Base Word
הַמְנִיךְ
Short Definitiona necklace
Long Definitionnecklace, chain
Derivationbut the text is הֲמוּנֵךְ; of foreign origin
International Phonetic Alphabethɑmˈn̪ɪi̯k
IPA modhɑmˈniːχ
Syllablehamnîk
Dictionhahm-NEEK
Diction Modhahm-NEEK
Usagechain
Part of speechn-m

ଦାନିଏଲ 5:7
ଗଣକ, କଲଦୀଯ ଓ ଶୁଭାଶୁଭବାଦୀମାନଙ୍କୁ ତାଙ୍କ ସମ୍ମୁଖକୁ ରାଜା ଡକାଇଲେ। ସେ ବାବିଲୋନୀଯ ବିଦ୍ବାନମାନଙ୍କୁ କହିଲେ, ଯେ କହେି ଏହି ଲଖାେ ପଢିପାରିବ ଓ ତାହାର ଅର୍ଥ ବାହାର କରିପାରିବ, ତାଙ୍କୁ ମୁଁ ବାଇଗଣିଆ ରଙ୍ଗର ବସ୍ତ୍ର ଉପହାର ଦବେି ଓ ତାଙ୍କ କଣ୍ଠ ରେ ସୁବର୍ଣ୍ଣର ହାର ପିନ୍ଧାଇ ଦବେି। ଆଉ ସେ ରାଜ୍ଯର ତୃତୀୟ ସର୍ବୋଚ୍ଚ ଶାସନ କର୍ତ୍ତା ହବେ।

ଦାନିଏଲ 5:16
ମୁଁ ତୁମ୍ଭ ବିଷଯ ରେ ଶୁଣୁଅଛି ଯେ ତୁମ୍ଭେ ଅର୍ଥ ପ୍ରକାଶ ଓ ସନ୍ଦହେ ଭଞ୍ଜନ କରିପାର। ଏତେ ତୁମ୍ଭେ ଯଦି ଏହି ଲଖାେ ପାଠ କରି ତହିଁର ଅର୍ଥ ମାେତେ ଜଣାଇ ପାର, ତବେେ ମୁଁ ତୁମ୍ଭକୁ ବାଇଗଣିଆ ବସ୍ତ୍ର ଉପହାର ଦବେି ଓ ତୁମ୍ଭ କଣ୍ଠ ରେ ସୁବର୍ଣ୍ଣ ହାର ଲମ୍ବାଇବି। ଆଉ ତୁମ୍ଭେ ମାେ ରାଜ୍ଯ ରେ ତୃତୀୟ ସର୍ବୋଚ୍ଚ ଶାସନକର୍ତ୍ତା ହବେ।

ଦାନିଏଲ 5:29
ବଲେଶତ୍ସର ଆଜ୍ଞା ରେ ଲୋକମାନେ ଦାନିୟେଲଙ୍କୁ ବାଇଗଣିଆ ବସ୍ତ୍ର ପିନ୍ଧାଇଲେ ଓ ତାଙ୍କ କଣ୍ଠ ରେ ସୁବର୍ଣ୍ଣର ହାର ଦେଲେ। ଆଉ ସେ ରାଜ୍ଯର ତୃତୀୟ ସର୍ବୋଚ୍ଚ ଶାସନକର୍ତ୍ତା ହବେେ ବୋଲି ଘାଷେଣା କଲେ।

Occurences : 3

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்