Base Word
טָחַן
Short Definitionto grind meal; hence, to be a concubine (that being their employment)
Long Definition(Qal) to grind, crush
Derivationa primitive root
International Phonetic Alphabett̪’ɔːˈħɑn̪
IPA modtɑːˈχɑn
Syllableṭāḥan
Dictiontaw-HAHN
Diction Modta-HAHN
Usagegrind(-er)
Part of speechv

ଯାତ୍ରା ପୁସ୍ତକ 32:20
ଏହାପରେ ମାଶାେ ସମାନେେ ତିଆରି କରିଥିବା ବାଛୁରୀକୁ ନଇଗେଲେ ଏବଂ ସେ ଏହାକୁ ନିଆଁ ରେ ତରଳାଇ ଦେଲେ। ଏହାପରେ ସେ ପଷେି ଦେଲେ ଏବଂ ତାକୁ ପାଣି ରେ ମିଶାଇ ଇଶ୍ରାୟେଲର ସମସ୍ତ ଲୋକଙ୍କୁ ସହେି ପାଣି ପାଆଇଲେ।

ଗଣନା ପୁସ୍ତକ 11:8
ଲୋକମାନେ ଏଣେ ତଣେେ ବୁଲି ମାନ୍ନା ସଂଗ୍ରହ କଲେ, ଚକି ରେ ତାକୁ ପଷେିଲେ, କିମ୍ବା କୁଟଣୀ ରେ ତାହା ଚୂର୍ଣ କରି କରଇେ ରେ ସିଦ୍ଧକରି ପିଠା ପ୍ରସ୍ତୁତ କଲେ, ଆଉ ଜୀତ ତୈଳ ରେ ପକ୍ବ ପିଠାପରି ତା'ର ସ୍ବାଦ ହେଲା।

ଦିତୀୟ ବିବରଣ 9:21
ମୁ ତୁମ୍ଭମାନଙ୍କର ପାପପୂର୍ଣ ବସ୍ତକ୍ସ୍ଟକକ୍ସ୍ଟ ଦଗ୍ଧ କଲି। ତୁମ୍ଭମାନେେ ଛାଞ୍ଚ ରେ ଢଳାଇଥିବା ବାଛକ୍ସ୍ଟରିକକ୍ସ୍ଟ ଅଗ୍ନି ରେ ଦଗ୍ଧ କଲି। ତା'ପରେ ମୁ ଏହାକକ୍ସ୍ଟ ଚୂର୍ଣ୍ଣ କଲି ଏବଂ ଧୂଳି ପରି ସକ୍ସ୍ଟକ୍ଷ୍ମ ହବୋ ପର୍ୟ୍ଯନ୍ତ ମୁ ଏହାକକ୍ସ୍ଟ ଦଳିଲି। ତା'ପରେ ଢାଞ୍ଚା ନିର୍ମିତ ବାଛକ୍ସ୍ଟରିର ଭସ୍ମକକ୍ସ୍ଟ ଜଳଷୋର୍ତ ରେ ନିକ୍ଷପେ କଲି। ଯାହା ପର୍ବତରକ୍ସ୍ଟ ଆସକ୍ସ୍ଟଥିଲା।

ବିଚାରକର୍ତାମାନଙ୍କ ବିବରଣ 16:21
ପଲେଷ୍ଟୀୟ ଲୋକମାନେ ଶାମ୍ଶାେନ୍ଙ୍କକ୍ସ୍ଟ ଅକ୍ତିଆର କଲେ। ସମାନେେ ତାଙ୍କର ଆଖିକକ୍ସ୍ଟ ଉପାଡି ଦେଲେ। ପକ୍ସ୍ଟଣି ତାଙ୍କୁ ଘସାକକ୍ସ୍ଟ ଆଣି ପିତ୍ତଳ ବେଢି ରେ ତାଙ୍କୁ ବାନ୍ଧି ରେ। ଆଉ ସେ କାରାଗାର ରେ ଚକି ପେଶିଲେ।

ଆୟୁବ ପୁସ୍ତକ 31:10
ତବେେ ମାରେ ସ୍ତ୍ରୀ ପରପୁରୁଷର ଖାଦ୍ୟ ରାନ୍ଧିପା ରେ, ଅନ୍ୟ ଜଣେ ପୁରୁଷ ତାକୁ ଶୟ୍ଯା ସଙ୍ଗିନୀ କରିବ।

ଉପଦେଶକ 12:3
ସହେି ଦିନ ଗୃହ ରକ୍ଷକମାନେ ଥରହର ହବେେ ଓ ବଳବାନ ଲୋକେ ଆପେ ନତ ହବେେଓ ପଷେିକାମାନେ ଅଳ୍ପ ସଂଖ୍ଯକ ଦବୋରୁ ନିବୃତ ହବେେ। ପୁଣି ସହେିମାନେ ଯେଉଁମାନେ ଝରକାରୁ ଉଙ୍କିମାରି ଦେଖନ୍ତି, ସମାନେେ ଅନ୍ଧ ହବେେ।

ଯିଶାଇୟ 3:15
ତୁମ୍ଭମାନେେ କେଉଁ ଅଧିକାର ରେ ମାରେ ଲୋକମାନଙ୍କୁ ଅତ୍ଯାଚାର କଲ ? କେଉଁ ଅଧିକାର ରେ ଦରିଦ୍ରମାନଙ୍କର ମୁଖକୁ ଘଷି ମଳିନ କଲ ?' ମାରେ ପ୍ରଭୁ, ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।

ଯିଶାଇୟ 47:2
ପଷେଣା ପଥର ରେ ଶସ୍ଯ ପଷେ, ତୁମ୍ଭର ଓଢ଼ଣି କାଢ଼, ତୁମ୍ଭର ଜାମା କାଢ଼ି ପକାଅ, ପାଦ ଅନାବୃତ କର। ନଦୀ ଓ େଛାଟ ନଦୀ ରେ ଚାଲିକରି ୟାଅ।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்