Base Word
יָעַף
Short Definitionto tire (as if from wearisome flight)
Long Definitionto be or grow weary, be fatigued, be faint
Derivationa primitive root
International Phonetic Alphabetjɔːˈʕɑp
IPA modjɑːˈʕɑf
Syllableyāʿap
Dictionyaw-AP
Diction Modya-AF
Usagefaint, cause to fly, (be) weary (self)
Part of speechv

ଯିଶାଇୟ 40:28
ତୁମ୍ଭେ କ'ଣ ଜାଣି ନାହଁ ? ତୁମ୍ଭେ କ'ଣ ଶୁଣି ନାହଁ ? ସେ ସମସ୍ତ ଜଗତର ସୃଷ୍ଟିକର୍ତ୍ତା। ଅନାଦି ଅନନ୍ତ ପରମେଶ୍ବର। ସଦାପ୍ରଭୁ କ୍ଲାନ୍ତ ହୁଅନ୍ତି ନାହିଁ କି ଶ୍ରାନ୍ତ ହୁଅନ୍ତି ନାହିଁ। ତାଙ୍କର ବୁଦ୍ଧି ବୋଧର ଅଗମ୍ଯ।

ଯିଶାଇୟ 40:30
ତରୁଣମାନେ କ୍ଲାନ୍ତ ଓ ଶ୍ରାନ୍ତ ହବେେ ଓ ୟୁବକମାନେ ଟଳି ପଡ଼ିବେ।

ଯିଶାଇୟ 40:31
ମାତ୍ର ଯେଉଁମାନେ ସଦାପ୍ରଭୁଙ୍କଠା ରେ ବିଶ୍ବାସ ରଖନ୍ତି, ସମାନେେ ନୂତନ ବଳ ପାଆନ୍ତି। ସମାନେେ ଚିଲ ପକ୍ଷୀପରି ଆକାଶ ରେ ଉଡ଼ନ୍ତି। ସମାନେେ କ୍ଲାନ୍ତ ନ ହାଇେ ସମାନେେ ଗମନ କରିବେ।

ଯିଶାଇୟ 44:12
କର୍ମକାର ପ୍ରତିମା ଗଢ଼ିଲାସବଲଳ ଲାଲ୍ ଉତ୍ତପ୍ତ ଅଙ୍ଗାରସର କର୍ମ କଲର ଓ ନିଜର ବଳିଷ୍ଠ ବାହୁ ସାହାୟ୍ଯସର ହାତୁଡ଼ିସର ତାହାର ଆକାର ତିଆରି କଲର,ସଯଲତଲବଲଳସସ କ୍ଷୁଧାର୍ତ୍ତ ହୁଏ, ତା'ର ଶକ୍ତି ହରାଏ ଓ ଜଳପାନ ନ କଲଲ ଦୁର୍ବଳସହାଇୟାଏ।

ଯିରିମିୟ 2:24
ଆଉ ତୁମ୍ଭେ ପ୍ରାନ୍ତର ରେ ବାସ କରୁଥିବା ବନ୍ଯ ଗର୍ଦ୍ଦଭୀ ପରି ଅଟ। ସେ ନିଜର ଋତୁ ସମୟରେ ବାଯୁ ଆଘ୍ରାଣ କରେ। କିଏ ତା'ର କାମ ଲିପ୍ସାରୁ ଅବରୋଧ କରିପାରିବେ ? ତାହାର ଅନ୍ବଷେଣକାରୀମାନଙ୍କର ଆପଣାମାନଙ୍କ କ୍ଲାନ୍ତ କରିବାର ଦରକାର ନାହିଁ। ସମାନେେ ତାଙ୍କର ନିଯମିତ ମାସ ରେ ତାକୁ ସହଜ ରେ ପାଇପାରିବେ।

ଯିରିମିୟ 51:58
ପୁଣି ସୈନ୍ଯାଧିପତି ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ପ୍ରଶସ୍ତ ସୁଦୃଢ଼ ପ୍ରାଚୀର ସମ୍ପୂର୍ଣ୍ଣ ରୂପେ ଉତ୍ପାଟିତ ହବେ ଓ ତାହାର ଉଚ୍ଚ ଦ୍ବାରସବୁ ଅଗ୍ନି ରେ ଦଗ୍ଧ ହବେ। ବାବିଲର ଲୋକମାନେ କଠିନ ପରିଶ୍ରମ କରିବେ ଓ ନଗରକୁ ରକ୍ଷା କରିବାକୁ କ୍ଲାନ୍ତ ହବେେ। ମାତ୍ର ତାହା କିଛି ସାହାୟ୍ଯ କରିବ ନାହିଁ। ସମାନେେ ସହେି ଅଗ୍ନି ଶିଖା ରେ ଜାଳଣେି ସ୍ବରୂପ ଦଗ୍ଧ ହବେେ।

ଯିରିମିୟ 51:64
ଆଉ ତୁମ୍ଭେ କହିବ, 'ଆମ୍ଭେ ବାବିଲ ଉପ ରେ ଯେଉଁ ଅମଙ୍ଗଳ ଘଟାଇବା, ତାହା ଏହିପରି ଜଳମଗ୍ନ ହବେ। ସେ ପୁନର୍ବାର ଉଠିବ ନାହିଁ। ସେ ବୁଡ଼ିବ, କାରଣ ସେ ଭୟଙ୍କର ତୁଷ୍କର୍ମ କରିଅଛି।' ଯିରିମିୟଙ୍କ ବାର୍ତ୍ତା ଏହିଠା ରେ ସମାପ୍ତ।

ଦାନିଏଲ 9:21
ଯେତବେେଳେ ମୁଁ ପ୍ରାର୍ଥନା କରୁଥିଲି, ମାରେ ପ୍ରଥମ ଦର୍ଶନ ରେ ଗାବ୍ରିଯଲେ ଯାହାକୁ ମୁଁ ମାେ ନିକଟକୁ ଉଡିକି ଆସିବାର ଦେଖିଲି। ସେ ସନ୍ଧ୍ଯା ବେଳେ ବଳିଦାନ ଉତ୍ସର୍ଗ ସମୟରେ ଆସି ମାେତେ ସ୍ପର୍ଶ କଲେ।

ହବକକୂକ 2:13
ସର୍ବଶକ୍ତିମାନ ସଦାପ୍ରଭୁ ସ୍ଥିର କରିଛନ୍ତି ଯେ ଅଗ୍ନି ସବୁ ଜିନିଷକୁ ପୋଡି଼ଦବେ ଯାହାସବୁ ଲୋକମାନେ ନିର୍ମାଣ କରିଥିଲେ। ସମାନଙ୍କେର ସହେି ସବୁ କାର୍ୟ୍ଯ ନିଷ୍ଫଳ ହବେ।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்