Base Word
דְּבֵלָה
Short Definitiona cake of pressed figs
Long Definitionfig cake, lump of pressed figs
Derivationfrom an unused root (akin to H2082) probably meaning to press together
International Phonetic Alphabetd̪ɛ̆.beˈlɔː
IPA moddɛ̆.veˈlɑː
Syllabledĕbēlâ
Dictiondeh-bay-LAW
Diction Moddeh-vay-LA
Usagecake (lump) of figs
Part of speechn-f

ପ୍ରଥମ ଶାମୁୟେଲ 25:18
ଅବୀଗଲ ଶୀଘ୍ର 200 ରୋଟୀ, ଦକ୍ସ୍ଟଇକମ୍ଫା ଦ୍ରାକ୍ଷାରସ ଓ ପାଞ୍ଚଟି ମଷେର ମାଂସ ତରକାରୀ ଓ ପାଞ୍ଚ ଗୋଉଣୀ ଭଜା ଶସ୍ଯ ଓ 100 ପନ୍ଡୋ ଦ୍ରାକ୍ଷାରସ ଓ 200 ଡିମ୍ବିରି ପିଠା ନଇେ ଗଧମାନଙ୍କ ପିଠି ରେ ଲଦିଲା।

ପ୍ରଥମ ଶାମୁୟେଲ 30:12
ସମାନେେ ମିଶରୀଯଙ୍କକ୍ସ୍ଟ ଡିମ୍ବିରି ଚକ୍ତିରକ୍ସ୍ଟ ଖଣ୍ଡେ ଓ ଦକ୍ସ୍ଟଇ ପନ୍ଡୋ କିସ୍ମିସ ଦେଲେ। ସେ ଖାଇ ସାରିବା ପରେ ଶାନ୍ତି ଅନକ୍ସ୍ଟଭବ କଲା। ସେ ତିନିଦିନ ଏବଂ ତିନିରାତି କିଛି ଖାଇ ନଥିଲେ, ପାଣି ପିଇଲେ ନାହିଁ।

ଦିତୀୟ ରାଜାବଳୀ 20:7
ତ'ପରେ ଯିଶାଇୟ କହିଲେ, ଏକ ଡିମ୍ବିରି ମିଶ୍ରଣ ତିଆରି କର ଓ କ୍ଷତ ସ୍ଥାନ ରେ ଲଗାଅ।

ପ୍ରଥମ ବଂଶାବଳୀ 12:40
ଆହୁରି ମଧ୍ଯ ସମାନଙ୍କେର ପଡ଼ୋଶୀ ଇଷାଖର, ସବଲୂନ୍ ଓ ନପ୍ତାଲି ଗୋଷ୍ଠୀର ଲୋକମାନେ ଗଧ, ଓଟ, ଖଚର ଓ ବଳଦ ଉପରେ ଖାଦ୍ୟଦ୍ରବ୍ଯ ଲଦି ସମାନଙ୍କେ ନିକଟକୁ ଆଣୁଥିଲେ। ସମାନେେ ବହୁତ ପରିମାଣ ରେ ମଇଦା, ଡ଼ିମ୍ବିରି ଫଳରୁ ପ୍ରସ୍ତୁତ ପିଠା, କିସମିସ୍, ଦ୍ରାକ୍ଷାରସ, ତୈଳ, ଗୋପଲ ଓ ମଷେପଲ ନଇେ ଆସୁଥିଲେ। ଇଶ୍ରାୟେଲ ଲୋକମାନେ ଅତ୍ଯନ୍ତ ଆନନ୍ଦିତ ଥିଲେ।

ଯିଶାଇୟ 38:21
ତା'ପ ରେ ଯିଶାଇୟ ହିଜକିଯଙ୍କୁ କହିଲେ, ତୁମ୍ଭେ ଡ଼ିମ୍ବିରିକୁ ଏକତ୍ର ଛଚେ ଏବଂ ତୁମ୍ଭର କ୍ଷତ ରେ ଲଗାଅ। ତାହା ହେଲେ ତୁମ୍ଭେ ଆରୋଗ୍ୟ ଲାଭ କରିବ।'

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்