Base Word
דָּלַל
Short Definitionto slacken or be feeble; figuratively, to be oppressed
Long Definitionto hang, languish, hang down, be low
Derivationa primitive root (compare H1802)
International Phonetic Alphabetd̪ɔːˈlɑl
IPA moddɑːˈlɑl
Syllabledālal
Dictiondaw-LAHL
Diction Modda-LAHL
Usagebring low, dry up, be emptied, be not equal, fail, be impoverished, be made thin
Part of speechv

ବିଚାରକର୍ତାମାନଙ୍କ ବିବରଣ 6:6
ଇଶ୍ରାୟେଲ ସନ୍ତାନଗଣ ବହକ୍ସ୍ଟତ ଗରିବ ହାଇଗେଲେ। କାରଣ ଏହି ମିଦିଯନୀଯମାନଙ୍କ ପାଇଁ। ତେଣୁ ଇଶ୍ରାୟେଲ ସନ୍ତାନଗଣ ସାହାର୍ୟ୍ଯ ପାଇଁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।

ଆୟୁବ ପୁସ୍ତକ 28:4
ଶ୍ରମିକମାନେ ଭୂମିରେ ଗଭୀରଗାତ ଖାେଳି ଖଣିଜ ଦ୍ରବ୍ଯର ପଶ୍ଚାଦବର୍ତ୍ତୀ ହୁଅନ୍ତି। ସମାନେେ ଖଣିର ନିମ୍ନ ଦେଶକୁ ବହୁତ ତଳକୁ ୟାଆନ୍ତି, ଯାହା ଲୋକମାନଙ୍କ ବାସ କରୁଥିବା ସ୍ଥାନଠାରୁ ବହୁତ ଦୂର। ଯେଉଁଠାକୁ ଆଗରୁ କହେି କବେେ ୟାଇ ନ ଥିଲେ। ସମାନେେ ଦଉଡ଼ି ଦ୍ବାରା ଝୁଲି ଭୂମିର ବହୁ ତଳକୁ ୟାଆନ୍ତି, ଅନ୍ୟ ଲୋକମାନଙ୍କଠାରୁ ମଧ୍ଯ ବହୁତ ଦୂର।

ଗୀତସଂହିତା 79:8
ଦୟାକରି ଆମ୍ଭମାନଙ୍କର ଅତୀତର ପାପ ପାଇଁ ଆମ୍ଭମାନଙ୍କୁ ଦଣ୍ଡ ଦିଅ ନାହିଁ। ଶୀଘ୍ର ଆମ୍ଭମାନଙ୍କ ପ୍ରତି ଦୟା ଦଖାେଅ !ଆମ୍ଭମାନେେ ଆଜି କ୍ଷୀଣ ହାଇେଅଛୁ।

ଗୀତସଂହିତା 116:6
ସଦାପ୍ରଭୁ ଅସହାୟ ଲୋକମାନଙ୍କର ଯତ୍ନ ନିଅନ୍ତି। ମୁଁ ଯେତବେେଳେ ଦିନହୀନ ଥିଲି ସଦାପ୍ରଭୁ ମାେତେ ରକ୍ଷା କଲେ।

ଗୀତସଂହିତା 142:6
ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଶୁଣ। ମୁଁ ବହୁତ ଦୁର୍ବଳ ଅଟେ। ସହେି ଲୋକମାନଙ୍କଠାରୁ ମାେତେ ରକ୍ଷା କର ଯେଉଁମାନେ ମାେ ପଛରେ ଗୋଡ଼ାଇଛନ୍ତି। ସହେି ଲୋକମାନେ ମାେ ଠାରୁ ଅଧିକ ଶକ୍ତିଶାଳୀ।

ହିତୋପଦେଶ 26:7
ଲେଙ୍ଗଡ଼ୋର ଚରଣ ଯେପରି ଅଦରକାରୀ ଭାବେ ଝୁଲୁଥାଏ, ଅଜ୍ଞାନର ମୁଖ ରେ ହିତାପଦେେଶ ବାକ୍ଯ ଠିକ୍ ସହେିପରି।

ଯିଶାଇୟ 17:4
ସହେି ସମୟରେ ଯାକୁବର ଗୌରବ ଲୋପ ପାଇବ। ଯାକୁବର ସ୍ଥୁଳତା ହ୍ରାସ ପାଇବ ଓ ସେ ଦୁର୍ବଳ ଓ କ୍ଷୀଣ ଦଖାୟିବେ।

ଯିଶାଇୟ 19:6
ସମସ୍ତ ନଦୀ ଦୁର୍ଗନ୍ଧ ହବେ। ମିଶରର ସମସ୍ତ ନାଳ ଶୁଷ୍କ ହାଇେ ଜଳଶୂନ୍ଯ ହବେ। ସମସ୍ତ ଜଳଜ ଉଦ୍ଭିଦ ଶୁଖି ମରିଯିବେ।

ଯିଶାଇୟ 38:14
ମୁଁ କପୋତ, ଚାତକ ଓ ସାରସ ପକ୍ଷୀପରି ଶବ୍ଦ କଲି। ଉପରକୁ ଦୃଷ୍ଟି କରି କରି ମାରଚେକ୍ଷୁ କ୍ଲାନ୍ତ ହାଇଗେଲା। ହେ ସଦାପ୍ରଭୁ, ମୁଁ ବିପଦଗ୍ରସ୍ତ, ତୁମ୍ଭେ ମାେତେ ସାହାୟ୍ଯ କର।'

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்