Base Word
לֵאָה
Short DefinitionLeah, a wife of Jacob
Long Definitiondaughter of Laban, first wife of Jacob, and mother of Reuben, Simeon, Levi, Judah, Issachar, Zebulun, and Dinah
Derivationfrom H3811; weary
International Phonetic Alphabetleˈʔɔː
IPA modleˈʔɑː
Syllablelēʾâ
Dictionlay-AW
Diction Modlay-AH
UsageLeah
Part of speechn-pr-f

ଆଦି ପୁସ୍ତକ 29:16
ଲାବନର ଦୁଇଟି ଝିଅ ଥିଲେ। ବଡ଼ ଝିଅ ନାମ ଲୟୋ ଓ ସାନ ଝିଅର ନାମ ରାହେଲ।

ଆଦି ପୁସ୍ତକ 29:17
ରାହେଲ ବହୁତ ସୁନ୍ଦରୀ, ରୂପବତି ଥିଲେ ଏବଂ ଲୟୋର କୋମଳ ଦୁର୍ବଳ ଥିଲା

ଆଦି ପୁସ୍ତକ 29:23
ସହେିଦିନ ରାତି ରେ ଲାବନ ଯାକୁବଙ୍କ ପାଇଁ ତାଙ୍କର ଝିଅ ଲୟୋକୁ ଆଣିଲେ। ଯାକୁବ ଏବଂ ଲୟୋ ଉଭୟ ସହବାସ କଲେ।

ଆଦି ପୁସ୍ତକ 29:24
ଆଉ ଲାବନ ଆପଣା କନ୍ଯା ଲୟୋର ଦାସୀ ହବୋ ନିମନ୍ତେ ସିଳ୍ପା ନାମ୍ନୀ ଆପଣା ଦାସୀକୁ ଦଲୋ।

ଆଦି ପୁସ୍ତକ 29:25
ତା' ପରଦିନ ପ୍ରଭାତ ରେ ଯାକୁବ ଦେଖିଲା ସେ ଯାହା ସହିତ ରାତି ବିତାଇଛି ସେ ଲୟୋ ଥିଲା। ଯାକୁବ ଲାବନକୁ କହିଲା, ତୁମ୍ଭେ ମାେତେ ଠକିଛ। ମୁଁ ତୁମ୍ଭ ପାଇଁ କଠିନ ପରିଶ୍ରମ କଲି, ୟଦ୍ବାରା ମୁଁ ରାହେଲକୁ ବିବାହ କରି ପାରିବି। ତୁମ୍ଭେ କାହିଁକି ମାେତେ ଠକିଲ।

ଆଦି ପୁସ୍ତକ 29:30
ତେଣୁ ଯାକୁବ ରାହେଲ ସହିତ ସହବାସ କଲେ, ଏବଂ ଯାକୁବ ଲୟୋ ଅପେକ୍ଷା ରାହେଲକୁ ଅଧିକ ଭଲ ପାଇଲେ। ଯାକୁବ ଲାବନ ପାଇଁ ଆଉ ସାତ ବର୍ଷ କାମ କଲେ।

ଆଦି ପୁସ୍ତକ 29:31
ସଦାପ୍ରଭୁ ଦେଖିଲେ ଲଯା ଘୃଣିତ ହେଉଛି, ସେଥିପାଇଁ ସଦାପ୍ରଭୁ ଲୟୋକୁ ଗର୍ଭବତୀ କରାଇଲେ। ରାହେଲର କୌଣସି ସନ୍ତାନ ଜନ୍ମ ହେଲା ନାହିଁ।

ଆଦି ପୁସ୍ତକ 29:32
ଲୟୋ ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ। ସେ ତାହାର ନାମ ରୁବନ୍େ ଦେଲେ। ଲୟୋ ତାଙ୍କର ଏପରି ନାମ ଦେଲେ କାରଣ ସେ କହିଲେ, ସଦାପ୍ରଭୁ ମାରେ ଦୁଃଖ ଦେଖି ଅଛନ୍ତି। ମାରେ ସ୍ବାମୀ ମାେତେ ଭଲ ପାଇବେ।

ଆଦି ପୁସ୍ତକ 30:9
ଲୟୋ ଦେଖିଲା ସେ ଆଉ ପିଲା ଜନ୍ମ କରିପାରିବ ନାହିଁ। ତେଣୁ ସେ ଆପଣା ଦାସୀ ସିଳ୍ପାକୁ ଆଣି ଯାକୁବକୁ ଦଲୋ।

ଆଦି ପୁସ୍ତକ 30:10
ଏହାପରେ ସିଳ୍ପା ଏକ ପିଲା ଜନ୍ମ କଲା।

Occurences : 34

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்