Base Word
יֶפֶת
Short DefinitionJepheth, a son of Noah; also his posterity
Long Definitionthe 3rd son of Noah whose descendants after the flood settled on the coastal lands of the Mediterranean spreading north into Europe and parts of Asia
Derivationfrom H6601; expansion
International Phonetic Alphabetjɛˈpɛt̪
IPA modjɛˈfɛt
Syllableyepet
Dictionyeh-PET
Diction Modyeh-FET
UsageJapheth
Part of speechn-pr-m

ଆଦି ପୁସ୍ତକ 5:32
ଏହାପରେ ନୋହଙ୍କୁ ଯେତବେେଳେ 500 ବର୍ଷ ବଯସ ସେ ତାଙ୍କର ପୁତ୍ରମାନଙ୍କୁ ଜନ୍ମ ଦେଲେ। ତାଙ୍କର ନାମ ଥିଲା ଶମେ, ହାମ ଓ ଯଫେତ୍।

ଆଦି ପୁସ୍ତକ 6:10
ନୋହଙ୍କର ତିନୋଟି ପୁତ୍ର ଥିଲେ। ସମାନେେ ହେଲେ ଶମେ, ହାମ ଓ ଯଫେତ୍।

ଆଦି ପୁସ୍ତକ 7:13
ହାମ ଓ ଯଫେତ୍ ନୋହଙ୍କର ପୁତ୍ରମାନେ ଆଉ ସମାନଙ୍କେର ସ୍ତ୍ରୀ ଓ ନୋହର ସ୍ତ୍ରୀ ଜାହାଜ ରେ ପ୍ରବେଶ କଲେ।

ଆଦି ପୁସ୍ତକ 9:18
ନୋହର ପୁତ୍ରମାନେ ତାଙ୍କୁ ଧରି ଜାହାଜରୁ ବାହାରିଲେ। ସମାନଙ୍କେର ନାମ, ଶମେ, ହାମ ଓ ଯଫେତ୍ (ହାମ ଥିଲେ କିଣାନର ପିତା)

ଆଦି ପୁସ୍ତକ 9:23
ସେତବେେଳେ ଶମେ ଓ ଯଫେତ୍ କାନ୍ଧ ରେ ବସ୍ତ୍ର ଘନେି ପଶ୍ଚାତ୍ ଗତି କରି ଆପଣାମାନଙ୍କର ପିତାଙ୍କର ଉତଗ୍ନତା ଆଚ୍ଛାଦନ କଲେ। ସମାନେେ ପଛ କରି ୟାଇଥିବାରୁ ପିତାଙ୍କର ଉତଗ୍ନତା ଦିଖି ପାରିଲେ ନାହିଁ।

ଆଦି ପୁସ୍ତକ 9:27
ପରମେଶ୍ବର ଯଫେତ୍କୁ ବହୁତ ଜମି ଦିଅନ୍ତୁ। ସେ ଶମରେ ତମ୍ବୁ ରେ ବାସ କରୁ। କିଣାନ ତାହାର ଦାସ ହେଉ।

ଆଦି ପୁସ୍ତକ 10:1
ନୋହର ପୁତ୍ରମାନେ ଥିଲେ, ଶମେ, ହାମ ଏବଂ ଯଫେତ୍। ବନ୍ଯାପରେ ଏହି ତିନିଜଣ ସମାନଙ୍କେର ସନ୍ତାନ ସନ୍ତତି ଜନ୍ମ ନଇେଥିଲେ।

ଆଦି ପୁସ୍ତକ 10:2
ଯଫେତ୍ଙ୍କର ପୁତ୍ରମାନେ ହେଲ, ଗୋମର, ମାଗୋଗ୍, ମାଦଯ, ତୁବଲ, ୟବନ, ମେଶକ ଓ ତିରସ।

ଆଦି ପୁସ୍ତକ 10:21
ଯଫେତର ବଡ଼ଭାଇ ଶମଙ୍କେର ମଧ୍ଯ ସନ୍ତାନ ସନ୍ତତି ଥିଲେ, ସହେି ଏବର ଯଫେତର ବଡ଼ଭାଇ ହିବ୍ରୁ ବଂଶଧରମାନଙ୍କ ଆଦିପୁରୁଷ ଥିଲେ।

ପ୍ରଥମ ବଂଶାବଳୀ 1:4
ନୋହଙ୍କର ପୁତ୍ରମାନଙ୍କର ନାମ ଥିଲା ଶମେ, ହାମ, ଯଫେତ୍।

Occurences : 11

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்