Base Word
דְּקַק
Short Definitionto crumble or (transitive) crush
Long Definitionto break into pieces, fall into pieces, be shattered
Derivationcorresponding to H1854
International Phonetic Alphabetd̪ɛ̆ˈk’ɑk’
IPA moddɛ̆ˈkɑk
Syllabledĕqaq
Dictiondeh-KAHK
Diction Moddeh-KAHK
Usagebreak to pieces
Part of speechv

ଦାନିଏଲ 2:34
ଆପଣ ପ୍ରତିମାଟିକୁ ନିରୀକ୍ଷଣ କରୁଥିବା ସମୟରେ କର୍ତ୍ତିତ ହାଇନେଥିବା ଏକ ପ୍ରସ୍ତର ଶୂନ୍ଯ ରେ ଉଡିଆସି ସହେି ପ୍ରତିମାର ଲୌହ ଓ ମୃତ୍ତିକାମଯ ପାଦକୁ ଆଘାତ କରି ଖଣ୍ତ ବିଖଣ୍ତିତ କଲା।

ଦାନିଏଲ 2:35
ତା'ପ ରେ ସଂଗେ ସଂଗେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଖଣ୍ତ ଖଣ୍ତ ହାଇେ ଭାଙ୍ଗି ଗଲା। ଆଉ ସେ ସବୁ ଗ୍ରୀଷ୍ମକାଳୀନ ଖଳାର ତୁଷପରି ହେଲା। ବାଯୁ ସେସବୁକୁ ଉଡାଇ ନଇଗେଲା ଓ ତା'ର କିଛି ରହିଲା ନାହିଁ। ଆଉ ସହେି ପ୍ରତିମାକୁ ଆଘାତ କରିଥିବା ପ୍ରସ୍ତର ଏକ ପର୍ବତ ପରି ବଢିଲା ଓ ତାହା ସମୁଦାଯ ପୃଥିବୀକୁ ପରିପୂର୍ଣ୍ଣ କଲା।

ଦାନିଏଲ 2:40
ପୁଣି ତାହାପ ରେ ଚତୁର୍ଥରାଜ୍ଯ ଲୌହପରି ଶକ୍ତିଶାଳୀ ହବେ। ଲୌହ ଯେପରି ସମସ୍ତ ଦ୍ରବ୍ଯକୁ ଖଣ୍ତ ଖଣ୍ତ କରି ଚୁର୍ଣ୍ଣ କରେ, ସହେିପରି ସେ ରାଜ୍ଯ ଅନ୍ୟ ସମସ୍ତ ରାଜ୍ଯକୁ ଖଣ୍ତ ଖଣ୍ତ କରି ଧୂଳିସାତ୍ କରିବ।

ଦାନିଏଲ 2:40
ପୁଣି ତାହାପ ରେ ଚତୁର୍ଥରାଜ୍ଯ ଲୌହପରି ଶକ୍ତିଶାଳୀ ହବେ। ଲୌହ ଯେପରି ସମସ୍ତ ଦ୍ରବ୍ଯକୁ ଖଣ୍ତ ଖଣ୍ତ କରି ଚୁର୍ଣ୍ଣ କରେ, ସହେିପରି ସେ ରାଜ୍ଯ ଅନ୍ୟ ସମସ୍ତ ରାଜ୍ଯକୁ ଖଣ୍ତ ଖଣ୍ତ କରି ଧୂଳିସାତ୍ କରିବ।

ଦାନିଏଲ 2:44
ଚତୁର୍ଥ ରାଜ୍ଯର ରାଜତ୍ବ ସମୟରେ ସ୍ବର୍ଗସ୍ଥ ପରମେଶ୍ବର ଗୋଟିଏ ରାଜ୍ଯ ସ୍ଥାପନ କରିବେ। ସହେି ରାଜ୍ଯ ଅନନ୍ତକାଳସ୍ଥାଯୀ ହାଇେ ରହିବ। ଆଉ ମଧ୍ଯ ତାହା ଅନ୍ୟ ହାତକୁ ୟିବ ନାହିଁ। ଆଉ ଏହା ଅନ୍ୟ ସମସ୍ତ ରାଜ୍ଯଗୁଡିକୁ ଧ୍ବଂସ କରି ଦବେ।

