Base Word
אֲבִיהַיִל
Short DefinitionAbihail or Abichail, the name of three Israelites and two Israelitesses
Long Definitiona Levite in Moses's time
Derivationor (more correctly) אֲבִיחַיִל ; from H0001 and H2428; father (i.e., possessor) of might
International Phonetic Alphabetʔə̆.bɪi̯.hɑˈjɪl
IPA modʔə̆.viː.hɑˈjil
Syllableʾăbîhayil
Dictionuh-bee-ha-YIL
Diction Moduh-vee-ha-YEEL
UsageAbihail
Part of speechn-pr-m

ଗଣନା ପୁସ୍ତକ 3:35
ଆଉ ଅବୀହଯଲର ପୁତ୍ର ସୂରୀଯଲେ ମରାରି ପରିବାରବର୍ଗର ଅଧିପତି। ସମାନେେ ଉତ୍ତର ଦିଗ ରେ ଆବାସ ନିକଟରେ ଛାଉଣୀ ସ୍ଥାପନ କରିବେ।

ପ୍ରଥମ ବଂଶାବଳୀ 2:29
ଅବୀଶୂରଙ୍କର ପତ୍ନୀଙ୍କର ନାମ ଥିଲା : ଅବୀହଯିଲ୍। ସମାନଙ୍କେର ଦୁଇ ପୁତ୍ର ଥିଲେ। ସହେି ପୁତ୍ରମାନଙ୍କର ନାମ ଥିଲା : ଅହବାନ୍ ଓ ମାେଲୀଦ୍।

ପ୍ରଥମ ବଂଶାବଳୀ 5:14
ଏହି ବ୍ଯକ୍ତିମାନେ ଅବୀହଯିଲର ବଂଶଧର ଥିଲେ। ଅବୀ ହଯେିଲ ହୁରିଙ୍କର ପୁତ୍ର ଥିଲେ। ହୁରି ୟାରୋହଙ୍କ ପୁତ୍ର, ୟାରହୋ ଗିଲିଯଦଙ୍କ ପୁତ୍ର। ଗିଲିଯଦ୍ ମୀଖାଯଲଙ୍କେ ପୁତ୍ର, ମୀଖାଯେଲ୍ ୟିହିଶଯଙ୍କ ପୁତ୍ର, ୟିହିଶଯ ୟହଦୋଙ୍କ ପୁତ୍ର, ୟହଦୋ ବୂଷ୍ଙ୍କ ପୁତ୍ର ଥିଲେ।

ଦିତୀୟ ବଂଶାବଳୀ 11:18
ରିହବିଯାମ୍ ମହଲତ୍ଙ୍କୁ ବିବାହ କଲେ। ତାଙ୍କର ପିତା ଥିଲେ ଯିରମୋେତ୍ର। ତାଙ୍କର ମାତା ଥିଲେ ଅବୀହଯିଲ। ଯିରମୋେତ୍ର ଦାଉଦଙ୍କ ପୁତ୍ର ଥିଲେ। ଅବୀହଯିଲ ଇଲିଯାବ୍ଙ୍କ କନ୍ଯା ଥିଲେ। ଇଲିଯାବ୍ ୟିଶୀଙ୍କ ପୁତ୍ର ଥିଲେ।

ଏଷ୍ଟର ବିବରଣ 2:15
ଏହାପରେ, ରାଜାଙ୍କ ନିକଟକୁ ୟିବାପାଇଁ ଏଷ୍ଟରର ପାଳି ପଡିଲା। ଏଷ୍ଟର ମର୍ଦ୍ଦଖଯଙ୍କ ପାଳିତ କନ୍ଯା ଥିଲା। ସେ ମର୍ଦ୍ଦଖଯର କକା ଅବିହଯିଲର କନ୍ଯା ଥିଲା। ହଗଯେ ରାଜାଙ୍କର ନଫୁସକ ଓ ସ୍ତ୍ରୀଲୋକମାନଙ୍କର ତତ୍ତ୍ବାବଧାରକ, ଯାହା କହିଥିଲେ, ତାହା ଛଡା ଏଷ୍ଟର ଆଉ କିଛି ମାଗିଲା ନାହିଁ। ସମସ୍ତେ ଯେଉଁମାନେ ହଗଯକେୁ ଦେଖିଲେ, ତା ପ୍ରତି ଅନୁକମ୍ପା କଲେ।

ଏଷ୍ଟର ବିବରଣ 9:29
ତାପରେ, ଅବୀହଯିଲର କନ୍ଯା ରାଣୀ ଏଷ୍ଟର ଓ ୟିହୁଦୀଯ ମର୍ଦ୍ଦଖଯର ପୂରୀମ ଦିନ ବିଷଯ ରେ ସୁନିଶ୍ଚିତ କରିବା ପାଇଁ ସମାନଙ୍କେର ସମ୍ପୂର୍ଣ୍ଣ ଅଧିକାର ସହିତ ଦ୍ବିତୀୟ ପତ୍ର ଲେଖିଲେ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்