Base Word
מוֹעֵצָה
Short Definitiona purpose
Long Definitioncounsel, plan, principal, device
Derivationfrom H3289
International Phonetic Alphabetmo.ʕeˈt͡sˤɔː
IPA modmo̞w.ʕeˈt͡sɑː
Syllablemôʿēṣâ
Dictionmoh-ay-TSAW
Diction Modmoh-ay-TSA
Usagecounsel, device
Part of speechn-f

ଗୀତସଂହିତା 5:10
ହେ ପରମେଶ୍ବର ସମାନଙ୍କେୁ ଶାସ୍ତି ଦିଅ। ସମାନେେ ବାନ୍ଧିଥିବା ଫାଶରେ ସମାନଙ୍କେୁ ପକାଇ ଦିଅ। ସମାନେେ ତୁମ୍ଭର ବିରୁଦ୍ଧାଚରଣ କରିଛନ୍ତି, ତଣେୁ ସମାନଙ୍କେର ଅନକେ ଅପରାଧ ପାଇଁ ସମାନଙ୍କେୁ ଶାସ୍ତି ବିଧାନ କର।

ଗୀତସଂହିତା 81:12
ତଣେୁ ଆମ୍ଭେ ସମାନଙ୍କେୁ ସମାନଙ୍କେର ଇଚ୍ଛାନୁସାରେ କାର୍ୟ୍ଯ କରିବାକୁ ଦଲେୁ। ଇଶ୍ରାୟେଲୀୟମାନେ ସମାନଙ୍କେର ଇଚ୍ଛାନୁସାରେ କାର୍ୟ୍ଯମାନ କଲେ।

ହିତୋପଦେଶ 1:31
ନିର୍ବୋଧ ଲୋକମାନେ ନିର୍ବୋଧ ଜୀବନଶୈଳିକୁ ପରିଚାଳିତ ଦିଅନ୍ତି, ଯାହା ସମାନଙ୍କେୁ ବିନାଶ କରିବ। ନିର୍ବୋଧମାନେ କୁକର୍ମର ପ୍ରତିଫଳ ନିମନ୍ତେ ସମାନେେ ଧ୍ବଂସ ପାଇବେ।

ହିତୋପଦେଶ 22:20
ମୁଁ ତୁମ୍ଭମାନଙ୍କ ପାଇଁ ତିରିଶଟି ସତ୍ଯତାରୂପ ବାକ୍ଯ ଲେଖିଅଛି। ସଗେୁଡ଼ିକ ଜ୍ଞାନ ଗର୍ଭକପୂର୍ଣ୍ଣ ଉପଦେଶ ଅଟେ।

ଯିରିମିୟ 7:24
ମାତ୍ର ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ଆମ୍ଭ କଥା ଶୁଣିଲେ ନାହିଁ। ସମାନେେ ସେଥିପ୍ରତି ଧ୍ଯାନ ଦେଲେ ନାହିଁ। ସମାନେେ ଅବାଧ୍ଯ ହାଇେ ନିଜ ନିଜ ମନ୍ତ୍ରଣା ରେ ଚାଳିତ ହେଲେ। ସମାନେେ ନିଜର ଦୁଷ୍ଟ ଅନ୍ତଃକରଣ ଯୋଗୁଁ ପଶ୍ଚାତବର୍ତ୍ତୀ ହେଲେ, ଅଗ୍ରଗାମୀ ହେଲେ ନାହିଁ।

ହୋଶେୟ 11:6
ଖଣ୍ତା ସମାନଙ୍କେ ନଗର ବିରୁଦ୍ଧ ରେ ଝୁଲିବ। ଏହା ସମାନଙ୍କେର ଶକ୍ତିଶାଳୀ ଲୋକଙ୍କୁ ହତ୍ଯା କରିବ। ଏହା ସମାନଙ୍କେର ନେତାମାନଙ୍କୁ ଧ୍ବଂସ କରିବ।

ମୀଖା 6:16
କାହିଁକି ଏସବୁ ଘଟିବ? କାରଣ ତୁମ୍ଭେ ଅମ୍ରିଙ୍କ ବ୍ଯବସ୍ଥା ପାଳନ କରୁଛ ଏବଂ ଆହାବ ବଂଶର ପାଳିତ ସମସ୍ତ ଅବିଧିକୁ ଅନୁସରଣ କରୁଛ। ଯେ ହତେୁ ସମାନଙ୍କେ ପରାମର୍ଶ ଗ୍ରହଣ କରିଛ, ତେଣୁ ଆମ୍ଭେ ତୁମ୍ଭକୁ ବିନାଶ କରିବା। ଯେତବେେଳେ ସମାନେେ ତୁମ୍ଭର ବିଧ୍ବସ୍ତ ନଗର ଦେଖିବେ ସମାନେେ ବିସ୍ମଯ ରେ ସିଟି ବଜାଇବେ। ଅନ୍ୟ ଗୋଷ୍ଠୀର ଲଜ୍ଜା ଅପମାନ ତୁମ୍ଭେ ବହନ କରିବ।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்