ଦାନିଏଲ 2:45
ଏବଂ ଆପଣ ସ୍ବପ୍ନ ରେ ଦେଖିଲେ କୌଣସି ଲୋକଦ୍ବାରା ଛଦେିତ ହାଇେ ନଥିବା ଏକ ପ୍ରସ୍ତର ପର୍ବତରୁ ଆସିଲା ଓ ସହେି ପ୍ରସ୍ତର ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୁର୍ଣ୍ଣ କଲା। ତେଣୁ ଯାହା ଏହାପ ରେ ଘଟିବ ତାହା ମହାନ୍ ପରମେଶ୍ବର ଆପଣଙ୍କୁ ଜଣାଇଲେ। ଆଉ ଏହି ସ୍ବପ୍ନ ନିଶ୍ଚିତ ଓ ତାହାର ଅର୍ଥ ସତ୍ଯ।

ଦାନିଏଲ 6:24
ତା'ପ ରେ ରାଜା ଦାନିୟେଲଙ୍କ ବିରୁଦ୍ଧ ରେ ଅଭିଯୋଗକାରୀଙ୍କୁ ଆଣିବାକୁ ଆଜ୍ଞା କଲା। ତେଣୁ ସମାନଙ୍କେର ସ୍ତ୍ରୀମାନଙ୍କୁ ଓ ପିଲାମାନଙ୍କ ସହିତ ସମସ୍ତଙ୍କୁ ଆଣି ସିଂହମାନଙ୍କ ଗୁମ୍ଫା ରେ ନିକ୍ଷପେ କଲେ। ତଳେ ନପଡୁଣୁ ସିଂହମାନେ ସମାନଙ୍କେୁ ଭକ୍ଷଣ କରି ସମାନଙ୍କେର ଅସ୍ଥିଗୁଡିକୁ ଚର୍ବଣ କଲେ।

ଦାନିଏଲ 7:7
ଏହାପ ରେ ମୁଁ ରାତ୍ରିକାଳର ଦର୍ଶନ ରେ ଦେଖିଲି, ମାରେ ସମ୍ମୁଖ ରେ ଚତୁର୍ଥ ପଶୁ ଥିଲା। ସେ ଅତି ଭୟଙ୍କର, କ୍ଷମତାସମ୍ପନ୍ନ ଓ ଅତିଶଯ ବଳବାନ୍ ଥିଲା ଓ ତାହାର ବଡ ବଡ ଲୌହର ଦାନ୍ତ ଥିଲା। ସେ ଦୋଷୀମାନଙ୍କୁ ଗ୍ରାସ କଲା ଓ ଭାଙ୍ଗି ଚୂର୍ଣ୍ଣ କଲା। ଆଉ ଅବଶିଷ୍ଟ ଯାହା ରହିଲା ତାହା ପଦତଳେ ଦଳିତ କଲା। ସେ ପୂର୍ବବର୍ତ୍ତୀ ସବୁ ପଶୁମାନଙ୍କଠାରୁ ଭିନ୍ନ ଥିଲା ଓ ତାହାର ଦଶଟି ଶିଙ୍ଗ ଥିଲା।

ଦାନିଏଲ 7:19
ତା'ପ ରେ ମୁଁ ଚତୁର୍ଥ ପଶୁ ସମ୍ମନ୍ଧ ରେ ସମସ୍ତ ତଥ୍ଯ ଜାଣିବାକୁ ଇଚ୍ଛା କଲି। ଏହା ଅତି ଭୟଙ୍କର ଥିଲା ଓ ଏହାର ଲୁହାର ଦାନ୍ତ ଓ ପିତ୍ତଳ ନଖସବୁ ଥିଲା। ସେ ସବୁକିଛି ଭାଙ୍ଗି ଚୂର୍ଣ୍ଣ କଲା ଓ ଗ୍ରାସ କଲା ଓ ଅବଶିଷ୍ଟ ସବୁ ପାଦ ରେ ଦଳି ଦଲୋ।

ଦାନିଏଲ 7:23
ଆଉ ସେ ମାେତେ ବୁଝାଇ କହିଲେ, 'ଚତୁର୍ଥ ପଶୁ ପୃଥିବୀର ଚତୁର୍ଥ ରାଜ୍ଯ ହବେ, ତାହା ଅନ୍ୟ ସମସ୍ତ ରାଜ୍ଯଠାରୁ ଭିନ୍ନ ହବେ ଓ ସମୁଦାଯ ପୃଥିବୀକୁ ଗ୍ରାସ କରିବ। ଆଉ ପାଦ ରେ ଦଳି ଖଣ୍ତ ଖଣ୍ତ କରି ତାହା ଭାଙ୍ଗି ପକାଇବ।

Occurences : 10

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்