ ତହିଁର ସୋର୍ତସବୁ ଝୁଣା ରେ ଓ ତହିଁର ଧୂଳି ଗନ୍ଧକରେ ପରିଣତ ହବେ। ସହେି ଭୂମି ପ୍ରଜ୍ବଳିତ ଝୁଣା ହବେ।

ଯିହିଜିକଲ 38:22
ପୁଣି ମୁଁ ଗୋଗ ବିପକ୍ଷ ରେ ମହାମାରୀ ଓ ମୃତ୍ଯୁ ଆଣି ଦଣ୍ଡିତ କରିବି। ମୁଁ ତାହା ଉପ ରେ, ତାହାର ସୈନ୍ଯଦଳ ଉପ ରେ ଓ ତା'ର ସଙ୍ଗୀ ଅନକେ ଜାତିମାନଙ୍କ ଉପ ରେ ପ୍ଲାବନକାରୀ ବୃଷ୍ଟି, ବୃହତ୍ ଶିଳା, ଅଗ୍ନି ଓ ଗନ୍ଧକ ବୃଷ୍ଟି କରାଇବି।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்