Base Word
הֲדַד
Short DefinitionHadad, the name of an idol, and of several kings of Edom, possibly a royal title
Long Definitionson of Ishmael
Derivationprobably of foreign origin (compare H0111)
International Phonetic Alphabethə̆ˈd̪ɑd̪
IPA modhə̆ˈdɑd
Syllablehădad
Dictionhuh-DAHD
Diction Modhuh-DAHD
UsageHadad
Part of speechn-pr-m

ଆଦି ପୁସ୍ତକ 36:35
ଯେତବେେଳେ ହୂଶମ ମୃତ୍ଯୁବରଣ କଲେ, ସଠାେରେ ହଦଦ୍ ରାଜତ୍ଯ କଲେ। ହଦଦ୍ ଥିଲେ ବଦଦର ପୁତ୍ର ହଦଦ୍ ମାଯାେବଠା ରେ ମିଦିଯନକୁ ଜଯ କଲେ। ହଦଦ୍ର ରାଜଧାନୀ ଥିଲା ଅବୀତ୍।

ଆଦି ପୁସ୍ତକ 36:36
ହଦଦ୍ ମୃତ୍ଯୁପରେ ମସ୍ତକୋ ନିବାସୀ ସମ୍ଲ ତାହା ପଦ ରେ ରାଜତ୍ବ କଲେ।

ପ୍ରଥମ ରାଜାବଳୀ 11:14
ଅନନ୍ତର ସଦାପ୍ରଭୁ ଇଦୋମୀଯ ହଦଦକୁ ଶଲୋମନଙ୍କର ବିପକ୍ଷ କରି ଉତ୍ପନ୍ନ କଲେ। ସେ ଇଦୋମୀଯ ରାଜବଂଶଜ ଥିଲେ।

ପ୍ରଥମ ରାଜାବଳୀ 11:17
ମାତ୍ର ସେତବେେଳେ ହଦଦ୍ ସାନ ପିଲା ଥିଲା। ସେ ତାଙ୍କର ପିତାଙ୍କର କେତକେ ଦାସ ସହିତ ମିଶରକୁ ପଳାଇ ୟାଇଥିଲା।

ପ୍ରଥମ ରାଜାବଳୀ 11:19
ଫାରୋ ହଦଦ୍ଙ୍କୁ ଅତି ଭଲ ପାଉଥିଲେ। ସେ ନିଜ ଭାର୍ୟ୍ଯା ତହପନେଷ୍ ରାଣୀର ଭଗିନୀକି ତାହା ସଙ୍ଗେ ବିବାହ ଦେଲେ।

ପ୍ରଥମ ରାଜାବଳୀ 11:21
ମିଶର ରେ ଥାଇ ହଦଦ୍ ସମ୍ବାଦ ପାଇଲେ ଦାଉଦଙ୍କର ମୃତ୍ଯୁ ହାଇେଛି ଓ ତାଙ୍କର ସନୋପତି ଯୋୟାବ ମଧ୍ଯ ମୃତ। ତେଣୁ ସେ ରାଜା ଫାରୋଙ୍କୁ କହିଲେ, ମାେତେ ସ୍ବଦେଶକୁ ୟିବାକୁ ଦିଅ।

ପ୍ରଥମ ରାଜାବଳୀ 11:21
ମିଶର ରେ ଥାଇ ହଦଦ୍ ସମ୍ବାଦ ପାଇଲେ ଦାଉଦଙ୍କର ମୃତ୍ଯୁ ହାଇେଛି ଓ ତାଙ୍କର ସନୋପତି ଯୋୟାବ ମଧ୍ଯ ମୃତ। ତେଣୁ ସେ ରାଜା ଫାରୋଙ୍କୁ କହିଲେ, ମାେତେ ସ୍ବଦେଶକୁ ୟିବାକୁ ଦିଅ।

ପ୍ରଥମ ରାଜାବଳୀ 11:25
ରଷୋଣ ଅରାମ ରେ ରାଜତ୍ବ କଲା। ସେ ଇଶ୍ରାୟେଲକୁ ଘୃଣା କଲା। ସେ ଶଲୋମନଙ୍କର ଓ ଇଶ୍ରାୟେଲର ୟାବଜ୍ଜୀବନ ବିପକ୍ଷ ହାଇେଥିଲା। ରଷୋଣ ଓ ହଦଦ୍ ଇଶ୍ରାୟେଲର ଅତି ଉତ୍ପାତର କାରଣ ଥିଲେ।

ପ୍ରଥମ ବଂଶାବଳୀ 1:46
ହୂଶମ୍ଙ୍କର ମୃତ୍ଯୁ ପରେ ହଦଦ୍ ନୂତନ ରାଜା ହେଲେ। ସେ ମାୟୋବ ଦେଶ ରେ ମିଦିଯନୀଯଙ୍କୁ ପରାସ୍ତ କଲେ। ତାଙ୍କ ନଗରର ନାମ ଥିଲା ଅବୀତ୍।

ପ୍ରଥମ ବଂଶାବଳୀ 1:47
ହଦଦ୍ଙ୍କର ମୃତ୍ଯୁ ପରେ ସମ୍ଲ ନୂତନ ରାଜା ହେଲେ। ଏହି ସମ୍ଲ ମସ୍ ରକୋରୁ ଆସିଥିଲେ।

Occurences : 12

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்