Base Word
גֵּרְשֻׁנִּי
Short Definitiona Gereshonite or descendant of Gereshon
Long Definitiona descendant of Gershon, firstborn son of Levi
Derivationpatronymically from H1648
International Phonetic Alphabetɡe.rɛ̆.ʃunˈnɪi̯
IPA modɡe.ʁɛ̆.ʃuˈniː
Syllablegērĕšunnî
Dictionɡay-reh-shoon-NEE
Diction Modɡay-reh-shoo-NEE
UsageGershonite, sons of Gershon
Part of speecha

ଗଣନା ପୁସ୍ତକ 3:21
ଗେର୍ଶୋନଠାରୁ ଲିବନି ବଂଶ ଓ ଶିମିଯିର ବଂଶ ଉତ୍ପନ୍ନ ହେଲେ, ଏମାନେ ଗେର୍ଶୋନୀଯ ବଂଶ।

ଗଣନା ପୁସ୍ତକ 3:23
ଗେର୍ଶୋନୀଯ ପରିବାରବର୍ଗ ପଶ୍ଚିମ ଦିଗ ରେ ପବିତ୍ର ତମ୍ବୁର ପଶ୍ଚାତ ଭାଗ ରେ ଛାଉଣୀ ସ୍ଥାପନ କରିବେ।

ଗଣନା ପୁସ୍ତକ 3:24
ପୁଣି ଲାଯଲରେ ପୁତ୍ର ଇଲୀଯାସଫ ଗେର୍ଶୋନୀଯ ପରିବାରବର୍ଗର ଅଧିପତି ଥିଲା।

ଗଣନା ପୁସ୍ତକ 4:24
ସବୋ କରିବା ଓ ଭାର ବହିବା କାର୍ୟ୍ଯ ମଧିଅରେ ଗେର୍ଶୋନ ବଂଶର ସବୋ ଏହି।

ଗଣନା ପୁସ୍ତକ 4:27
ହାରୋଣ ଓ ତାଙ୍କର ପୁତ୍ରଗଣଙ୍କ ନିର୍ବ୍ଦେଶ ଅନୁସାରେ ଗେର୍ଶୋନର ଲୋକମାନେ ନିଜ ନିଜର କାର୍ୟ୍ଯ ଓ ସବୋ ସମ୍ବନ୍ଧୀଯ ସମସ୍ତ କର୍ମ କରିବା ଉଚିତ୍। ତୁମ୍ଭେ ସମାନଙ୍କେୁ, ଯାହାସବୁ ଦାଯୀତ୍ବ ବହନ କରନ୍ତି ସହେି କାର୍ୟ୍ଯ ଭାର ଦବୋ ଉଚିତ୍।

ଗଣନା ପୁସ୍ତକ 4:28
ସମାଗମ ତମ୍ବୁ ରେ ଗେର୍ଶୋନୀଯ ପରିବାରବର୍ଗ ଏହି ସବୋ ଦାଆୟାଏ। ଇଥାମର ଯାଜକ ହାରୋଣଙ୍କ ପୁତ୍ର ସମାନଙ୍କେ ଉପରେ ପର୍ୟ୍ଯବେକ୍ଷଣ କରିବେ।

ଗଣନା ପୁସ୍ତକ 26:57
ସମାନେେ ମଧ୍ଯ ଲବେୀର ପରିବାରବର୍ଗଙ୍କୁ ଗଣନା କଲେ। ଲବେୀୟ ପରିବାରବର୍ଗଗୁଡିକ ହେଲେ: ଗେର୍ଶୋନଠାରୁ ଗେର୍ଶୋନୀଯ ଗୋଷ୍ଠୀ; କାହାତଠାରୁ କାହାତୀଯ ଗୋଷ୍ଠୀ; ମରାରିଠାରୁ ସରାରୀଯ ଗୋଷ୍ଠୀ।

ଯିହୋଶୂୟ 21:33
ନିଜ ନିଜ ବଂଶାନକ୍ସ୍ଟସା ରେ ଗେର୍ଶୋନୀଯ ଲୋକମାନେ ସର୍ବସକ୍ସ୍ଟଦ୍ଧା ତଳଭୂମି ସମତେ ତରଟେି ନଗର ପାଇଲେ।

ପ୍ରଥମ ବଂଶାବଳୀ 23:7
ଗେର୍ଶୋନଙ୍କ ବଂଶର ଲାଦନ୍ ଓ ଶିମିଯି।

ପ୍ରଥମ ବଂଶାବଳୀ 26:21
ଲାଦନ୍ ଗେର୍ଶୋନ୍ଙ୍କ ପରିବାରରୁ ଆସିଥିଲେ। ଯହେିଯଲେ ଲାଦନ୍ଙ୍କ ପରିବାରବର୍ଗର ନେତାମାନଙ୍କ ମଧ୍ଯରୁ ଜଣେ ଥିଲେ।

Occurences : 13

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்