Base Word
מוֹקֵשׁ
Short Definitiona noose (for catching animals) (literally or figuratively); by implication, a hook (for the nose)
Long Definitionbait, lure, snare
Derivationor מֹקֵשׁ; from H3369
International Phonetic Alphabetmoˈk’eʃ
IPA modmo̞wˈkeʃ
Syllablemôqēš
Dictionmoh-KAYSH
Diction Modmoh-KAYSH
Usagebe ensnared, gin, (is) snare(-d), trap
Part of speechn-m

ଯାତ୍ରା ପୁସ୍ତକ 10:7
ଏହାପରେ ଫାରୋଙ୍କର କର୍ମଚାରୀମାନେ ତାଙ୍କୁ କହିଲେ, କେତଦେିନ ୟାଏ ଏ ମନୁଷ୍ଯ ଆମ୍ଭମାନଙ୍କର ଫାନ୍ଦ ସ୍ବରୂପ ହାଇେଥିବ। ସମାନଙ୍କେୁ ୟିବାକୁ ଦିଅ ଏବଂ ସଦାପ୍ରଭୁ ସମାନଙ୍କେ ପରମେଶ୍ବରଙ୍କୁ ଉପାସନା କରିବାକୁ ଦିଅ। ତୁମ୍ଭେ ଅନୁଭବ କରୁନାହିଁ କି ମିଶର ଧ୍ବଂସ ହେଉଅଛି ବୋଲି?

ଯାତ୍ରା ପୁସ୍ତକ 23:33
ସେମାନେ ତୁମ୍ଭ ଦେଶରେ ବାସ କରିବେ ନାହିଁ। ସେମାନେ ବାସ କଲେ ଆମ୍ଭ ବିରୁଦ୍ଧରେ ତୁମ୍ଭକୁ ପାପ କରାଇବେ। ତୁମ୍ଭେ ଯେବେ ସେମାନଙ୍କ ଦେବତାଗଣଙ୍କୁ ପୂଜା କର, ତେବେ ତାହା ତୁମ୍ଭର ଫାନ୍ଦ ସ୍ୱରୂପ ହେବ।”

ଯାତ୍ରା ପୁସ୍ତକ 34:12
ସାବଧାନ! ତୁମ୍ଭମାନେେ ଯେଉଁ ଦେଶକୁ ଯାଉଛ ସମାନଙ୍କେ ସହିତ କୌଣସି ଚୁକ୍ତି କର ନାହିଁ। ଯଦି ତୁମ୍ଭମାନେେ ସହେି ଲୋକମାନଙ୍କ ସହିତ କୌଣସି ଚୁକ୍ତି କର, ତବେେ ଏହା ତୁମ୍ଭମାନଙ୍କ ପାଇଁ ଅସୁବିଧା ହବେ।

ଦିତୀୟ ବିବରଣ 7:16
ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତକ୍ସ୍ଟମ୍ଭ ହସ୍ତ ରେ ଯେଉଁ ଲୋକମାନଙ୍କୁ ସମର୍ପଣ କରିବେ, ତୁମ୍ଭେ ସମାନଙ୍କେୁ ଗ୍ରାସ କରିବ। ତୁମ୍ଭର ଚକ୍ଷକ୍ସ୍ଟ ସମାନଙ୍କେୁ ଦୟା କରିବ ନାହିଁ। କିଅବା ତୁମ୍ଭେ ସମାନଙ୍କେ ଦବଗେଣକକ୍ସ୍ଟ ସବୋ କରିବ ନାହିଁ। କାରଣ ତାହା ତୁମ୍ଭମାନଙ୍କ ପାଇଁ ଫାନ୍ଦ ସ୍ବରୂପ ହବେ।

ଯିହୋଶୂୟ 23:13
ସହେି ସମୟରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭର ଶତୃମାନଙ୍କୁ ପରାସ୍ତ କରିବା ରେ ଓ ଘଉଡାଇ ଦବୋ ରେ ତୁମ୍ଭର ପକ୍ଷ ହବେେ ନାହିଁ। ଏହି ଲୋକମାନେ ତକ୍ସ୍ଟମ୍ଭ ପାଇଁ ଏକ ଫାଶ ପରି ହବେେ। ସମାନେେ ତକ୍ସ୍ଟମ୍ଭ ପିଠି ପାଇଁ ଗ୍ଭବକ୍ସ୍ଟକ୍ ପରି ଓ ତକ୍ସ୍ଟମ୍ଭ ଆଖି ପାଇଁ କଣ୍ଟା ପରି ହବେେ। ଯେପର୍ୟ୍ଯନ୍ତ ତୁମ୍ଭେ ସହେି ଉତ୍ତମ ଦେଶ ଛାଡିବା ପାଇଁ ବାଧ୍ଯ ନ ହାଇେଛ, ଯାହା ସଦାପ୍ରଭୁ ତକ୍ସ୍ଟମ୍ଭଙ୍କକ୍ସ୍ଟ ଦଇେଥିଲେ।

