Base Word
חָמַל
Short Definitionto commiserate; by implication, to spare
Long Definition(Qal) to spare, pity, have compassion on
Derivationa primitive root
International Phonetic Alphabetħɔːˈmɑl
IPA modχɑːˈmɑl
Syllableḥāmal
Dictionhaw-MAHL
Diction Modha-MAHL
Usagehave compassion, (have) pity, spare
Part of speechv

ଯାତ୍ରା ପୁସ୍ତକ 2:6
ରାଜାଙ୍କର କନ୍ଯା ଯେତବେେଳେ ସହେି ଟୋକଇଟେିକୁ ଖାଲିେ ସହେି ଶିଶୁ ପୁତ୍ରକୁ ଦେଖିଲେ। ସହେି ଶିଶୁଟି କାନ୍ଦୁ ଥିଲା। ଏଥିପାଇଁ ସେ ତା ପାଇଁ ବହୁତ ଦୁଃଖ କଲେ। ସେ କହିଲେ, ଏହି ପିଲାଟି ଏବ୍ରୀଯ ମଧ୍ଯରୁ ଜଣଙ୍କର ଅଟେ।

ଦିତୀୟ ବିବରଣ 13:8
ସହେି ବ୍ଯକ୍ତିର କଥା ତୁମ୍ଭମାନେେ ଶକ୍ସ୍ଟଣିବା ଉଚିତ୍ ନକ୍ସ୍ଟହଁ। ସମାନଙ୍କେ ପାଇଁ ଅନକ୍ସ୍ଟକଐା ଦଖାେଅ ନାହିଁ। ତାଙ୍କୁ ମକ୍ସ୍ଟକ୍ତି ଦିଅ ନାହିଁ କି ତାଙ୍କୁ ସକ୍ସ୍ଟରକ୍ଷା ଦିଅନାହିଁ।

ପ୍ରଥମ ଶାମୁୟେଲ 15:3
ବର୍ତ୍ତମାନ ଅମାଲକେୀଯ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ ଘାଷେଣା କର। ତୁମ୍ଭେ ନିଶ୍ଚିତଭାବେ ଅମାଲକେୀଯମାନଙ୍କର ସର୍ବସ୍ବ ଧ୍ବଂସ କରିପାରିବ। ତୁମ୍ଭେ କିଛି ଜୀବନ୍ତ ଛାଡି ଆସିବ ନାହିଁ। ତୁମ୍ଭେ ସମସ୍ତ ପୁରୁଷ, ସ୍ତ୍ରୀ, େଛାଟପିଲା ଏପରିକି ଶିଶକ୍ସ୍ଟଛକ୍ସ୍ଟଆକକ୍ସ୍ଟ ମଧ୍ଯ ହତ୍ଯା କରିବ। ଆହକ୍ସ୍ଟରି ମଧ୍ଯ ସମାନଙ୍କେର ଗାଈ, ମେଣ୍ତା, ଓଟ ଓ ଗଧମାନଙ୍କୁ ହତ୍ଯା କରିବ।'

ପ୍ରଥମ ଶାମୁୟେଲ 15:9
ଯାହା ହେଉ ଶାଉଲ ଓ ତାଙ୍କର ଲୋକମାନେ ସବୁଠକ୍ସ୍ଟ ଭଲ ମଷେ, ବଳଦ ଓ ହୃଷ୍ଟପୃଷ୍ଟ ମଷେ ଶାବକଗୁଡିକୁ ଓ ସମସ୍ତ ରଖିବା ପାଇଁ ଉପ ଯୋଗୀ ସାମଗ୍ରି ସମାନେେ ରଖିଲେ। ସମାନେେ ସହେି ଦ୍ରବ୍ଯଗକ୍ସ୍ଟଡିକ ନଷ୍ଟ କରିବା ପାଇଁ ଚାହିଁଲେ ନାହିଁ। ସମାନେେ କବଳେ ରଖିବା ଉପଯୋଗୀ ନ ହବୋ ଜିନିଷକକ୍ସ୍ଟ ନଷ୍ଟ କଲେ।

