Base Word
חָשַׁק
Short Definitionto cling, i.e., join, (figuratively) to love, delight in; elliptically; to deliver
Long Definition(Qal) to love, be attached to, long for
Derivationa primitive root; also interchangeable for H2820
International Phonetic Alphabetħɔːˈʃɑk’
IPA modχɑːˈʃɑk
Syllableḥāšaq
Dictionhaw-SHAHK
Diction Modha-SHAHK
Usagehave a delight, (have a) desire, fillet, long, set (in) love
Part of speechv
Base Word
חָשַׁק
Short Definitionto cling, i.e., join, (figuratively) to love, delight in; elliptically; to deliver
Long Definition(Qal) to love, be attached to, long for
Derivationa primitive root; also interchangeable for H2820
International Phonetic Alphabetħɔːˈʃɑk’
IPA modχɑːˈʃɑk
Syllableḥāšaq
Dictionhaw-SHAHK
Diction Modha-SHAHK
Usagehave a delight, (have a) desire, fillet, long, set (in) love
Part of speechv

ଆଦି ପୁସ୍ତକ 34:8
କିନ୍ତୁ ହମାରେ ଭାଇମାନଙ୍କୁ କହିଲେ, ମାରେ ପୁତ୍ର ଶିଖିମ ଦୀଣାକୁ ବିଭା ହବୋକୁ ଚା ହେଁ। ଦୟାକରି ତାଙ୍କୁ ତାହା ସହିତ ବିବାହ ଦିଅ।

ଯାତ୍ରା ପୁସ୍ତକ 27:17
ପୁଣି ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ ସକଳ ରୂପା ଛୁଞ୍ଚିଆ ରେ ବନ୍ଦ ହବେ ଓ ତା'ର ଅଙ୍ଗଡା ରୂପାର ଓ ଚୁଙ୍ଗୀ ପିତ୍ତଳର ହବେ।

ଯାତ୍ରା ପୁସ୍ତକ 38:17
ପୁଣି ସ୍ତମ୍ଭର ଆଧାରସବୁ କଂସାର ଥିଲା। ସ୍ତମ୍ଭର ଆଙ୍କଡା ଛଡ ରୂପାର ଥିଲା। ଏହି ସ୍ତମ୍ଭର ଉପର ଭାଗ ରୂପା ରେ ଛାଉଣୀ ହାଇେଥିଲା। ଏବଂ ଅଗଣାର ଖମ୍ବର ଛଡସବୁ ରୂପା ରେ ତିଆରି ହାଇେଥିଲା।

ଯାତ୍ରା ପୁସ୍ତକ 38:28
ସମାନେେ ଆଙ୍କୁଡା, ଛଡ ଏବଂ ଖମ୍ବଗୁଡିକର ଅଗ୍ରଭାଗକୁ 1 ,775 ଶକେଲ ରୂପା ରେ ଆଚ୍ଛାଦନ କଲେ।

ଦିତୀୟ ବିବରଣ 7:7
କାରଣ ତୁମ୍ଭମାନେେ ଅନ୍ୟ ଜାତିଗଣ ଅପେକ୍ଷା ଅଧିକ ସଂଖ୍ଯକ, ତାହା ନକ୍ସ୍ଟହଁ ଯେ, ସଦାପ୍ରଭୁ ତୁମ୍ଭମାନଙ୍କୁ ପ୍ ରମେ କଲେ ଓ ମନୋନୀତ କଲେ। କାରଣ ତୁମ୍ଭମାନେେ ସମସ୍ତ ଲୋକ ଅପେକ୍ଷା ସବୁଠକ୍ସ୍ଟ କମ୍ ଥିଲ।

