Base Word
כֶּלֶא
Short Definitiona prison
Long Definitionimprisonment, confinement, restraint
Derivationfrom H3607
International Phonetic Alphabetkɛˈlɛʔ
IPA modkɛˈlɛʔ
Syllablekeleʾ
Dictionkeh-LEH
Diction Modkeh-LEH
Usageprison
Part of speechn-m

ପ୍ରଥମ ରାଜାବଳୀ 22:27
ସମାନଙ୍କେୁ କହିବ ମୁଁ ୟୁଦ୍ଧରୁ ନିରାପଦ ରେ ଫରେିବା ପର୍ୟ୍ଯନ୍ତ ମୀଖାଯକୁ କାରାଗାର ରେ ରଖିବେ ଓ କିଛି ନଦଇେ ରୋଟୀ ଓ ପାଣି ଦବେ।

ଦିତୀୟ ରାଜାବଳୀ 17:4
ପରେ ହାେେଶୟ ମିଶରର ରାଜା ସୋଙ୍କ ନିକଟକୁ ଦୂତ ପଠାଇ ସାହାୟ୍ଯ ପାଇଁ ପଚାରିଲେ। ଅଶୂରର ରାଜା ହାେେଶୟଙ୍କର ଏ ଚକ୍ରାନ୍ତ ବିଷଯ ରେ ଜାଣିବାକୁ ପାଇଲେ। ହାେେଶୟ ମଧ୍ଯ ତାଙ୍କ ନିକଟକୁ ଏହି ବର୍ଷ ବାର୍ଷିକ ଭଟେି ପଠାଇଲେ ନାହିଁ। ଏଣୁ ଅଶୂରର ରାଜା ହାେେଶୟଙ୍କୁ ବନ୍ଦୀ କରି କରାଗାର ରେ ରଖିଲେ।

ଦିତୀୟ ରାଜାବଳୀ 25:27
ଅନନ୍ତର ଯିହୁଦାର ରାଜା ୟହୋଯାଖୀନଙ୍କ ବନ୍ଦୀତ୍ବର ସପ୍ତତ୍ରିଂଶ ବର୍ଷର ଦ୍ବାଦଶ ମାସ ରେ, ମାସର ସପ୍ତବିଂଶ ଦିନ ରେ ବାବିଲ ରାଜା ଇବିଲମରୋଦକ୍। ସେ ରାଜତ୍ବ ଆରମ୍ଭ କରିବା ବର୍ଷ ରେ ବନ୍ଦୀରୁ ଯିହୁଦାର ରାଜା ୟିହୋଯାଖୀନ୍କୁ ବାହାର କଲେ ଓ ତାଙ୍କୁ ଅନ୍ୟ ରାଜାଙ୍କଠାରୁ ତାଙ୍କୁ ଅଧିକ ମହତ୍ବପୂର୍ଣ୍ଣ ସ୍ଥାନ ରେ ବସିବାକୁ ଦେଲେ। ତାହା ବବେିଲୋନ ରେ ତାଙ୍କ ସହିତ ଏପରି ଥିଲା।

ଦିତୀୟ ରାଜାବଳୀ 25:29
ଇବିଲ-ମରୋଦକ ୟିହୋଯାଖୀନଙ୍କ କାରାଗାର ପୋଷାକ ବଦଳାଇ ଦଇେଥିଲେ ଓ ସେ ପ୍ରତିଦିନ ତାଙ୍କ ସହିତ ଗୋଟିଏ ମଜେ ରେ ୟାବଜ୍ଜୀବନ ଭୋଜନ କଲେ।

ଦିତୀୟ ବଂଶାବଳୀ 18:26
ଆମାେନ୍ ଓ ୟୋଯାଶ୍ଙ୍କୁ କୁହ, 'ରାଜା ଏହା କହିନ୍ତି : ମୀଖାଯଙ୍କୁ ବନ୍ଦୀଶାଳା ରେ ପକାଇଦିଅ। ମୁଁ ୟୁଦ୍ଧରୁ ଫରେି ନ ଆସିବା ପର୍ୟ୍ଯନ୍ତ ତାଙ୍କୁ ଅଳ୍ପ ରୋଟୀ ଓ ଜଳ ବ୍ଯତୀତ ଆଉ କିଛି ଖାଦ୍ୟ ଭୋଜନ କରିବାକୁ ଦବେ ନାହିଁ।'

ଯିଶାଇୟ 42:7
ତୁମ୍ଭେ ଅନ୍ଧମାନଙ୍କୁ ଚକ୍ଷୁସ୍ମାନ କରିବ, କାରାଗାରରୁ ବନ୍ଦୀମାନଙ୍କୁ ମୁକ୍ତ କରିବ ଓ ଅନ୍ଧକାର ରେ ସଢ଼ୁଥିବା ଲୋକମାନଙ୍କୁ ବନ୍ଦୀ ଗୃହରୁ ବାହାରକୁ ଆଣିବ।

ଯିଶାଇୟ 42:22
ଏହି ଲୋକମାନଙ୍କୁ ଦେଖ। ସମାନେେ ଅପହୃତ ଓ ଲୁଣ୍ଠିତ। ସମାନେେ ଗର୍ଭ ରେ ପାଶବଦ୍ଧ ଓ କାରାଗାର ରେ ଲୁଚା ୟାଇଛନ୍ତି। ସମାନଙ୍କେର ଧନ ଲୁଣ୍ଠିତ ହାଇେଛି। ସମାନଙ୍କେୁ ଉଦ୍ଧାର କରିବାକୁ କହେି ନାହାଁନ୍ତି। ସମାନଙ୍କେର ଲୁଣ୍ଠିତ ଦ୍ରବ୍ଯକୁ ଫରୋଇ ଦବୋ' ପାଇଁ କହିବାକୁ ମଧ୍ଯ କହେି ନାହିଁ।

ଯିରିମିୟ 37:15
ଆଉ ସହେି ଅଧିପତିମାନେ ଯିରିମିୟଙ୍କ ଉପ ରେ ଅତ୍ଯନ୍ତ କ୍ ରୋଧାନ୍ବିତ ହାଇେ ତାଙ୍କୁ ପ୍ରହାର କଲେ ଓ ଯୋନାଥନ୍ ଲେଖକ ଗୃହସ୍ଥିତ କାରାଗାର ରେ ରଖିଲେ। କାରଣ ସମାନେେ ଯୋନାଥନ୍ ଗୃହକୁ କାରାଗାର ରେ ପରିଣତ କରିଥିଲେ।

ଯିରିମିୟ 37:18
ଆଉ ଯିରିମିୟ ସିଦିକିଯ ରାଜାଙ୍କୁ କହିଲେ, ଆପଣଙ୍କ ବିରୁଦ୍ଧ ରେ, ଆପଣଙ୍କ ଦାସଗଣ ବିରୁଦ୍ଧ ରେ ଅବା ଏହି ଲୋକମାନଙ୍କ ବିରୁଦ୍ଧ ରେ ମୁଁ କି ପାପ କରିଅଛି ଯେ ଆପଣମାନେ ମାେତେ କାରାଗାର ରେ ରଖିଅଛନ୍ତି ?

ଯିରିମିୟ 52:33
ଆଉ ଯିହାୟୋଦାରଖୀନ୍ ଆପଣା କାରାଗାର ପୋଷାକ ବଦଳାଇ ଅବଶିଷ୍ଟ ଜୀବନ ରାଜାଙ୍କ ସମ୍ମୁଖ ରେ ଭୋଜନ କଲା।

Occurences : 10

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்