ପ୍ରଥମ ଶାମୁୟେଲ 15:15
ଶାଉଲ କହିଲେ, ସୈନ୍ଯମାନେ ସମାନଙ୍କେୁ ଅମାଲକେୀୟମାନଙ୍କଠାରୁ ଆଣିଛନ୍ତି। ସୈନ୍ଯମାନେ ଉତ୍ତମ ଗୋରୁ ଓ ମଷେମାନଙ୍କୁ ସଦାପ୍ରଭୁ ତୁମ୍ଭର ପରମେଶଓରଙ୍କୁ ବଳିଦବୋ ନିମନ୍ତେ ରଖିଲେ ଓ ଅନ୍ୟମାନଙ୍କୁ ବିନାଶ କଲେ।

ପ୍ରଥମ ଶାମୁୟେଲ 23:21
ଶାଉଲ କହିଲେ, ତୁମ୍ଭେ ମାେତେ ସାହାର୍ୟ୍ଯ କରିଥିବାରକ୍ସ୍ଟ ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତକ୍ସ୍ଟ।

ଦିତୀୟ ଶାମୁୟେଲ 12:4
ତା'ପରେ ଜଣେ ୟାତ୍ରୀ ଆସିଲେ ଓ ସହେି ଧନୀ ଲୋକଙ୍କକ୍ସ୍ଟ ଦେଖିଲେ। ତହିଁରେ ସହେି ଧନୀ ଲୋକଟି, ତା' ନିକଟକକ୍ସ୍ଟ ଆସିଥିବା ଅତିଥି ପାଇଁ ରାନ୍ଧିବାକକ୍ସ୍ଟ ନିଜ ପଲରକ୍ସ୍ଟ ଓ ନିଜ ଗୋଠରକ୍ସ୍ଟ ନଇେ ମେଣ୍ତା ଖାଇବାକକ୍ସ୍ଟ ଦବୋକକ୍ସ୍ଟ ଇଛା କଲା ନାହିଁ। ମାତ୍ର ସହେି ଦରିଦ୍ର ଲୋକଟିର ମେଣ୍ତା ଛକ୍ସ୍ଟଆଟିକକ୍ସ୍ଟ ନଇେ ଅତିଥିଙ୍କ ପାଇଁ ରାନ୍ଧିଲା।

ଦିତୀୟ ଶାମୁୟେଲ 12:6
ସେ ଏପରି କର୍ମ କରିବାରକ୍ସ୍ଟ ଓ ସେ କିଛି ଦୟା ନକରିବାରକ୍ସ୍ଟ ସହେି ମେଣ୍ତାର ଗ୍ଭରିଗକ୍ସ୍ଟଣ ଫରୋଇ ଦବେ।

ଦିତୀୟ ଶାମୁୟେଲ 21:7
ମାତ୍ର ଶାଉଲଙ୍କର ପୌତ୍ର, ଯୋନାଥନର ପକ୍ସ୍ଟତ୍ର ମଫୀବୋଶତକକ୍ସ୍ଟ ରାଜା ରକ୍ଷା କଲେ। ଯେ ହତେକ୍ସ୍ଟ ସମାନଙ୍କେ ମଧିଅରେ ଅର୍ଥାତ୍ ଦାଉଦ ଓ ଶାଉଲଙ୍କର ପକ୍ସ୍ଟତ୍ର ଯୋନାଥନ ମଧିଅରେ ସଦାପ୍ରଭୁଙ୍କ ଶପଥ ଥିଲା।

ଦିତୀୟ ବଂଶାବଳୀ 36:15
ସଦାପ୍ରଭୁ, ସୋମନଙ୍କ ପୂର୍ବପୁରୁଷମାନଙ୍କର ପରମେଶ୍ବର, ତାଙ୍କର ଲୋକମାନଙ୍କୁ ଚତାବେନୀ ଦବୋ ନିମନ୍ତେ ଦୂତମାନଙ୍କୁ ବାରମ୍ବାର ପଠାଇଲେ। ସଦାପ୍ରଭୁ ତାଙ୍କର ମନ୍ଦିର ଓ ଏହି ଲୋକମାନଙ୍କ ନିମନ୍ତେ ଦୁଃଖ ଅନୁଭବ କରିବାରୁ ଏହି ପ୍ରକାର କଲେ।

Occurences : 41

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்