Base Word
חוֹתָם
Short Definitiona signature-ring
Long Definitionseal, signet, signet-ring
Derivationor חֹתָם; from H2856
International Phonetic Alphabetħoˈt̪ɔːm
IPA modχo̞wˈtɑːm
Syllableḥôtām
Dictionhoh-TAWM
Diction Modhoh-TAHM
Usageseal, signet
Part of speechn-m

ଆଦି ପୁସ୍ତକ 38:18
ଯିହୁଦା ପଚାରିଲା, ତୁମ୍ଭେ ମାେତେ କ'ଣ ଦବୋ ପାଇଁ ଚାହୁଁଛ?

ଯାତ୍ରା ପୁସ୍ତକ 28:11
ଶିଳ୍ପ କର୍ମ ରେ ମୁଦ୍ରା ଖାେଳିବା ନ୍ଯାଯ ସହେି ଦୁଇ ମଣି ଉପରେ ଇଶ୍ରାୟେଲ ପୁତ୍ରଗଣର ନାମ ଖୋଳିବ। ପୁଣି ତାହା ଦୁଇ ସ୍ବର୍ଣ୍ଣ ଧାର ରେ ବନ୍ଦ କରିବ।

ଯାତ୍ରା ପୁସ୍ତକ 28:21
ଏହି ମଣି ଇଶ୍ରାୟେଲ ପୁତ୍ରମାନଙ୍କ ନାମ ନିମନ୍ତେ ସମାନଙ୍କେ ନାମ ଅନୁସାରେ ଦ୍ବାଦଶ ହବେ। ମୁଦ୍ରା ନ୍ଯାଯ ଖାଦେିତ ପ୍ରେତ୍ୟକକ ମଣି ରେ ସହେି ଦ୍ବାଦଶ ବଂଶ ନିମନ୍ତେ ପ୍ରେତ୍ୟକକ ପୁତ୍ରନ ନାମ ରହିବ।

ଯାତ୍ରା ପୁସ୍ତକ 28:36
ଶୁଦ୍ଧ ସୁବର୍ଣ୍ଣର ଏକ ପାତ୍ର ତିଆରି କର ଏବଂ େଛାଟ ମାହେର ରେ ଖାଦେିତ କଲାପରି ଏହା ଉପରେ ଖୋଦନ କର, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର।

ଯାତ୍ରା ପୁସ୍ତକ 39:6
କର୍ମୀଗଣ ଏଫୋଦ ରେ ଗୋମଦେକ ମଣିକୁ ସୁନା ରେ ଖଚିତ କରି ବ୍ଯବହାର କଲେ। ସହେି ମଣି ରେ ଇଶ୍ରାୟେଲ ସନ୍ତାନମାନଙ୍କର ନାମ ଲେଖିଲେ।

ଯାତ୍ରା ପୁସ୍ତକ 39:14
ଇଶ୍ରାୟେଲ ପୁତ୍ରମାନଙ୍କ ନାମାଙ୍କିତ ଏହି ସବୁ ମଣି ଲୋକମାନଙ୍କ ନାମ ଅନୁସାରେ ଦ୍ବାଦଶ ହେଲା। ପ୍ରେତ୍ୟକକ ମଣି ରେ ଇଶ୍ରାୟେଲର ଦ୍ବାଦଶ ପରିବାର ବର୍ଗର ଏକ ଏକ ନାମ ବିଚାରର୍ଥକ ବୁକୁପଟା ହାଇେ ରହିଲା।

ଯାତ୍ରା ପୁସ୍ତକ 39:30
ଏହାପରେ ସମାନେେ ଶୁଦ୍ଧ ସୁବର୍ଣ୍ଣ ରେ ପବିତ୍ର ମୁକୁଟର ଫଳକ ପ୍ରସ୍ତୁତ କରି ଖାଦେିତ ସଦାପ୍ରଙ୍କ ଉଦ୍ଦେଶ୍ଯ ରେ ପବିତ୍ର ଏହା ଏକ ମାହେର ପରି ଲେଖିଲେ।

ପ୍ରଥମ ରାଜାବଳୀ 21:8
ତହୁଁ ଈଷବଲେ ଆହାବ୍ଙ୍କ ନାମ ରେ ପତ୍ର ଲେଖି ତାଙ୍କର ମାହେର ମାରି ନାବୋତ ନଗରସ୍ଥ ଓ ତାହାର ପ୍ରାଚୀନଗଣଙ୍କ ପାଖରୁ ଓ ପ୍ରଧାନ ଲୋକମାନଙ୍କ ନିକଟକୁ ସହେି ପତ୍ର ପଠାଇଲେ।

ଆୟୁବ ପୁସ୍ତକ 38:14
ସମାନଙ୍କେ ଆଲୋକ ଦ୍ବାରା ପୃଥିବୀ ଏକ ମାଟିଗୁଳା ପରି ପରିବର୍ତ୍ତିତ ହେଲା। ଯେତବେେଳେ ଏହା ଏକ ମାହେର ଦ୍ବାରା ମାହେରାଙ୍କିତ ହେଲା। ଏହାର ଆକାର କୋଟର ଭାଙ୍ଗ ଭଳି ଛିଡ଼ା ହୁଏ।

ଆୟୁବ ପୁସ୍ତକ 41:15
ତା'ର ପିଠି ଧାର ଧାର ଢ଼ାଲ ପରି, ଯାହାକି ଦୃଢ଼ ଭାବରେ ସଂୟୁକ୍ତ ହାଇେଥାଏ।

Occurences : 14

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்