Base Word
מָגוּר
Short Definitiona temporary abode; by extension, a permanent residence
Long Definitionsojourning place, dwelling-place, sojourning
Derivationor מָגֻר; from H1481 in the sense of lodging
International Phonetic Alphabetmɔːˈɡuːr
IPA modmɑːˈɡuʁ
Syllablemāgûr
Dictionmaw-ɡOOR
Diction Modma-ɡOOR
Usagedwelling, pilgrimage, where sojourn, be a stranger
Part of speechn-m

ଆଦି ପୁସ୍ତକ 17:8
ବର୍ତ୍ତମାନ ତୁମ୍ଭେ ଯେଉଁ ଦେଶ ରେ ଅସ୍ଥାଯୀ ଭାବରେ ବାସ କରୁଅଛ ତାହା ଚିରଦିନ ପାଇଁ ତୁମ୍ଭର ହବେ। ମୁଁ ତୁମ୍ଭକୁ ଏବଂ ତୁମ୍ଭ ଭବିଷ୍ଯତ୍ ବଂଶଧରମାନଙ୍କୁ କିଣାନର ସମଗ୍ର ଦେଶ ଚିରକାଳ ପାଇ ଦବେି ଏବଂ ମୁଁ ସମାନଙ୍କେର ପରମେଶ୍ବର ହବେି।

ଆଦି ପୁସ୍ତକ 28:4
ପରମେଶ୍ବର ଅବ୍ରହାମଙ୍କୁ ସେ ଆଶୀର୍ବାଦ କଲା ପରି ତୁମ୍ଭଠା ରେ ଓ ତୁମ୍ଭ ବଂଶକୁ ଆଶୀର୍ବାଦ ଦେଉ। ତହିଁରେ ପରମେଶ୍ବର ତୁମ୍ଭର ପ୍ରବାସ ସ୍ଥାନ ଯେଉଁଠା ରେ ତୁମ୍ଭେ ବାସ କରୁଛ। ବର୍ତ୍ତମାନ, ତାହା ପରମେଶ୍ବର ଅବ୍ରହାମଙ୍କୁ ଦଇେଥିଲେ।

ଆଦି ପୁସ୍ତକ 36:7
ଏଷୌ ତା'ର ସ୍ତ୍ରୀମାନଙ୍କୁ, ପୁତ୍ରମାନଙ୍କୁ, ଝିଅମାନଙ୍କୁ, ସମସ୍ତ ଦାସଦାସୀମାନଙ୍କୁ, ଗାଈ ଏବଂ ସମସ୍ତ ପଶୁମାନଙ୍କୁ ଏବଂ ତା'ର ଧନ ସମ୍ପତ୍ତି ଥିଲା ତାକୁ ଧରି ସଯେୀର ପର୍ବତ ରେ ବାସ କଲେ।

ଆଦି ପୁସ୍ତକ 37:1
ଯାକୁବ କିଣାନ ଦେଶ ରେ ବାସ କଲେ। ଯେଉଁ ସ୍ଥାନ ରେ ତାଙ୍କର ପିତା ବାସ କରିଥିଲେ।

ଆଦି ପୁସ୍ତକ 47:9
ଯାକୁବ ଫାରୋଙ୍କୁ କହିଲେ, ମାରେ ପ୍ରବାସ କାଳର ଦିନ 130 ବର୍ଷ, ମାରେ ପରମାଯୁର ଦିନ ଅଳ୍ପ ଓ ଆପଦଜନକ। ପୁଣି ମାରହେ ପୂର୍ବପୁରୁଷମାନଙ୍କର ପ୍ରବାସ କାଳୀନ ଆଯୁର ଦିନ ତୁଲ୍ଯ ନୁହେଁ।

ଆଦି ପୁସ୍ତକ 47:9
ଯାକୁବ ଫାରୋଙ୍କୁ କହିଲେ, ମାରେ ପ୍ରବାସ କାଳର ଦିନ 130 ବର୍ଷ, ମାରେ ପରମାଯୁର ଦିନ ଅଳ୍ପ ଓ ଆପଦଜନକ। ପୁଣି ମାରହେ ପୂର୍ବପୁରୁଷମାନଙ୍କର ପ୍ରବାସ କାଳୀନ ଆଯୁର ଦିନ ତୁଲ୍ଯ ନୁହେଁ।

ଯାତ୍ରା ପୁସ୍ତକ 6:4
ଆମ୍ଭେ ସମାନଙ୍କେ ସହିତ ଚୁକ୍ତି କରିଥିଲୁ ଏବଂ ମୁଁ ସମାନଙ୍କେୁ କିଣାନ ଦେଶ ଦବୋପାଇଁ ସମାନଙ୍କେଠା ରେ ପ୍ରତିଜ୍ଞା କରିଥିଲି। ସମାନେେ ସଠାେରେ ବାସ କରୁଥିଲେ କିନ୍ତୁ ସେ ଦେଶ ସମାନଙ୍କେର ନଥିଲା।

ଆୟୁବ ପୁସ୍ତକ 18:19
ତା'ର କୌଣସି ସନ୍ତାନ ସନ୍ତତି ଓ ନାତି ନାତୁଣୀ ହବେ ନାହିଁ। ତା' ପରିବାରର କହେି ଗୃହ ରେ ବାସ କରିବା ନିମନ୍ତେ ରହିବେ ନାହିଁ।

ଗୀତସଂହିତା 55:15
ମୁଁ ଇଚ୍ଛା କରେ ୟେ, ମୃତ୍ଯୁ ମାରେ ଶତ୍ରୁଗଣଙ୍କୁ ହଠାତ୍ ଆକ୍ରମଣ କରୁ, ମୁଁ ଇଚ୍ଛାକରେ ପୃଥିବୀ ଖାଲିେ ହାଇଯୋଉ ଓ ସମାନଙ୍କେୁ ଜିଅନ୍ତା ଗ୍ରାସ କରି ଗମନ କରନ୍ତୁ। କାରଣ ସମାନଙ୍କେର ବାସସ୍ଥାନରେ ସମାନଙ୍କେ ମଧ୍ୟରେ ଦୁଷ୍ଟତା ଅଛି।

ଗୀତସଂହିତା 119:54
ମାରେ ଗୃହରେ ମୁଁ ତୁମ୍ଭର ବ୍ଯବସ୍ଥାସବୁ ଗାନ କରେ।

Occurences : 11

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்