ଦିତୀୟ ବିବରଣ 10:15
କବଳେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପ୍ରତି ସ୍ନହେ କରିବାକୁ ଏବଂ ସମାନଙ୍କେ ପରେ ସମାନଙ୍କେର ବଂଶଧରମାନଙ୍କୁ ବାଛିବାକକ୍ସ୍ଟ ସଦାପ୍ରଭୁଙ୍କର ସନ୍ତାଷେ ଥିଲେ। ସମାନଙ୍କେ ପରେ ଆଜି ପର୍ୟ୍ଯନ୍ତ ସମସ୍ତ ଜାତି ମଧ୍ଯରକ୍ସ୍ଟ ତକ୍ସ୍ଟମ୍ଭ ଜାତିଗଣଙ୍କକ୍ସ୍ଟ ମନୋନୀତ କରିଛନ୍ତି।

ଦିତୀୟ ବିବରଣ 21:11
ସହେି ବନ୍ଦୀମାନଙ୍କ ମଧିଅରେ କୌଣସି ସକ୍ସ୍ଟନ୍ଦରୀ ସ୍ତ୍ରୀ ଦେଖି ତାହା ପ୍ରତି ପ୍ ରମାେସକ୍ତ ହେଲେ ଯବେେ ତାହାକକ୍ସ୍ଟ ବିବାହ କରିବାକୁ ଇଚ୍ଛା କରେ,

ପ୍ରଥମ ରାଜାବଳୀ 9:19
ରାଜା ଶ ଲୋମନ ଶସ୍ଯ ଓ ଜିନିଷ ଗଚ୍ଛିତ ରଖିବା ପାଇଁ ଭଣ୍ତାର ନଗର, ରଥପାଇଁ ନଗର ଓ ଅଶ୍ବାରୋହୀମାନଙ୍କର ସୁରକ୍ଷା ନିମନ୍ତେ ନଗର ନିର୍ମାଣ କଲେ। ୟିରୁଶାଲମ ରେ, ଲିବାନୋନ ରେ ଓ ତାଙ୍କ ଶାସନାଧିନ ଦେଶ ବ୍ଯତୀତ ସେ ଯାହା ଇଚ୍ଛା କଲେ, ତାହା ନିର୍ମାଣ କଲେ।

ଦିତୀୟ ବଂଶାବଳୀ 8:6
ଏବଂ ଶଲୋମନ ବାଲତ୍ ସହର ଓ ଅନ୍ୟ ନଗରଗୁଡ଼ିକୁ ସୁଦୃଢ଼ କରିଥିଲେ, ଯେଉଁଠା ରେ ସେ ସୈନ୍ଯମାନଙ୍କ ଛାଉଣୀ ପକାଇଥିଲେ। ସେ ଆହୁରି ଅନକେ ନଗରସବୁ ନିର୍ମାଣ କଲେ, ଯେଉଁଠା ରେ ୟୁଦ୍ଧରଥ ସବୁ ରଖା ଯାଉଥିଲା ଓ ଅଶ୍ବାରୋହୀମାନେ ବାସ କରୁଥିଲେ। ଶଲୋମନ ୟିରୁଶାଲମ, ଲିବାନୋନ ରେ ଓ ସେ ରାଜା ଥିବା ସମସ୍ତ ଦେଶ ରେ ଯାହା ନିର୍ମାଣ କରିବାକୁ ଚାହିଁଲେ, ତାହା ନିର୍ମାଣ କଲେ।

ଗୀତସଂହିତା 91:14
ସଦାପ୍ରଭୁ କହନ୍ତି, ୟଦି କୌଣସି ଲୋକ ଆମ୍ଭଙ୍କୁ ପ୍ରମେ କରେ ଆମ୍ଭେ ତାଙ୍କୁ ରକ୍ଷା କରିବା ଓ ଯେଉଁମାନେ ଆମ୍ଭଙ୍କୁ ପ୍ରକୃତରେ ଜାଣନ୍ତି, ସମାନଙ୍କେୁ ଆମ୍ଭେ ଉଚ୍ଚରେ ରଖିବା।

Occurences : 11

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்