Base Word
יָאַשׁ
Short Definitionto desist, i.e., (figuratively) to despond
Long Definitionto despair
Derivationa primitive root
International Phonetic Alphabetjɔːˈʔɑʃ
IPA modjɑːˈʔɑʃ
Syllableyāʾaš
Dictionyaw-ASH
Diction Modya-ASH
Usage(cause to) despair, one that is desperate, be no hope
Part of speechv

ପ୍ରଥମ ଶାମୁୟେଲ 27:1
କିନ୍ତୁ ଦାଉଦ ନିଜେ ଚିନ୍ତା କଲେ, ମୁ ଦିନେ ଶାଉଲଙ୍କ ହାତ ରେ ଧରା ହବେି। ଏହା ସବୁଠକ୍ସ୍ଟ ଭଲ ହବେ। ମୁ ପଲେଷ୍ଟୀୟମାନଙ୍କ ଦେଶକକ୍ସ୍ଟ ୟାଇ ନିଜକକ୍ସ୍ଟ ରକ୍ଷା କରିବି। ତହିଁରେ ଶାଉଲ ଇଶ୍ରାୟେଲର ସମସ୍ତ ଅଞ୍ଚଳ ଖାଜେି ନିରାଶ ହବେ। ଏହିପରି ଭାବରେ ମୁ ତାଙ୍କର ହସ୍ତରକ୍ସ୍ଟ ରକ୍ଷା ପାଇବି।

ଆୟୁବ ପୁସ୍ତକ 6:26
ତୁମ୍ଭେ କ'ଣ ମାେତେ ସମାଲୋଚନା କରିବା ପାଇଁ ଯୋଜନା କରୁଛ ଯେ, ବିନା କୌଣସି ଆଶାର ବକ୍ତା ପବନ ପରି ଅଟେ।

ଉପଦେଶକ 2:20
ତେଣୁ ସୂର୍ୟ୍ଯ ତଳେ ମୁଁ ଯେଉଁ ପରିଶଯମ ରେ ପରିଶ୍ରାନ୍ତ ହଲିେ, ସେ ସବୁ ବିଷଯ ରେ ଆପଣା ଅନ୍ତକରଣକୁ ନିରାଶ କରାଇବାକୁ ପ୍ରବୃତ୍ତ ହଲିେ।

ଯିଶାଇୟ 57:10
ତୁମ୍ଭେ ଦୀର୍ଘପଥ ୟାତ୍ରା ୟୋଗୁଁ ଯଦିଓ କ୍ଲାନ୍ତ ହାଇେଥିଲ, ତଥାପି ତୁମ୍ଭେ ଭରସା ନାହିଁ ବୋଲି କହି ନ ଥିଲ। ତୁମ୍ଭେ ନୂତନ ବଳ ପାଇ ସତଜେ ହେଲ, ତେଣୁ ତୁମ୍ଭେ କ୍ଲାନ୍ତ ଅନୁଭବ କଲ ନାହିଁ।

ଯିରିମିୟ 2:25
ହେ ୟିହୁଦୀ, ତୁମ୍ଭେ ନିଶ୍ଚିତ ଯେ, ସେ ଦବଗେଣଙ୍କ ପଶ୍ଚାଦଗମନରୁ ନିବୃତ୍ତ ହବୋ ଉଚିତ୍ ଓ ସେ ଦବଗେଣଙ୍କ ନିମନ୍ତେ ନିଜର କଣ୍ଠ ଶୁଷ୍କ କରିବା ଉଚିତ୍ ନୁହେଁ। ମାତ୍ର ତୁମ୍ଭେ କହିଲ, 'ଆଉ ଦରକାର ନାହିଁ, କାରଣ ଆମ୍ଭେ ସହେି ବିଦେଶୀଯ ଦବଗେଣଙ୍କୁ ପୂଜା କରିଅଛୁ ଓ ସମାନଙ୍କେର ପଶ୍ଚାଦଗାମୀ ହବେୁ, ସମାନଙ୍କେୁ ଆମ୍ଭେ ଛାଡ଼ିବୁ ନାହିଁ।'

ଯିରିମିୟ 18:12
ମାତ୍ର ଯିହୁଦାବାସୀ କହନ୍ତି, 'ତୁମ୍ଭ କଥା ଆମ୍ଭେ ଶୁଣିବୁ ନାହିଁ। କାରଣ ତୁମ୍ଭମାନେେ ଆପଣା ଆପଣା ସଂକଳ୍ପ ଅନୁସାରେ କର୍ମ କରିବ। ଆମ୍ଭମାନେେ ପ୍ରେତ୍ୟକକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣ ବାଧ୍ଯତାନୁସା ରେ କର୍ମ କରି ଚାଲିବୁ।'

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்