Base Word
כְּסוּת
Short Definitiona cover (garment); figuratively, a veiling
Long Definitioncovering, clothing
Derivationfrom H3680
International Phonetic Alphabetkɛ̆ˈsuːt̪
IPA modkɛ̆ˈsut
Syllablekĕsût
Dictionkeh-SOOT
Diction Modkeh-SOOT
Usagecovering, raiment, vesture
Part of speechn-f

ଆଦି ପୁସ୍ତକ 20:16
ଅବିମଲକେ ସାରାକୁ କହିଲା, ମୁଁ ତୁମ୍ଭର ଭାଇକୁ ସହସ୍ର ରୂପା ଖଣ୍ଡ ଦେଉଛି। ମୁଁ ଏପରି କରୁଛି କାରଣ ମୁଁ ଅନୁତପ୍ତ ଯେ ଯାହାକରିଛି ଭୁଲ କରିଛି। ମୁଁ ଚା ହେଁ ପ୍ରେତ୍ୟକକ ଦେଖନ୍ତୁ ଓ ହୃଦ୍ବୋଧ କରନ୍ତୁ ଯେ, ମୁଁ ଠିକ୍ କରୁଛି ବୋଲି।

ଯାତ୍ରା ପୁସ୍ତକ 21:10
ଯଦି ମୁନିବ ଅନ୍ୟ ଜଣେ ସ୍ତ୍ରୀକୁ ବିବାହ କରେ, ତବେେ ସେ ପ୍ରଥମ ସ୍ତ୍ରୀକୁ କବେେ ଅସୁବିଧ ରେ ପକାଇବ ନାହିଁ। ତା'ର ବିବାହୋଚିତ କର୍ତ୍ତବ୍ଯ ଯଥା: ଖାଦ୍ୟ, ବସ୍ତ୍ ରେ ଓ ଶାରିରୀକ ସମ୍ପର୍କରୁ ବଞ୍ଚିତ କରିବ ନାହିଁ।

ଯାତ୍ରା ପୁସ୍ତକ 22:27
ଯଦି ସେ ଲୋକର ଶରୀରକୁ ଆଚ୍ଛାଦନ କରିବା ପାଇଁ କୌଣସି ବସ୍ତ୍ର ନଥାଏ, ତବେେ ସେ କେଉଁଥି ରେ ଶାଇେବ? ଏବଂ ସେ ଯଦି ମାେତେ ଦୁଃଖ ରେ ଡାକେ, ତବେେ ମୁଁ ତା'ର କଥା ଶୁଣିବି କାରଣ ମୁଁ ଦୟାଳୁ।

ଦିତୀୟ ବିବରଣ 22:12
ତୁମ୍ଭେ ଆପଣା ଶରୀର ରେ ଉତ୍ତରୀଯ ବସ୍ତ୍ର ଗ୍ଭରି ଅଞ୍ଚଳ ରେ ଝକ୍ସ୍ଟଐା ବନାଇବ।

ଆୟୁବ ପୁସ୍ତକ 24:7
ଗରିବ ଲୋକେ ବିନା ବସ୍ତ୍ର ରେ ସାରା ରାତି ଶଯନ କରନ୍ତି। ଶୀତରୁ ରକ୍ଷା ପାଇବା ପାଇଁ ସମାନଙ୍କେ ନିକଟରେ ଘାଡ଼ୋଇବା ବସ୍ତ୍ର ନ ଥାଏ।

ଆୟୁବ ପୁସ୍ତକ 26:6
କିନ୍ତୁ ପରମେଶ୍ବର ସହେି ମୃତ ଲୋକକୁ ପରିଷ୍କାର ଭାବରେ ଦେଖିପାରନ୍ତି। ମୃତ୍ଯୁ ପରମେଶ୍ବରଙ୍କ ପାଖରୁ ଲୁଚିରହି ପାରିବ ନାହିଁ।

ଆୟୁବ ପୁସ୍ତକ 31:19
ଯେତବେେଳେ ବସ୍ତ୍ର ଅଭାବରେ କଷ୍ଟ ପାଉଥିବା ଲୋକମାନଙ୍କୁ, ପୋଷାକ ନ ଥିବା ଦରିଦ୍ରମାନଙ୍କୁ ମୁଁ ଯେ ତବେଳେ ଦେଖିଛି,

ଯିଶାଇୟ 50:3
ଆମ୍ଭେ ଆକାଶମଣ୍ଡଳକୁ କାଳିମା ପିନ୍ଧାଉ ଓ ଚଟବସ୍ତ୍ର ରେ ସହେି ସବୁର ଆଚ୍ଛାଦନ କରୁ।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்