Base Word
מְבוּסָה
Short Definitiona trampling
Long Definitiondowntreading, subjugation
Derivationfrom H0947
International Phonetic Alphabetmɛ̆.buːˈsɔː
IPA modmɛ̆.vuˈsɑː
Syllablemĕbûsâ
Dictionmeh-boo-SAW
Diction Modmeh-voo-SA
Usagetreading (trodden) down (under foot)
Part of speechn-f

ଯିଶାଇୟ 18:2
ସେ ସମୁଦ୍ର ପଥରେ ନଳ ନିର୍ମିତ ନେ ୗକା ରେ ଦୂତମାନଙ୍କୁ ପ୍ ରରଣେ କରିବେ, କ୍ଷିପ୍ର ଗତି ରେ ଚାଲୁଥିବା ଦୂତମାନଙ୍କୁ,

ଯିଶାଇୟ 18:7
ସହେି ସମୟରେ ଏକ ସ୍ବତନ୍ତ୍ର ଉପହାର ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନିକଟକୁ ଅଣା ହବେ। ସହେି ନବୈେଦ୍ଯ ସହେି ଦୀର୍ଘକାଯ ଓ ଶକ୍ତିଶାଳୀ ଲୋକମାନଙ୍କଠାରୁ ଆସିବ। ସବୁ ସ୍ଥାନ ରେ ଲୋକମାନେ ଏହି ଦୀର୍ଘକାଯ ଶକ୍ତିଶାଳୀ ଲୋକଙ୍କୁ ଭୟ କରିବେ। କାରଣ ସମାନେେ ଏକ ଶକ୍ତିଶାଳୀ ଗୋଷ୍ଠୀ। ସେ ଗୋଷ୍ଠୀ ଅନ୍ୟ ଗୋଷ୍ଠୀକୁ ପରାଜିତ କରିବେ। ସହେି ଦେଶ ନଦନଦୀ ଦ୍ବାରା ବିଭକ୍ତ ହାଇେଛି। ସହେି ନବୈେଦ୍ଯ ସିୟୋନ ପର୍ବତର ସଦାପ୍ରଭୁଙ୍କ ବାସ ସ୍ଥାନରୁ ଆସିବ।

ଯିଶାଇୟ 22:5
ସଦାପ୍ରଭୁ ଏକ ସ୍ବତନ୍ତ୍ର ଦିନ ବାଛିଛନ୍ତି। ସହେିଦିନ ସଠାେ ରେ ବିଦ୍ରୋହ ଓ ବ୍ଯାକୁଳତା ଦଖାେ ଦବେ। ଦର୍ଶନ ଉପତ୍ୟକା ରେ ଲୋକମାନେ ପରସ୍ପରକୁ ଦଳିବେ। ପ୍ରାଚୀରଗୁଡ଼ିକୁ ଭାଙ୍ଗି ପକାଇବେ। ସହେି ଲୋକମାନେ ଉପତ୍ୟକା ରେ ନଗରର ଲୋକମାନଙ୍କ ପ୍ରତି ପର୍ବତ ଉପ ରେ ଆର୍ତ୍ତନାଦ କରିବେ।

Occurences : 3

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்