Base Word
יָרָה
Short Definitionproperly, to flow as water (i.e., to rain); transitively, to lay or throw (especially an arrow, i.e., to shoot); figuratively, to point out (as if by aiming the finger), to teach
Long Definitionto throw, shoot, cast, pour
Derivationor (2 Chronicles 26:15) יָרָא; a primitive root
International Phonetic Alphabetjɔːˈrɔː
IPA modjɑːˈʁɑː
Syllableyārâ
Dictionyaw-RAW
Diction Modya-RA
Usage(+) archer, cast, direct, inform, instruct, lay, shew, shoot, teach(-er,-ing), through
Part of speechv

ଆଦି ପୁସ୍ତକ 31:51
ଏହିଠା ରେ ଯେଉଁ ରାଶି ପୋତା ୟାଇଅଛି ପୁଣି ଆମ୍ଭ ଦୁହିଁଙ୍କର ମଧ୍ଯବର୍ତ୍ତୀ ସ୍ଥାପିତ ଏହି ସ୍ତମ୍ଭ ଦେଖ ଯାହାକି ଆମ୍ଭେ ଚୁକ୍ତି କରିଛୁ।

ଆଦି ପୁସ୍ତକ 46:28
ଯାକୁବ ଯୋଷଫଙ୍କେ ପାଖକୁ ଏହି ଖବର ଦବୋ ପାଇଁ ୟିଦୁହାଙ୍କୁ ଆଗ ରେ ପଠାଇଲେ। ଯିହୁଦା ଯୋଷଫଙ୍କେ ପାଖକୁ ଗଲେ। କାରଣ ସେ ତାଙ୍କୁ ଗୋଶନ ପ୍ରଦେଶକୁ ୟିବାକୁ ବାଟ ଦଖାଇବେେ।

ଯାତ୍ରା ପୁସ୍ତକ 4:12
ତେଣୁ ତୁମ୍ଭେ ୟାଅ ମୁଁ ସର୍ବଦା ତୁମ୍ଭ ସହିତ ରହିଅଛି। ମୁଁ ତୁମ୍ଭର ସହବର୍ତ୍ତୀ ହାଇେ ବକ୍ତବ୍ଯର କଥା ତୁମ୍ଭକୁ ଶିଖାଇବି।

ଯାତ୍ରା ପୁସ୍ତକ 4:15
ତୁମ୍ଭେ ହାରୋଣକୁ କହିବ ଏବଂ ତା'ର ପାଟି ରେ ବାକ୍ଯ ଦବେ। ମୁଁ ତୁମ୍ଭର ଜିହ୍ବା ସହିତ ଓ ତା'ର ଜିହ୍ବା ସହିତ ଥିବିଏବଂ ମୁଁ ତୁମ୍ଭମାନଙ୍କୁ କହିବି, ଯାହା ତୁମ୍ଭମାନଙ୍କୁ କହିବାକୁ ହବେ।

ଯାତ୍ରା ପୁସ୍ତକ 15:4
ସେ ଫାରୋଙ୍କର ରଥ ଏବଂ ସନ୍େଯମାନଙ୍କୁ ସମୁଦ୍ର ରେ ନିକ୍ଷପେ କରିଛନ୍ତି। ଫାରୋଙ୍କର ବଛା ବୀରମାନେ ସୂଫ ସାଗର ରେ ନିମଗ୍ନ ହାଇେ ଅଛନ୍ତି।

ଯାତ୍ରା ପୁସ୍ତକ 15:25
ମାଶାେ ସଦାପ୍ରଭୁଙ୍କୁ ଡାକି ପକାଇଲେ। ତେଣୁ ସଦାପ୍ରଭୁ ତାଙ୍କୁ ଏକ ବୃକ୍ଷ ଦଖାଇେଲେ। ମାଶାେ ସହେି ବୃକ୍ଷର ଶାଖାକୁ ଜଳ ରେ ପକାନ୍ତେ ଏହା ମଧୁର ହାଇଗେଲା।

ଯାତ୍ରା ପୁସ୍ତକ 19:13
କିଏ ପଥର ଛଚୋ ରେ ମରିବ ତ କିଏ ବାଣ ଦ୍ବାରା ମରିବ। କିନ୍ତୁ କହେି ଏହି ବ୍ଯକ୍ତିକୁ ହତ୍ଯା କରି ପାରିବେ ନାହିଁ। ଲୋକମାନଙ୍କୁ ଏହିପରି ତୂରୀ ବାଜୀବା ପର୍ୟ୍ଯନ୍ତ ଅପେକ୍ଷା କରିବାକୁ ପଡିବ। ଏହାପରେ ସମାନେେ ପର୍ବତ ଉପରକୁ ୟାଇ ପାରିବେ।

ଯାତ୍ରା ପୁସ୍ତକ 24:12
ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ପର୍ବତ ଉପରେ ମାେ ପାଖକୁ ଆସ। ଏଠା ରେ ରୁହ। ମୁଁ ପ୍ରସ୍ତର ଫଳକ ତୁମ୍ଭକୁ ଦବେି, ବ୍ଯବସ୍ଥା ଓ ଆଜ୍ଞା, ଯାହା ମୁଁ ସମାନଙ୍କେୁ ଶିକ୍ଷା ଦବୋକୁ ଲେଖିଛି।

ଯାତ୍ରା ପୁସ୍ତକ 35:34
ସଦାପ୍ରଭୁ ବତ୍ସଲଲେ ଓ ଅହଲୀଯାବକୁ ପ୍ରବୃତ୍ତ ଦେଲେ ଯେଉଁଥି ରେ ସମାନେେ ଲୋକମାନଙ୍କୁ ଏ ବିଷଯ ରେ ଶିକ୍ଷା ଦଇେ ପାରିବେ। ଅହଲୀଯାବ ଥିଲେ ଅହୀଷାମଙ୍କର ପୁତ୍ର, ୟିଏ କି ଦାନ ପରିବାରବର୍ଗ ଥିଲେ।

Occurences : 83

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்