Base Word
יִזְרְעֵאלִי
Short Definitiona Jizreelite or native of Jizreel
Long Definitionan inhabitant of Jezreel
Derivationpatronymically from H3157
International Phonetic Alphabetjɪd͡z.rɛ̆.ʕeʔˈlɪi̯
IPA modjiz.ʁɛ̆.ʕeʔˈliː
Syllableyizrĕʿēʾlî
Dictionyidz-reh-ay-LEE
Diction Modyeez-reh-ay-LEE
UsageJezreelite
Part of speecha

ପ୍ରଥମ ରାଜାବଳୀ 21:1
ଶମରିଯା ନଗରସ୍ଥ ରାଜା ଆହାବଙ୍କ ପ୍ରାସାଦ ନିକଟରେ ଏକ ଦ୍ରାକ୍ଷାକ୍ଷେତ୍ର ଥିଲା। ୟିଷ୍ରିଯଲେୀଯ ନିବାସୀ ନାବୋତ ଏହି ଦ୍ରାକ୍ଷାକ୍ଷେତ୍ରର ଅଧିକାରୀ ଥିଲେ।

ପ୍ରଥମ ରାଜାବଳୀ 21:4
ନାବୋତଙ୍କ କଥା ଆହାବ୍ଙ୍କୁ ବହୁତ ବାଧିଲା। ସେ ଅସନ୍ତୁଷ୍ଟ ହେଲେ ଓ ରାଗିଗଲେ। କାରଣ ନାବୋତ ତାଙ୍କର, ପୈତୃକ ସମ୍ପତ୍ତି ଦବେେ ନାହିଁ ବୋଲି ମନା କଲେ। ତେଣୁ ଏପରି ଖରାପ ମିଜାସ ରେ ସେ ଘରକୁ ଫରେିଲେ। ଏଣୁ ଆହାବ୍ ନ ଖାଇ ନ ପିଇ ଶୟ୍ଯା ରେ ପଡି ରହିଲେ।

ପ୍ରଥମ ରାଜାବଳୀ 21:6
ଆହାବ୍ ଉତ୍ତର ରେ କହିଲେ, ମୁଁ ୟିଷ୍ରିଯଲେୀଯ ନାବୋତକୁ କହିଲି, ତୁମ୍ଭ ଦ୍ରାକ୍ଷାକ୍ଷେତ୍ରଟି ମାେତେ ଦିଅ ଓ ତା' ବଦଳ ରେ ରେ ୗପ୍ୟମୁଦ୍ରା ନିଅ ନଚେତ୍ ତୁମ୍ଭର ପସନ୍ଦ ମୁତାବକ ତା'ରି ଅନୁରୂପ ଏକ ଦ୍ରାକ୍ଷାକ୍ଷେତ୍ର ନିଅ। ମାତ୍ର ସେ କହିଲା, ମୁଁ ତୁମ୍ଭକୁ ମାରେ ଦ୍ରାକ୍ଷାକ୍ଷେତ୍ର ଦବୋକୁ ଯାଉନାହିଁ।

ପ୍ରଥମ ରାଜାବଳୀ 21:7
ତାଙ୍କର ପତ୍ନୀ ଈଷବଲେ ତାଙ୍କୁ କହିଲେ, ତୁମ୍ଭେ କ'ଣ ଇଶ୍ରାୟେଲର ରାଜା ନୁହଁ? ଉଠ, ଭୋଜନ କର ଓ ତୁମ୍ଭର ମନ ଓ ଶରୀର ପୁଲକିତ ହେଉ। ମୁଁ ତୁମ୍ଭକୁ ୟିଷ୍ରିଯଲେୀଯ ନାବୋତର ଦ୍ରାକ୍ଷାକ୍ଷେତ୍ର ଦବେି।

ପ୍ରଥମ ରାଜାବଳୀ 21:15
ଯେତବେେଳେ ଈଷବଲେ ନାବୋତର ମୃତ୍ଯୁ ସମ୍ବାଦ ଶୁଣିଲେ, ସେ ଆହାବ୍ଙ୍କୁ କହିଲେ, ୟିଷ୍ରିଯଲେୀଯ ନାବୋତ ଯେ କି ରେ ୗପ୍ୟ ମୁଦ୍ରା ଦଇେ ଦ୍ରାକ୍ଷାକ୍ଷେତ୍ର ଦବୋକୁ ନାସ୍ତି କରିଥିଲା ସେ ବର୍ତ୍ତମାନ ମୃତ। ଏଣିକି ତୁମ୍ଭେ ତା'ର ଦ୍ରାକ୍ଷାକ୍ଷେତ୍ର ଅଧିକାର କର।

ପ୍ରଥମ ରାଜାବଳୀ 21:16
ତେଣୁ ଆହାବ୍ ଦ୍ରାକ୍ଷାକ୍ଷେତ୍ରକୁ ଗଲେ ଓ ସେ କ୍ଷତକେୁ ଅଧିକାର କଲେ।

ଦିତୀୟ ରାଜାବଳୀ 9:21
ଏଥି ରେ ଯୋରାମ କହିଲେ, ମାରେ ରଥ ପ୍ରସ୍ତୁତ କର।

ଦିତୀୟ ରାଜାବଳୀ 9:25
ଯହେୂ ତାଙ୍କର ସାରଥି ବିଦ୍କରକୁ କହିଲେ, ତାକୁ ଉଠାଇ ନଇେ ୟିଷ୍ରିଯଲେୀଯ ନାବୋତ କ୍ଷେତ୍ର ଭୂମିରେ ପକାଇ ଦିଅ। କାରଣ ଆରୋହଣ କରି ଏକତ୍ର ତାହାର ପିତା ଆହାବର ପଶ୍ଚାତ ଗମନ କରିବା ବେଳେ, ସଦାପ୍ରଭୁ କି ପ୍ରକା ରେ ମୁଁ ଓ ତୁମ୍ଭେ ତାହା ଉପରେ ଏହି ଭାରକ୍ତି ଥୋଇଥିଲେ ତାହା ସ୍ମରଣ କର।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்