ବିଚାରକର୍ତାମାନଙ୍କ ବିବରଣ 2:3
ବର୍ତ୍ତମାନ ମୁ ତୁମ୍ଭକୁ ଏହିକଥା କହକ୍ସ୍ଟଛି, 'ମୁ କବେେ ଅନ୍ୟ ଲୋକମାନଙ୍କୁ ଏହି ଦେଶରକ୍ସ୍ଟ ବିତାଡିତ କରିବି ନାହିଁ। ଏହି ଲୋକମାନେ ଭବିଷ୍ଯତ ରେ ତୁମ୍ଭର ଏକ ସମସ୍ଯା ହବେେ। ସମାନେେ ତକ୍ସ୍ଟମ୍ଭ ପ୍ରତି ଫାନ୍ଦ ସ୍ବରୂପ ହବେେ ଓ ସମାନଙ୍କେର ଦବେତାଗଣ ତୁମ୍ଭମାନଙ୍କ ପାଇଁ କଣ୍ଟା ସ୍ବରୂପ ହବେେ।'

ବିଚାରକର୍ତାମାନଙ୍କ ବିବରଣ 8:27
ଗିଦ୍ଦିୟୋନ ଏହିସବୁ ସକ୍ସ୍ଟବର୍ଣ୍ଣ ରେ ଏକ ଏଫୋଦ ତିଆରି କଲେ। ସେ ଏହାକକ୍ସ୍ଟ ସମାନଙ୍କେ ନଗର ଅଫ୍ରା ରେ ରଖିଲେ। ଏବଂ ଇଶ୍ରାୟେଲର ସମସ୍ତ ଲୋକମାନେ ସହେି ଏଫୋଦକକ୍ସ୍ଟ ଉପାସନା କଲେ। ଏହିପରି ଭାବରେ, ଏଫୋଦକକ୍ସ୍ଟ ଉପାସନା କରି ଇଶ୍ରାୟେଲବାସୀ ସଦାପ୍ରଭୁଙ୍କ ପ୍ରତି ଅବିଶ୍ବାସି ହେଲେ। ଏହି ଏଫୋଦ ଗିଦ୍ଦିୟୋନଙ୍କ ଓ ତାଙ୍କ ପରିବାର ପ୍ରତି ଏକ ଫାନ୍ଦ ସ୍ବରୂପ ହେଲା, ଯାହାକି ସମାନଙ୍କେର ପାପର କାରଣ ହେଲା।

ପ୍ରଥମ ଶାମୁୟେଲ 18:21
ଶାଉଲ ଭାବିଲେ, ମୁ ମୀଖଲ ମାଧ୍ଯମ ରେ ଦାଉଦକକ୍ସ୍ଟ ଫାସ ରେ ପକାଇ ଦବେି। ମୁ ମୀଖଲକକ୍ସ୍ଟ ଦାଉଦଙ୍କ ସହିତ ବିବାହ ଦବେି। ଏବଂ ତା'ପରେ ପଲେଷ୍ଟୀୟମାନେ ତାଙ୍କୁ ମାରି ଦବେେ। ତେଣୁ ଶାଉଲ ଦାଉଦଙ୍କକ୍ସ୍ଟ ଦ୍ବିତୀୟ ଥର ପାଇଁ କହିଲେ, ତୁମ୍ଭେ ଆଜି ମାରେ କନ୍ଯାକକ୍ସ୍ଟ ବିବାହ କରିପାର।

ଦିତୀୟ ଶାମୁୟେଲ 22:6
କବରର ରଶି ମାରେ ଗ୍ଭରିପଟେ ଥିଲା। ମୃତକ୍ସ୍ଟ୍ଯର ଫାନ୍ଦ ମାହେର ସମ୍ମକ୍ସ୍ଟଖ ରେ ପଡିଥିଲା।

ଆୟୁବ ପୁସ୍ତକ 34:30
ଯଦି ଜଣେ ଶାସକ ଲୋକଙ୍କ ପାପର କାରଣ ହୁଅନ୍ତି, ତା' ହେଲେ ପରମେଶ୍ବର ସହେି ବ୍ଯକ୍ତିକୁ ଶାସନ ଗାଦିରୁ ହଟାଇ ଦିଅନ୍ତି।

Occurences : 27

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்