Base Word
אִילָן
Short Definitiona tree
Long Definitiontree
Derivationcorresponding to H0356
International Phonetic Alphabetʔɪi̯ˈlɔːn̪
IPA modʔiːˈlɑːn
Syllableʾîlān
Dictionee-LAWN
Diction Modee-LAHN
Usagetree
Part of speechn-m

ଦାନିଏଲ 4:10
ମୁଁ ଶୟ୍ଯା ରେ ଶୋଇଥିଲା ବେଳେ ମାେ ମନର ଦର୍ଶନ ଏହିପରି ଥିଲା। ମୁଁ ଅନାଇଲି ଓ ଦେଖିଲି ଭୂମଣ୍ତଳ ରେ ମଧ୍ଯସ୍ଥଳ ରେ ଏକ ବୃକ୍ଷ ଥିଲା ଓ ତାହା ଅତି ଉଚ୍ଚ ଥିଲା।

ଦାନିଏଲ 4:11
ସେ ବୃକ୍ଷ ବଢିଲା ଓ ଦୃଢ ହେଲା। ଉଚ୍ଚତା ରେ ତାହା ଆକାଶକୁ ସ୍ପର୍ଶ କଲା। ପୁଣି ପୃଥିବୀର ସବୁ ସ୍ଥାନ ରେ ତାହା ଦୃଶ୍ଯମାନ ହେଲା।

ଦାନିଏଲ 4:14
ସେ ଉଚ୍ଚସ୍ବର ରେ କହିଲେ, 'ଏହି ବୃକ୍ଷକୁ ଛଦନେ କର। ତହିଁରେ ଶାଖା ସବୁ କାଟି ପକାଅ, ତହିଁର ପତ୍ରସବୁ ଝାଡି ଦିଅ ଓ ଫଳଗୁଡିକୁ ବିଞ୍ଚି ଦିଅ। ତାହାର ତଳେଥିବା ପଶୁମାନେ ଓ ଶାଖା ରେ ଥିବା ପକ୍ଷୀମାନେ ପଳାଇ ୟାଆନ୍ତୁ।

ଦାନିଏଲ 4:20
ଆପଣ ଯେଉଁ ବୃକ୍ଷ ଦେଖିଲେ, ତାହା ଶକ୍ତିଶାଳୀ ହାଇେ ବଢିଲା ଓ ଉଚ୍ଚତା ରେ ଗଗନସ୍ପର୍ଶୀ ହେଲା। ତାହା ସମୁଦାଯ ପୃଥିବୀ ରେ ଦୃଶ୍ଯମାନ ହେଲା।

ଦାନିଏଲ 4:23
ଏବଂ ଆପଣ ମଧ୍ଯ ଦେଖିଲେ ଯେ, ସ୍ବର୍ଗରୁ ପବିତ୍ର ସ୍ବର୍ଗଦୂତ ଓହ୍ଲାଇ ଆସି କହିଲେ, 'ଏ ବୃକ୍ଷକୁ ବିନଷ୍ଟ କରି ଛଦନେ କର। କିନ୍ତୁ ଏହା ମୂଳକୁ ଲୌହ ଓ ପିତ୍ତଳ ବଡେି ରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧିଅରେ ରଖ। ଆଉ ତାହା ଆକାଶର କାକର ରେ ତିନ୍ତୁ ଓ ତାହା ଉପ ରେ ସାତବର୍ଷ ଅତିକ୍ରମ କରିବା ପର୍ୟ୍ଯନ୍ତ କ୍ଷେତ୍ରସ୍ଥ ପଶୁଗଣ ସହିତ ତାହାର ଅଂଶ ହେଉ।'

ଦାନିଏଲ 4:26
ଆଉ ବୃକ୍ଷର ମୂଳ, ଗଣ୍ତି ଛାଡିବାକୁ ଆଜ୍ଞା ଦିଆୟିବାର ଅର୍ଥ ଏହି ଯେ, ତୁମ୍ଭେ ପୁଣି ତୁମ୍ଭର ରାଜ୍ଯ ଫରେି ପାଇବ, କିନ୍ତୁ ତୁମ୍ଭେ ନିଶ୍ଚିତ ଅନୁଭବ କରିବା ଉଚିତ୍ ଯେ, ସର୍ବୋପରିସ୍ଥ ପରମେଶ୍ବର ରାଜ୍ଯ ରେ ଶାସନ କରନ୍ତି।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்