Base Word
כִּבְשָׂה
Short Definitiona ewe
Long Definitionewe-lamb, lamb
Derivationor כַּבְשָׂה; feminine of H3532
International Phonetic Alphabetkɪbˈɬɔː
IPA modkivˈsɑː
Syllablekibśâ
Dictionkib-SAW
Diction Modkeev-SA
Usage(ewe) lamb
Part of speechn-f

ଆଦି ପୁସ୍ତକ 21:28
ଅବ୍ରହାମ ମଧ୍ଯ ମଷେପଲରୁ ସାତଟା ମଷେବତ୍ସା ଅଲଗା କରି ରଖିଲେ।

ଆଦି ପୁସ୍ତକ 21:29
ଅବିମଲକେ ଅବ୍ରହାମକୁ ପଚ଼ାରିଲେ, କାହିଁକି ତୁମ୍ଭେ ଏହି ସାତଟା ମଷେକୁ ଅଲଗା କଲ?

ଆଦି ପୁସ୍ତକ 21:30
ଅବ୍ରହାମ ଉତ୍ତର ଦଲୋ, ମୁଁ ଯେ ଏହି କୂପ ଖାେଳିଅଛି ତହିଁର ପ୍ରମାଣ ନିମନ୍ତେ ମାଠାରୁେ ଏହି ସାତଟା ମଷେ ବତ୍ସା ନବୋକୁ ହବେ।

ଲେବୀୟ ପୁସ୍ତକ 14:10
ଅଷ୍ଟମ ଦିନ ରେ ସେ କୁଷ୍ଠ ରୋଗୀ ଦୁଇ ନିଖୁଣ ମଷେବତ୍ସ, ଏକବର୍ଷୀଯା ଏକ ନିଖୁଣ ମଷେବତ୍ସା, ଶସ୍ଯ ନବୈେଦ୍ଯ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଲ ନବେ।

ଗଣନା ପୁସ୍ତକ 6:14
ପୁଣି ସେ ସଦାପ୍ରଭୁଙ୍କ ପାଇଁ ତାହାର ଭଟେି ଆଣିବ ଗୋଟିଏ ଏକବର୍ଷୀଯ ହୃଷ୍ଟପୃଷ୍ଟ ଫୁ ମଷେ ହାମବେଳି ପାଇଁ ଆଣିବ। ଗୋଟିଏ ହୃଷ୍ଟପୃଷ୍ଟ ମଷେ ପାପାର୍ଥକ ବଳି ନିମନ୍ତେ ଓ ଗୋଟିଏ ହୃଷ୍ଟପୃଷ୍ଟ ଅଣ୍ତିରା ମେଣ୍ତା ମଙ୍ଗଳାର୍ଥକ ନବୈେଦ୍ଯକୁ ରୂପେ ଉତ୍ସର୍ଗ କରିବ।

ଦିତୀୟ ଶାମୁୟେଲ 12:3
ମାତ୍ର ଦରିଦ୍ର ଲୋକଟିର ଗୋଟିଏ ସାନ ମେଣ୍ତା ଛକ୍ସ୍ଟଆ ବ୍ଯତୀତ ଆଉ କିଛି ନଥିଲା। ସେ ମଧ୍ଯ ତାକକ୍ସ୍ଟ କିଣି ପାଳକ୍ସ୍ଟଥିଲା। ତା' ସଙ୍ଗେ ଓ ତା'ର ବାଳକମାନଙ୍କ ସଙ୍ଗେ ସେ ଏକତ୍ର ବଢିଲା। ମେଣ୍ତା ଛକ୍ସ୍ଟଆଟି ତା'ର ନିଜ ତକ୍ସ୍ଟଣ୍ତରକ୍ସ୍ଟ ଆହାର ଖାଇଲା ଓ ତାହାର ନିଜ ପାତ୍ରରକ୍ସ୍ଟ ପାନ କଲା ଓ ତା'ର କୋଳ ରେ ମଧ୍ଯ ଶଯନ କଲା। ସହେି ମେଣ୍ତା ଛକ୍ସ୍ଟଆଟି ସେ ଗରୀବ ଲୋକଟିର ଝିଅପରି ବଢିଲା।

ଦିତୀୟ ଶାମୁୟେଲ 12:4
ତା'ପରେ ଜଣେ ୟାତ୍ରୀ ଆସିଲେ ଓ ସହେି ଧନୀ ଲୋକଙ୍କକ୍ସ୍ଟ ଦେଖିଲେ। ତହିଁରେ ସହେି ଧନୀ ଲୋକଟି, ତା' ନିକଟକକ୍ସ୍ଟ ଆସିଥିବା ଅତିଥି ପାଇଁ ରାନ୍ଧିବାକକ୍ସ୍ଟ ନିଜ ପଲରକ୍ସ୍ଟ ଓ ନିଜ ଗୋଠରକ୍ସ୍ଟ ନଇେ ମେଣ୍ତା ଖାଇବାକକ୍ସ୍ଟ ଦବୋକକ୍ସ୍ଟ ଇଛା କଲା ନାହିଁ। ମାତ୍ର ସହେି ଦରିଦ୍ର ଲୋକଟିର ମେଣ୍ତା ଛକ୍ସ୍ଟଆଟିକକ୍ସ୍ଟ ନଇେ ଅତିଥିଙ୍କ ପାଇଁ ରାନ୍ଧିଲା।

ଦିତୀୟ ଶାମୁୟେଲ 12:6
ସେ ଏପରି କର୍ମ କରିବାରକ୍ସ୍ଟ ଓ ସେ କିଛି ଦୟା ନକରିବାରକ୍ସ୍ଟ ସହେି ମେଣ୍ତାର ଗ୍ଭରିଗକ୍ସ୍ଟଣ ଫରୋଇ ଦବେ।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்