Base Word
יָחַשׂ
Short Definitionto enroll by pedigree
Long Definition(Hithpael) to reckon genealogically, enrol on a genealogy, enrol, be enrolled
Derivationa primitive root; to sprout; used only as denominative from H3188
International Phonetic Alphabetjɔːˈħɑɬ
IPA modjɑːˈχɑs
Syllableyāḥaś
Dictionyaw-HAHS
Diction Modya-HAHS
Usage(number after, number throughout the) genealogy (to be reckoned), be reckoned by genealogies
Part of speechv

ପ୍ରଥମ ବଂଶାବଳୀ 4:33
ବାଲ ପରି କତେୋଟି ସୁଦୂରବର୍ତ୍ତୀ ଗ୍ରାମ ମଧ୍ଯ ଥିଲା। ଏହିସବୁ ସ୍ଥାନ ରେ ସମାନେେ ବାସ କରୁଥିଲେ। ଆହୁରି ମଧ୍ଯ ସମାନେେ ନିଜର ପରିବାରର ଇତିହାସ ଲେଖି ରଖୁଥିଲେ।

ପ୍ରଥମ ବଂଶାବଳୀ 5:1
ରୁବନ୍େ ଇଶ୍ରାୟେଲଙ୍କର ପ୍ରଥମଜାତ ପୁତ୍ର ଥିଲେ। ସେଥିପାଇଁ ସେ ବିଶଷେ ଆଶୀର୍ବାଦ ପାଇବାର ଉଚିତ୍ ଥିଲା, କିନ୍ତୁ ସେ ନିଜ ପିତାଙ୍କର ସ୍ତ୍ରୀଙ୍କ ସହିତ ୟୌନ ସମ୍ପର୍କ ସ୍ଥାପନ କରିଥିଲେ। ତେଣୁ ଏହି ସମସ୍ତ ଆଶୀର୍ବାଦ ଯୋଷଫଙ୍କେ ପୁତ୍ରଙ୍କୁ ଦିଆଗଲା।

ପ୍ରଥମ ବଂଶାବଳୀ 5:7
ପରିବାରର ଇତିହାସ ରେ ଯେଉଁପରି ଲଖାେ ୟାଇଅଛି, ଠିକ୍ ସହେିପରି ଯାୟେଲଙ୍କ ଭ୍ରାତୃଗଣ ଓ ତାହାଙ୍କ ପରିବାରବର୍ଗ ତାଲିକା କରା ୟାଇଅଛି। ୟିଯିଯଲେ ପ୍ରଥମ ପୁତ୍ର ଥିଲେ, ତା'ପରେ ଜିଖରିଯ।

ପ୍ରଥମ ବଂଶାବଳୀ 5:17
ଯୋଥମ୍ ଓ ୟାରବିଯାମଙ୍କ ସମୟରେ, ଗାଦ୍ଙ୍କ ଗୋଷ୍ଠୀ ଇତିହାସ ରେ ଏହି ବ୍ଯକ୍ତିମାନଙ୍କର ନାମ ଲିଖିତ ହାଇେଥିଲା। ଯୋଥମ୍ ଯିହୁଦାର ରାଜା ଓ ୟାରବିଯାମ ଇଶ୍ରାୟେଲର ରାଜା ଥିଲେ।

ପ୍ରଥମ ବଂଶାବଳୀ 7:5
ପରିବାରର ଇତିହାସରୁ ଜଣାପଡ଼େ ଯେ, ଇଷାଖରର ସମସ୍ତ ଗୋଷ୍ଠୀ ମଧିଅରେ 87,000 ଜଣ ବଳଶାଳୀ ଯୋଦ୍ଧା ଥିଲେ।

ପ୍ରଥମ ବଂଶାବଳୀ 7:7
ବଲୋଙ୍କର ପାଞ୍ଚପୁତ୍ର ଥିଲେ। ସମାନଙ୍କେର ନାମ ଥିଲା : ଇଷବୋନ୍, ଉଷ, ଉଷୀଯଲେ, ଯିରମୋେତ୍ ଓ ଈରୀ। ସମାନେେ ସମାନଙ୍କେ ପରିବାରର ମୁଖ୍ଯ ଥିଲେ। ସମାନଙ୍କେ ପରିବାରର ଇତିହାସରୁ ଜଣାୟାଏ ଯେ, ସମାନଙ୍କେ ମଧିଅରେ 22,034 ଜଣ ସୈନିକ ଥିଲେ।

ପ୍ରଥମ ବଂଶାବଳୀ 7:9
ସମାନଙ୍କେ ପରିବାରର ଇତିହାସ ଜଣାଏ ଯେ, ସମାନଙ୍କେର ମଧ୍ଯ 20,000 ଜଣ ସୈନିକ ଥିଲେ।

ପ୍ରଥମ ବଂଶାବଳୀ 7:40
ଏହି ବ୍ଯକ୍ତିମାନେ ଆଶରଙ୍କେ ବଂଶଧର ଥିଲେ। ସମାନେେ ସମାନଙ୍କେ ପରିବାରର ମୁଖ୍ଯ ଥିଲେ। ସମାନେେ ସର୍ବୋତ୍ତମ ବ୍ଯକ୍ତି ଥିଲେ। ସମାନେେ ସମସ୍ତେ ଯୋଦ୍ଧା ଓ ମହାନ୍ ନେତାଗଣ ଥିଲେ। ସମାନଙ୍କେ ପରିବାରର ଇତିହାସ ଜଣାଏ ଯେ, 26,000 ସୈନ୍ଯ ୟୁଦ୍ଧ ନିମନ୍ତେ ପ୍ରସ୍ତୁତ ହାଇେ ରହିଥିଲେ।

ପ୍ରଥମ ବଂଶାବଳୀ 9:1
ଇଶ୍ରାୟେଲର ସମସ୍ତ ଲୋକଙ୍କର ନାମ ସମାନଙ୍କେ ପରିବାରର ଇତିହାସ ରେ ଲିଖିତ ହାଇେଅଛି। ସହେି ପାରିବାରିକ ଇତହାସକୁ ଇଶ୍ରାୟେଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଅନ୍ତଭୁର୍କ୍ତ କରାୟାଇଛି।

ପ୍ରଥମ ବଂଶାବଳୀ 9:22
ପ୍ରବେଶ ଦ୍ବାରର ଦ୍ବାରପାଳ ନିମନ୍ତେ ସମୁଦାଯ 212 ଜଣ ଲୋକଙ୍କୁ ମନୋନୀତ କରାୟାଇଥିଲା। ସମାନଙ୍କେର ନାମ ସମାନଙ୍କେ ପରିବାର ଇତିହାସ ରେ ଓ ସମାନଙ୍କେ ଗ୍ରାମଗୁଡ଼ିକରେ ଲଖାୟୋଇଅଛି। ଦାଉଦ ଓ ଦର୍ଶକ ଶାମୁଯଲେ ସମାନଙ୍କେୁ ସହେି ଜାଗା ରେ ନିୟୁକ୍ତ କରିଥିଲେ। କାରଣ ସମାନେେ ବିଶ୍ବସ୍ତ ଥିଲେ।

Occurences : 20

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்