Base Word
מְזִמָּה
Short Definitiona plan, usually evil (machination), sometimes good (sagacity)
Long Definitionpurpose, discretion, device, plot
Derivationfrom H2161
International Phonetic Alphabetmɛ̆.d͡zɪmˈmɔː
IPA modmɛ̆.ziˈmɑː
Syllablemĕzimmâ
Dictionmeh-dzim-MAW
Diction Modmeh-zee-MA
Usage(wicked) device, discretion, intent, witty invention, lewdness, mischievous (device), thought, wickedly
Part of speechn-f

ଆୟୁବ ପୁସ୍ତକ 21:27
କିନ୍ତୁ ମୁଁ ଜାଣେ ତୁମ୍ଭେ କ'ଣ ଚିନ୍ତା କରୁଛ ଏବଂ ଏକଥା ଜାଣେ ତୁମ୍ଭେ ମାେତେ ଆଘାତ ଦବୋକୁ ଚାହୁଁଛ।

ଆୟୁବ ପୁସ୍ତକ 42:2
ହେ ସଦାପ୍ରଭୁ ମୁଁ ଜାଣେ ଆପଣ ସବୁକିଛି କରିପାରନ୍ତି। ତୁମ୍ଭେ ଯାହା କର ବା କରିବାକୁ ଚାହଁ, କହେି ତୁମ୍ଭକୁ ସେ କାମରୁ ନିବୃତ୍ତ କରାଇ ପାରିବେ ନାହିଁ।

ଗୀତସଂହିତା 10:2
ଗର୍ବୀ ଓ ଦୁଷ୍ଟ ଲୋକମାନେ କୁମନ୍ତ୍ରଣା କରନ୍ତି ଓ ସମାନେେ ଗରିବ ଲୋକମାନଙ୍କର କ୍ଷତି କରନ୍ତି।

ଗୀତସଂହିତା 10:4
ଦୁଷ୍ଟମାନେ ଅହଂକାର ବଶତଃ ପରମେଶ୍ବରଙ୍କୁ ଅନୁସରଣ କରନ୍ତି ନାହିଁ। ସମାନେେ ସମାନଙ୍କେର ମନ୍ଦ ଯୋଜନାରେ ବ୍ଯସ୍ତ ରହନ୍ତି। ସମାନେେ ଭାବନ୍ତି ୟେ ପରମେଶ୍ବର ଜାଣନ୍ତି ନାହିଁ।

ଗୀତସଂହିତା 21:11
କାହିଁକି ? କାରଣ ସହେି ଦୁଷ୍ଟ ଲୋକମାନେ ତୁମ୍ଭ ବିରୁଦ୍ଧରେ ମନ୍ତ୍ରଣା କରୁଥିଲେ। ହେ ସଦାପ୍ରଭୁ, ସମାନେେ ମନ୍ଦ କାର୍ୟ୍ଯ କରିବାକୁ ଯୋଜନା କରୁଥଲେ କିନ୍ତୁ ସମାନେେ ସହେି କାର୍ୟ୍ଯରେ ସଫଳ ହେଲେ ନାହିଁ।

ଗୀତସଂହିତା 37:7
ସଦାପ୍ରଭୁଙ୍କୁ ବିଶ୍ବାସ କର ଓ ତାଙ୍କ ସାହାୟ୍ଯ ପାଇଁ ଅପେକ୍ଷା କର। ହତାଶ ହୁଅ ନାହିଁ। ଯେତବେେଳେ ଦୁଷ୍ଟ ଲୋକମାନଙ୍କ ମନ୍ଦ କାର୍ୟ୍ଯ ସଫଳ ହୁଏ। ହତାଶ ହୁଅ ନାହିଁ ଯେତବେେଳେ ଦୁଷ୍ଟ ଲୋକମାନେ ମନ୍ଦ କାର୍ୟ୍ଯ କରିବାକୁ ମନ୍ତ୍ରଣା କରି ସମାନଙ୍କେର ଯୋଜନାରେ ସଫଳ ହୁଅନ୍ତି।

ଗୀତସଂହିତା 139:20
ସହେି ଦୁଷ୍ଟ ଲୋକମାନେ ତୁମ୍ଭ ବିଷଯରେ ଖରାପ ମନ୍ତବ୍ଯ ଦେଉଛନ୍ତି। ତୁମ୍ଭର ଶତ୍ରୁମାନେ ତୁମ୍ଭର ନାମକୁ ଭୁଲ୍ ଭାବରେ ବ୍ଯବହାର କରନ୍ତି।

ହିତୋପଦେଶ 1:4
ଏହି ଉପଦେଶଗୁଡ଼ିକ ସହେି ଲୋକମାନଙ୍କୁ ଶିକ୍ଷା ଦଇପୋରିବ, ଯେଉଁମାନେ କି ଜ୍ଞାନ ଆହରଣ କରିବାକୁ ଚାହାନ୍ତି। ଏହି ଉପଦେଶଗୁଡ଼ିକ ୟୁବା ଲୋକମାନଙ୍କୁ ଜ୍ଞାନ ଓ ଏହାକୁ କିପରି ବ୍ଯବହାର କରିବାକୁ ହୁଏ ସମାନଙ୍କେୁ ଶିକ୍ଷା ଦିଏ।

ହିତୋପଦେଶ 2:11
ଜ୍ଞାନ ତୁମ୍ଭକୁ ରକ୍ଷା କରିବ, ପରିଣାମଦର୍ଶୀତା ତୁମ୍ଭର ପ୍ରହରୀ ହବେ।

ହିତୋପଦେଶ 3:21
ହେ ମାରେ ପୁତ୍ର, ଜ୍ଞାନକୁ ତୁମ୍ଭ ଦୃଷ୍ଟିରୁ ଦୂର କର ନାହିଁ। ତୁମ୍ଭେ ତତ୍ତ୍ବଜ୍ଞାନ ଓ ପରିଣାମ ଦର୍ଶିତା ରକ୍ଷା କର।

Occurences : 19

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்