Base Word
חֹרֹנַיִם
Short DefinitionChoronajim, a place in Moab
Long Definitiona town of Moab
Derivationdual of a derivative from H2356; double cave-town
International Phonetic Alphabetħo.ro.n̪ɑˈjɪm
IPA modχo̞w.ʁo̞w.nɑˈjim
Syllableḥōrōnayim
Dictionhoh-roh-na-YIM
Diction Modhoh-roh-na-YEEM
UsageHoronaim
Part of speechn-pr-m

ଯିଶାଇୟ 15:5
ମାରହେୃଦଯ ମାୟୋବ ପାଇଁ ବିଳାପ କରୁଛି। ଲୋକମାନେ ଇଗ୍ନତ୍-ଶଲୀଶୀଯା ଓ ଦୂରସ୍ଥ ସୋଯରକୁ ନିରାପତ୍ତା ପାଇଁ ପଳାଯନ କରୁଛନ୍ତି। ସମାନେେ ରୋଦନ କରି କରି ଲୂହୀତ-ଘାଟୀ ଉପରକୁ ଉଠୁଛନ୍ତି। ହୋରୋନଯିମ ପଥରେ ଯାଉଥିଲା ବେଳେ ଉଚ୍ଚ ସ୍ବର ରେ ବିଳାପ କରୁଛନ୍ତି।

ଯିରିମିୟ 48:3
ହୋରୋନଯିମଠାରୁ କ୍ରନ୍ଦନର ଓ ମହାବିନାଶର ଶବ୍ଦ ଶୁଣ।

ଯିରିମିୟ 48:5
କାରଣ ଲୁହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରି ଉପରକୁ ଉଠିବେ। ଯେ ହତେୁ ହୋରୋନଯିମର ଗଡ଼ାଣି ପଥରେ ସମାନେେ ବିନାଶ ହତେୁ ସଙ୍କଟସୂଚକ କ୍ରନ୍ଦନ ଶୁଣିଅଛନ୍ତି।

ଯିରିମିୟ 48:34
ହିଶବୋନ ଓ ଇଲିଯାଲୀର କ୍ରନ୍ଦନ ୟାହସ ପର୍ୟ୍ଯନ୍ତ ଶୁଣା ୟାଇଅଛି। ଆଉ ମଧ୍ଯ ସହେି କ୍ରନ୍ଦନ ସୋଯରଠାରୁ ହୋରୋନଯିମ ଓ ଇଗ୍ଲଥ୍ ଗଲୀଶୀଯା ପର୍ୟ୍ଯନ୍ତ ଶ୍ରୁତିଗୋଚର ହାଇେଅଛି। କାରଣ ନିମ୍ରୀମର ଜଳସବୁ ଶୁଷ୍କ ହାଇେଅଛି।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்